Posted inଖେଳ

ଚର୍ଚ୍ଚାରେ ଅଷ୍ଟ୍ରେଲିଆ ଟି୨୦ ଟିମ୍‌ରେ ସାମିଲ ହୋଇଥିବା ଏହି ଭାରତୀୟ ବଂଶୋଦ୍ଭବ ଖେଳାଳି, ଜାଣନ୍ତୁ କିଏ ସେ…

ସିଡନୀ,୨୮।୧: କ୍ରିକେଟ ଅଷ୍ଟ୍ରେଲିଆ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ ପାଇଁ ଦଳ ଘୋଷଣା କରିଛି। ଚୟନ ହୋଇଥିବା ଖେଳାଳିଙ୍କ ମଧ୍ୟରେ ଭାରତୀୟ ବଂଶୋଦ୍ଭବ ସ୍ପିନର ତନବୀର ସାଂଘାଙ୍କ ନାମ ଥିବା ଦେଖିବାକୁ ମିଳିଛି। ନିକଟରେ ବିଗ୍‌ ବ୍ୟାସ୍‌ ଲିଗ୍‌ରେ ନିଜର ଡେବ୍ୟୁ ସିଜନ୍‌ ଖେଳି ସେ ସମସ୍ତଙ୍କୁ ଚମକାଇ ଦେଇଥିଲେ। ସାଂଘା ୧୪ ମ୍ୟାଚ୍‌ରେ ୨୧ ଉଇକେଟ ନେଇ ସାରିଛନ୍ତି। ୧୪ ରନ୍‌ ଦେଇ ୪ ଉଇକେଟ ନେବା ତାଙ୍କର ଶ୍ରେଷ୍ଠ ପ୍ରଦର୍ଶନ ଥିଲା।

୨୦୨୦ରେ ଦକ୍ଷିଣ ଆଫ୍ରିକାରେ ଆୟୋଜିତ ଅଣ୍ଡର ୧୯ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅଣ୍ଡର ୧୯ ଟିମ୍‌ର ପ୍ରତିନିଧିତ୍ୱ କରିଥିଲେ। ଟୁର୍ନାମେଣ୍ଟରେ ସେ ଦଳର ସବୁଠାରୁ ସଫଳ ବୋଲର୍‌ ପାଲଟିଥିଲେ। ଏହି ସମୟରେ ସେ ୬ ମ୍ୟାଚ୍‌ରେ ୧୫ ଉଇକେଟ ନେଇଥିଲେ।

ତେବେ ଏହି ଡାହାଣହାତି ଲେଗ୍‌ ସ୍ପିନରଙ୍କ ମା’ବାପା ଭାରତୀୟ। ୨୦୦୧ ନଭେମ୍ବର ୨୬ରେ ସିଡନୀରେ ସେ ଜନ୍ମଗ୍ରହଣ କରିଥିଲେ। ଏଠାରୁ ହିଁ ସେ ନିଜର କ୍ରିକେଟ କ୍ୟାରିୟର ଆରମ୍ଭ କରିଥିଲେ। ଏବେ ଅଷ୍ଟ୍ରେଲିଆ କ୍ରିକେଟ ଟିମ୍‌ରେ ସାମିଲ ହୋଇ ସେ ଇତିହାସ ରଚିଛନ୍ତି। ହଳଦିଆ ରଙ୍ଗର ଜର୍ସିରେ ସେ ନଜର ଆସିବେ। ଏହି ସଫଳତା ପାଇବାରେ ଭାରତୀୟ ବଂଶୋଦ୍ଭବ ଭାବେ ସେ ଚତୁର୍ଥ ଖେଳାଳି ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri