କିଏ ଥାଇଲ୍ୟାଣ୍ଡର ସବୁଠାରୁ ଯୁବ ପ୍ରଧାନମନ୍ତ୍ରୀ, ପରିବାରର ଚତୁର୍ଥ ସଦସ୍ୟ ଭାବେ ସମ୍ଭାଳିବାକୁ ଯାଉଛନ୍ତି ଏହି ପଦ

ବ୍ୟାଙ୍କକ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଥାକସିନ ଶିନାୱାତ୍ରାଙ୍କ ସବୁଠାରୁ ସାନ ଝିଅ ୩୭ବର୍ଷିୟ ପେଟୋଙ୍ଗଟାର୍ନ ଶିନାୱାତ୍ରା ଥାଇଲ୍ୟାଣ୍ଡର ୩୧ତମ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଛନ୍ତି। ୩୧୯ସାଂସଦ ତାଙ୍କୁ ସମର୍ଥନ କରିଛନ୍ତି। ସେ ଏହି ପଦବୀରେ ଅବସ୍ଥାପିତ ହେବାକୁ ଥିବା ସର୍ବ କନିଷ୍ଠ ପ୍ରଧାନମନ୍ତ୍ରୀ ହେବେ। ସେ ଦେଶର ଦ୍ୱିତୀୟ ମହିଳା ପ୍ରଧାନମନ୍ତ୍ରୀ ହେବେ ଏବଂ ଶ୍ରେଥା ଥାଓ୍ବିସିନଙ୍କ ଉତ୍ତରାଧିକାରୀ ହେବେ।
ନୈତିକତା ଉଲ୍ଲଂଘନ ହେତୁ ବୁଧବାର ସାମ୍ବିଧାନିକ କୋର୍ଟ ଦ୍ୱାରା ଶ୍ରୀ ଥାଭିସିନଙ୍କୁ ଏହି ପଦରୁ ହଟାଇ ଦିଆଯାଇଛି। ତାଙ୍କ ବିରୋଧରେ ଆପରାଧିକ ରେକର୍ଡ ଥିବା କ୍ୟାବିନେଟ ସଦସ୍ୟଙ୍କ ନିଯୁକ୍ତି ମାମଲା ସାମ୍ନାକୁ ଆସିଥିଲା।
ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହେବା ପରେ ତାଙ୍କର ପ୍ରଥମ ସମ୍ବୋଧନରେ ପାଟୋଙ୍ଗଟର୍ନ ଶିନାୱାତ୍ରା କହିଛନ୍ତି ଯେ ଶ୍ରେଥାଙ୍କୁ ହଟାଇ ଦେବାକୁ ନେଇ ସେ ଦୁଃଖିତ। ସେ ଶ୍ରେଥା, ତାଙ୍କ ପରିବାର ଏବଂ ପାର୍ଟି ଲୋକଙ୍କ ସହ କଥା ହୋଇଥିଲେ, ଏହା ପରେ ସେ ନିଷ୍ପତ୍ତି ନେଇଥିଲେ ଯେ ଦେଶ ପାଇଁ କିଛି କରିବାର ସମୟ ଆସିଛି।
ପିତା ଥାକସିନ ଏବଂ ମାଉସୀ ୟିଙ୍ଗଲକ ସିନାୱାତ୍ରାଙ୍କ ପରେ ପ୍ରଧାନମନ୍ତ୍ରୀ ହେବାରେ ପାଟୋଙ୍ଗର୍ଟନ ହେଉଛନ୍ତି ଶିନାୱାତ୍ରା ପରିବାରର ତୃତୀୟ ସଦସ୍ୟ। ୟଙ୍ଗଲକ ଶିନାୱାତ୍ରା ଥାଇଲ୍ୟାଣ୍ଡର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଥିଲେ। ମେ ୭, ୨୦୧୪ ରେ ସାମ୍ବିଧାନିକ କୋର୍ଟର ନିଷ୍ପତ୍ତି ଦ୍ୱାରା ତାଙ୍କୁ ପଦରୁ ହଟାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ରେସିଂର କରୁଣ ପରିଣତ: ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କାଦେଇ ବାଇକ୍‌, ସ୍କୁଟି ଉପରକୁ ମାଡ଼ଗଲା କାର୍‌

ସମ୍ବଲପୁର,୨୪୧(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ବଜାର ଛକରେ ଶୁକ୍ରବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର(ନଂ.ଓଡି୧୫ଇ-୫୩୫୪) ଦ୍ରୁତଗତିରେ ଆସି ଅଇଁଠାପାଲି ଦୈନିକ ବଜାର ଛକ ରାସ୍ତା…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…

କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri