Posted inଜାତୀୟ

କିଏ ସେହି ଭାଜପା ଏମ୍‌ପି,ଯିଏ ଲୋକ ସଭାକୁ ଯିବାକୁ ସାଗରଙ୍କୁ ଦେଇଥିଲେ ପାସ୍‌

ନୂଆଦିଲ୍ଲୀ,୧୪।୧୨:ଲୋକ ସଭାରେ ଦର୍ଶକ ଗ୍ୟାଲେରୀରୁ ଡେଇଁଥିବା ସାଗର ଶର୍ମା ଏବଂ ମନୋରଂଜନ ଡିଙ୍କୁ ଗିରଫ କରାଯାଇଛି। ସଂସଦର ସୁରକ୍ଷା କ୍ଷେତ୍ରରେ ଏହି ପ୍ରମୁଖ ତ୍ରୁଟି ସମସ୍ତଙ୍କୁ ଚକିତ କରିଛି। ଏହି ଦୁଇ ଅଭିଯୁକ୍ତଙ୍କୁ ମହୀଶୁର ଭାଜପା ଏମ୍‌ପି ପ୍ରତାପ ସିହ୍ନାଙ୍କଠାରୁ ପାସ ମିଳିଥିଲା। ଯେତେବେଳେ ଜଣେ ଏମ୍‌ପିଙ୍କ ମାଧ୍ୟମରେ ଜଣେ ବ୍ୟକ୍ତିଙ୍କୁ ପାସ ଦିଆଯାଏ, ସେତେବେଳେ ସେମାନଙ୍କୁ ଏକ ଆଫିଡେଭିଟ ଦେବାକୁ ପଡିବ ଯେ ସେମାନେ ବ୍ୟକ୍ତିଗତ ଭାବରେ ତାଙ୍କୁ ଜାଣିଛନ୍ତି।
ସଂସଦରେ ଅନୁପ୍ରବେଶ କରିଥିବା ଅଭିଯୁକ୍ତଙ୍କ ନିକଟରୁ ଜବତ ହୋଇଥିବା ପାସ୍‌ରେ ଭାଜପା ଏମ୍‌ପି ପ୍ରତାପଙ୍କ ନାମ ଲେଖାଯାଇଛି। ଏହି କାରଣରୁ ଭାଜପା ଏମ୍‌ପିମାନେ ସମସ୍ତଙ୍କ ଟାର୍ଗେଟରେ ଅଛନ୍ତି। ତେବେ ଅଦ୍ୟାବଧି ଏହି ଘଟଣାରେ ପ୍ରତାପଙ୍କଠାରୁ କୌଣସି ବିବୃତ୍ତି ଆସିନାହିଁ। କିନ୍ତୁ ସେ କେବଳ ଏତିକି ବାଚସ୍ପତିଙ୍କୁ କହିଛନ୍ତି ଯେ, ମୁଁ ପ୍ରବେଶ କରିଥିବା ଯୁବକଙ୍କ ବିଷୟରେ ଅଧିକ କିଛି ଜାଣିନାହିଁ।
୪୭ ବର୍ଷୀୟ ପ୍ରତାପ ମହୀଶୁର-କୋଡାଗୁ ଆସନରୁ ଲୋକ ସଭା ଏମ୍‌ପି । ସେ ମହୀଶୁରର ଜଣେ ଲୋକପ୍ରିୟ ଭାଜପା ନେତା। ୨୦୧୪ ଏବଂ ୨୦୧୯ରେ ଦଳ ଟିକେଟରେ ନିର୍ବାଚନ ଜିତିଛନ୍ତି। ପ୍ରତାପ ସିଧା ପ୍ରଥମେ କନ୍ନଡା ପ୍ରଭାରେ ସାମ୍ବାଦିକ ଭାବରେ କାର୍ଯ୍ୟ କରିଥିଲେ, ପରେ ସେ ରାଜନୀତିରେ ପ୍ରବେଶ କରିବାକୁ ନିଷ୍ପତ୍ତି ନେଇଥିଲେ। ସେ କର୍ନାଟକ ଭାଜପାର ୟୁଥ ୱିଙ୍ଗର ସଭାପତି ମଧ୍ୟ ରହିଛନ୍ତି। ସେ ୨୦୧୪ରେ ପ୍ରଥମ ଥର ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ୨୦୧୫ରେ ପ୍ରତାପଙ୍କୁ ପ୍ରେସ କାଉନସିଲ ଅଫ ଇଣ୍ଡିଆର ସଦସ୍ୟ ଭାବରେ ନିଯୁକ୍ତ କରାଯାଇଥିଲା।
ପ୍ରତାପ ହିନ୍ଦୁତ୍ୱର ଜଣେ ସମର୍ଥକ ଭାବରେ ମାନ୍ୟତା ପାଇଲେ। ସେ କର୍ନାଟକରେ ଟିପୁ ସୁଲତାନଙ୍କ ଜନ୍ମଦିନ ପାଳନ କରିବାକୁ ସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri