କିଏ ସେ ରହସ୍ୟମୟୀ ମହିଳା ? ଦାବି କରିିଥିଲେ ଉହାନ ଲ୍ୟାବରୁ ହୋଇଛି କରୋନ ଭୂତାଣୁ ଲିକ୍‌…

ଓ୍ବାଶିଂଟନ,୧୩।୩:  କରୋନା ଭୂତାଣୁର ଲିକ୍‌ ନେଇ ନାନା ଚର୍ଚ୍ଚା ଜାରି ରହିଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନଠାରୁ ଆରମ୍ଭ କରି ଅନ୍ୟ ରାଷ୍ଟ୍ର ଏହାର ଉତ୍ପତ୍ତି ସାର୍ବଜନୀନ କରିବାକୁ ଦାବି କରୁଛନ୍ତି। ଏପରିସ୍ଥଳେ ଆମେରିକା ଗୁପ୍ତଚର ଏଜେନ୍ସି ଦ୍ୱାରା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପାଖକୁ ମଞ୍ଜୁରୀ ପାଇଁ ପଠାଯାଇଥିବା ରିପୋର୍ଟ ଉପରେ ସମସ୍ତରଙ୍କର ନଜର ରହିଛି।

ଉହାନ ଲ୍ୟାବରେ ଜଣେ ରହସ୍ୟମୟୀ ମହିଳା ଟେକ୍ନିସିଆନ ଲ୍ୟାବରୁ ଏହି କରୋନା ଭୂତାଣୁ ଲିକ ହୋଇଥିବା ଦାବି କରିଥିଲେ। ଯଦିଓ ସେ ନିଖୋଜ ହେବା ପରେ ଆଉ ତାଙ୍କ ବିଷୟରେ କିଛି ଶୁଣାଯାଇ ନ ଥିଲା। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଆନୁଷ୍ଠାନିକ ଭାବରେ କହିଛି ଯେ ହଠାତ ଲ୍ୟାବରୁ ଏହା ଲିକ ହୋଇଛି। କିନ୍ତୁ ପ୍ରଥମେ ଲିକ୍‌ ସମ୍ପର୍କରେ ତଥ୍ୟ ପ୍ରଦାନ କରିଥିବା ରହସ୍ୟମୟୀ ମହିଳାଙ୍କ ଖୋଜ ଖବର ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ

ଭୁବନେଶ୍ୱର,୧୬ା୫(ସୁନିତ୍‌ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା

ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍‌ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ…

କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ

ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ…

ଅର୍ଜୁନଙ୍କୁ ମିଳିଲା ବଡ଼ ଅଫର୍‌: ଏବେ…

ବଲିଉଡ ଅଭିନେତା ଅର୍ଜୁନ ରାମପାଲ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସେ ତ ଦମଦାର ଅଭିନୟ କରନ୍ତି କିନ୍ତୁ ‘ଧୂରନ୍ଧର-୨’ରେ ତାଙ୍କର ଖଳନାୟକ ଭୂମିକା ବେଶ୍‌ ପ୍ରଶଂସନୀୟ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri