ପରିଣୀତି-ରାଘବଙ୍କ ମଧ୍ୟରେ କିଏ ସବୁଠୁ ଅଧିକ ଧନୀ

ଆମ ଆଦମୀ ପାର୍ଟି ରାଜ୍ୟସଭା ଏମ୍‌ପି ରାଘବ ଚଢା ଏବଂ ବଲିଉଡ ଅଭିନେତ୍ରୀ ପରିଣୀତିି ଚୋପ୍ରା ବିବାହ କରିବାକୁ ଯାଉଛନ୍ତି। ଉଭୟ ରବିବାର ଅର୍ଥାତ୍‌ ଆଜି ଉଦୟପୁରର ଲୀଲା ପ୍ୟାଲେସରେ ବିବାହ କରୁଛନ୍ତି। ଏହି ସମୟ ମଧ୍ୟରେ ରାଜନୈତିକ ବ୍ୟକ୍ତିତ୍ୱ ଠାରୁ ଆରମ୍ଭ କରି ବଲିଉଡ ତାରକା ପର୍ଯ୍ୟନ୍ତ ସମସ୍ତେ ମଧ୍ୟ ନଜର ଆସିଥିଲେ।
ବିବାହ ମଧ୍ୟରେ ଉଭୟଙ୍କ ସମ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ରାଘବଙ୍କଠାରୁ ଅଧିକ ଟଙ୍କା ରୋଜଗାର କରନ୍ତି ପରିଣୀତି।ଆସନ୍ତୁ ଜାଣିବା ଉଭୟଙ୍କ ମୋଟ ସମ୍ପତ୍ତି ବିଷୟରେ…
ମାର୍ଚ୍ଚ ୨୦୨୨ରେ ରାଜ୍ୟସଭା ନିର୍ବାଚନ ପାଇଁ ଆଫିଡେଭିଟରେ ରାଘବ ତାଙ୍କର ସ୍ଥାବର ତଥା ଅସ୍ଥାବର ସମ୍ପତ୍ତି ବିଷୟରେ ସୂଚନା ଦେଇଥିଲେ। ନିର୍ବାଚନ ପ୍ରମାଣପତ୍ର ଅନୁଯାୟୀ, ରାଘବଙ୍କର ସେତେବେଳେ ମାତ୍ର ୩୦ ହଜାର ଟଙ୍କା ଥିଲା। ସେହି ସମୟରେ ଏଏପି ନେତାଙ୍କ ସ୍ଥାବର ସମ୍ପତ୍ତି ପ୍ରାୟ ୩୭ ଲକ୍ଷ ଟଙ୍କା ଥିଲା। ୨୦୨୦-୨୧ ଆର୍ଥିକ ବର୍ଷରେ ସେ ୨.୪୪ ଲକ୍ଷ ଟଙ୍କା ଆୟ ଦେଖାଇଥିଲେ।
ସେହିପରି ଫୋର୍ବସ ଇଣ୍ଡିଆ ଅନୁଯାୟୀ ୨୦୧୯ରେ ପରିଣୀତିଙ୍କ ଆୟ ୧୨.୫ କୋଟି ଟଙ୍କା ଥିଲା। ଚଳଚ୍ଚିତ୍ର ଏବଂ ବିଜ୍ଞାପନଗୁଡିକ ଫୋର୍ବସ ଇଣ୍ଡିଆରେ ତାଙ୍କର ଆୟର ଉତ୍ସ ଭାବରେ ଉଲ୍ଲେଖ କରାଯାଇଥିଲା। ଏବେ ତାଙ୍କ ସମ୍ପତ୍ତିର ମୋଟ ମୂଲ୍ୟ ପ୍ରାୟ ୬୦ କୋଟି ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରି ହତ୍ୟାକାଣ୍ଡ: ପୁଅ ପରେ, ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବାପା

ଭୁବନେଶ୍ୱର,୩୦।୬: ରାଜଧାନୀର ବହୁଚର୍ଚ୍ଚିତ ଖଣ୍ଡଗିରି ହତ୍ୟାକାଣ୍ଡରେ ମୃତକଙ୍କ ପରିବାରକୁ ଆଉ ଏକ ବଡ଼ ଝଟକା ଲାଗିଛି। ହତ୍ୟାକାଣ୍ଡ ସମୟରେ ପୁଅଙ୍କୁ ବଞ୍ଚାଇବାକୁ ଯାଇ ଗୁରୁତର ଆହତ ହୋଇଥିବା…

ଜାତୀୟ ରାଜପଥରୁ ମିଳିଲା ଅଚିହ୍ନା ମୃତଶରୀର: ବଢୁଛି ସନ୍ଦେହ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବରଗଡ-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ ଅମାଠ ଛକଠାରେ ରାସ୍ତା ଉପରେ ଏକ ଅଚିହ୍ନା ମୃତଶରୀର ମଙ୍ଗଳବାର ପଡ଼ିଥିବାର…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ…

କ୍ରିକେଟରଙ୍କ ବିରୋଧରେ ଘରୋଇ ସହାୟକଙ୍କୁ ଆକ୍ରମଣ ଅଭିଯୋଗ, ତାଙ୍କ ବାପା-ଡ୍ରାଇଭରଙ୍କ ବିରୋଧରେ ମଧ୍ୟ ମାମଲା ରୁଜୁ

ନୂଆଦିଲ୍ଲୀ,୩୦।୬: ଆଇପିଏଲରେ ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଜଣାଶୁଣା ଶଶାଙ୍କ ସିଂହ ଏବେ ଏକ ଭିନ୍ନ କାରଣ ପାଇଁ ଖବରର ଶିରୋନାମା ପାଲଟିଛନ୍ତି। ଭୋପାଳରେ ତାଙ୍କ ବିରୋଧରେ ଏକ…

ହୁମ୍ମା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ସାଇକେଲରେ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍, ରାସ୍ତାରେ…

ଗଞ୍ଜାମ,୩୦।୬(ଅନାଥ ତରାଇ): ହୁମ୍ମା ଓଭରବ୍ରିଜ୍ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ,…

ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ ଚଢାଉ:୫ ସ୍ଥାନରେ ଖାନତଲାସି ଜାରି

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ବୁର୍ଲା ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର) ଅଧୀକ୍ଷକଙ୍କ କାର୍ଯ୍ୟାଳୟର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ…

‘କକ୍ରୋଚ ଜନତା ପାର୍ଟି’କୁ ନେଇ ପ୍ରଥମ ବିବୃତ୍ତି ଜାରି କଲା ଭାଜପା, ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୦।୬: ‘କକ୍ରୋଚ ଜନତା ପାର୍ଟି’ (CJP) ସମ୍ପ୍ରତି ଦେଶରେ ଆଲୋଚନାର ବିଷୟ ପାଲଟିଛି। ଅନେକ ପ୍ରମୁଖ ବ୍ୟକ୍ତିତ୍ୱଙ୍କ ସହ ଜଡିତ ଥିବାରୁ ଏହି ଦଳ ଚର୍ଚ୍ଚାରେ ରହିଛି।…

ଆନ୍ଧ୍ର ପୋଲିସ ମାଡ଼ରେ ୨ ଓଡ଼ିଆ ଯୁବକ ଗୁରୁତର, ଗଞ୍ଜେଇ ଚାଲାଣକାରୀ କହି ଉଠାଇ ନେଇଥିବା ଅଭିଯୋଗ

ନନ୍ଦପୁର,୩୦।୬(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତ ସୁରୁମି ଗ୍ରାମର ୨ ଯୁବକଙ୍କୁ ଆନ୍ଧ୍ର ମୁଚିମପୁଟ ପୋଲିସ ଗଞ୍ଜେଇ ଚୋରା ଚାଲାଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri