୧୭ ବର୍ଷ ବୟସରେ ପ୍ରଥମ ବିଶ୍ୱ ସୁନ୍ଦରୀ ହୋଇଥିଲେ ଏହି ଯୁବତୀ, ଆଉ ତା ପରେ..

ବମ୍ବେ: ଫିନ୍‌ଲ୍ୟାଣ୍ଡର ଆର୍ମି ହେଲେନା କୁସେଲା ୧୯୫୨ ମସିହାରେ ପ୍ରଥମ ବିଶ୍ୱସୁନ୍ଦରୀ ହେବାର ଗୌରବ ଅର୍ଜନ କରିଥିଲେ। ଅଗଷ୍ଟ ୨୦ରେ ସେ ୮୬ ବର୍ଷର ହୋଇଛନ୍ତି। ୧୯୩୪ରେ ଜନ୍ମିତ କୁସେଲା କଲେଜରେ ପଢ଼ିବା ସମୟରେ ଏକ ସୌନ୍ଦର୍ଯ୍ୟ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଏଥିରେ ତାଙ୍କୁ ଏକ ଚକୋଲେଟ ବକ୍ସ, ସୁନା ଚୁଡ଼ି ଏବଂ ଆମେରିକା ଯାଇ ବୁଲିବା ପାଇଁ ଟିକେଟ ମିଳିଥିଲା। ଏହା ତାଙ୍କୁ ବେଶ୍‌ ଆନନ୍ଦ ଦେଇଥିଲା।

୧୯୫୨ରେ କାଲିଫର୍ନିଆରେ ଆୟୋଜିତ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାରେ ସେ ପ୍ରଥମ ଥର ପାଇଁ ପ୍ରତିନିଧିତ୍ୱ କରିଥିଲେ। ସେତେବେଳେ ତାଙ୍କୁ ମାତ୍ର ୧୭ ବର୍ଷ ହୋଇଥିଲା। ହେଲେ ସେ ୩୦ ପ୍ରତିଯୋଗୀଙ୍କୁ ହରାଇ ଇତିହାସ ସୃଷ୍ଟି କରିଥିଲେ। ଏହାପରେ ତାଙ୍କୁ ଅନେକ ଫିଲ୍ମରେ ଦେଖିବାକୁ ମିଳିଥିଲା। ନିଜର ଜୀବନକାହାଣୀ ଉପରେ ନିର୍ମିତ ଫିଲ୍ମ ଦ ଓ୍ବାଲ୍ଡ୍ସ ମୋଷ୍ଟ ବିଉଟିଫୁଲ ଗର୍ଲରେ ସେ ନିଜ ଭୂମିକାରେ ଅଭିନୟ କରିଥିଲେ। ପରେ ସେ ପ୍ରେମ ପାଇଁ ନିଜ ଅଭିନୟ ଜୀବନକୁ ପରିତ୍ୟାଗ କରିଥିଲେ। ୧୯୫୩ରେ ବ୍ୟବସାୟୀ ବାର୍ଜିଲିୟୋ ହିଲାରିୟୋଙ୍କୁ ସେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେକ୍ସ ରାକେଟ୍‌ରେ ଫସିଛନ୍ତି ଏହି ୫ ଅଭିନେତ୍ରୀ: କାରନାମା ଶୁଣିଲେ…

ବମ୍ବେ: ବଲିଉଡ୍‌ରେ କିଛି କଳାକାର ନିଜର ଭଲ କାମ ଏବଂ ଅଭିନୟକୁ ନେଇ ଜଣାଶୁଣା। ପ୍ରଶଂସକମାନେ ତାଙ୍କର ସମ୍ମାନ ମଧ୍ୟ କରିଥାନ୍ତି। ହେଲେ କିଛି ଏଭଳି...

ଫେବୃୟାରୀ ୧୩ରେ ହଂକଂରେ ରିଲିଜ ହେବ ‘ଗୁଡ୍‌ ନ୍ୟୁଜ’

ମୁମ୍ବାଇ: ବଲିଉଡ୍‌ ମୁଭି ‘ଗୁଡ୍‌ ନ୍ୟୁଜ’ ଚଳିତ ମାସ ୧୩ ତାରିଖରେ ହଂକଂରେ ରିଲିଜ୍‌ ହେବାକୁ ଯାଉଛି। ୫୨ବର୍ଷୀୟ ଅଭିନେତା ତଥା ଏହି ଫିଲ୍ମର ଲିଡ୍‌...

କରୋନାକୁ ହରାଇ ଘରକୁ ଫେରିଲେ ବଲିଉଡ୍‌ ପ୍ରଯୋଜକ

ମୁମ୍ବାଇ,୧୮।୪: ବଲିଉଡ୍‌ ପ୍ରଯୋଜକ କରିମ ମୋରାନି ଓ ତାଙ୍କ ୨ଝିଅ ଶଜା ଓ ଜୋଆ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିଲେ। ପୂର୍ବରୁ କରୋନା କବଳରୁ ଶଜା...

ଗଞ୍ଜେଇ, ଡ୍ରଗ୍ସ ସେବନ କରୁଥିଲେ ସୁଶାନ୍ତ! ଶ୍ରୁତି ମୋଦିଙ୍କୁ ଦେଇଥିଲେ ଏଭଳି ପ୍ରତିଶ୍ରୁତି

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଆତ୍ମହତ୍ୟା ନା ହତ୍ୟା, ତାହା ଏବେ ବି ସନ୍ଦେହ ଘେରରେ। ପ୍ରଥମେ ଏହା ଆତ୍ମହତ୍ୟା କୁହାଯାଉଥିବା ବେଳେ...

‘କବିର ସିଂ’ଙ୍କୁ ପଛରେ ପକାଇଲା ‘ଓ୍ବାର’, ମାତ୍ର ୭ ଦିନରେ କଲା ୨୦୦ କୋଟି ବ୍ୟବସାୟ

ମୁମ୍ବାଇ: ଗତ ଶୁକ୍ରବାର ରିଲିଜ ହୋଇଥିଲା ଟାଇଗର ଶ୍ରଫ୍‌ ଏବଂ ହ୍ରିତିକ ରୋଶନ ଅଭିନୀତ ଫିଲ୍ମ ‘ଓ୍ବାର’। ଇତି ମଧ୍ୟରେ ଏହାର ସାତ ଦିନ ବିତି...

ଆୟୁଷ୍ମାନଙ୍କ ଗଙ୍ଗା ଆଳତୀ

ବାରାଣସୀ: ବଲିଉଡ୍‌ ଅଭିନେତା ତଥା ଅନ୍ଧାଧୂନ ଫେମ୍‌ ଆୟୁଷ୍ମାନ ଖୁରାନା ଏବେ ନିଜର ଅପ୍‌ କମିଂ ଫିଲ୍ମ ବାଲାର ପ୍ରମୋଶନରେ ବ୍ୟସ୍ତ ରହିଛନ୍ତି। ଇତିମଧ୍ୟରେ ସେ...

ଇଣ୍ଡିଆନ୍‌ ଆଇଡଲ୍‌ ୧୧ରେ ଓଡିଆ ଝିଅ ଚେଲ୍‌ସି

ଭୁବନେଶ୍ୱର:ପୁଣି ଜାତୀୟସ୍ତରୀୟ ରିଆଲିଟି ଶୋ’ରେ ଆସିବେ ଓଡ଼ିଆ ଝିଅ ଚେଲ୍‌ସି ବେଉରା। ସୋନି ଟିଭି ପକ୍ଷରୁ ପ୍ରସାରିତ ଇଣ୍ଡିଆନ୍‌ ଆଇଡଲ୍‌-୧୧ରେ ଚେଲ୍‌ସି ଭାଗ ନେଇଛନ୍ତି। ଏହି...

ବିବାହର ୫ ଦିନପରେ ସ୍ତ୍ରୀଙ୍କୁ ବାପ ଘରକୁ ପଠାଇଦେବାକୁ ଧମକ ହେଲେ ଆଦିତ୍ୟ ନାରାୟଣ: ଜାଣନ୍ତୁ କାହିଁକି…

ବଲିଉଡ୍‌ର ଜଣାଶୁଣା ଅଭିନେତା ତଥା ଗାୟକ ଆଦିତ୍ୟ ନାରାୟଣ ନିକଟରେ ଅଭିନେତ୍ରୀ ଶ୍ୱେତା ଅଗ୍ରଓ୍ବାଲଙ୍କୁ ବିବାହ କରିଥିଲେ। ବିବାହ ପୂର୍ବରୁ ଉଭୟ ପରସ୍ପରକୁ ଦୀର୍ଘ ସମୟ...

Advertisement
Seven Jackpot


Archives

Model This Week