Posted inଖେଳ

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଏହି ସୁନ୍ଦରୀ ଯୁବତୀ ଜଣକ କିଏ? ଯାହାଙ୍କୁ ନେଇ…

ନୂଆଦିଲ୍ଲୀ,୧୨ା୭: ଟିମ୍‌ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ତାଙ୍କ ଅଭିନେତ୍ରୀ ସ୍ତ୍ରୀ ନତାସା ଷ୍ଟାନ୍‌କୋଭିକ୍‌ଙ୍କ ମଧ୍ୟରେ ଛାଡ଼ପତ୍ର ଖବର ଚର୍ଚ୍ଚା ହେଉଛି। ସୋସିଆଲ ମିଡିଆରେ ନତାଶା କ୍ରମାଗତ ଭାବରେ ଗୋଟିଏ ପରେ ଗୋଟିଏ ପୋଷ୍ଟ ଶେୟାର କରୁଛନ୍ତି। ଯେତେବେଳେ କି ହାର୍ଦ୍ଦିକ ଏହି ଖବର ଉପରେ ଚୁପ୍‌ ରହିଛନ୍ତି। ଏହି ସମୟରେ ହାର୍ଦ୍ଦିକଙ୍କ ସହ ଜଣେ ଯୁବତୀଙ୍କ ଫଟୋ ଭାଇରାଲ ହେଉଛି। ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ଚାଲିଛି।

news18 hindi

ଫଟୋ ଦେଖିେ ହାର୍ଦ୍ଦିକ ଏବଂ ନତାଶାଙ୍କ ମଧ୍ୟରେ ଥିବା ପ୍ରେମ ସମ୍ପର୍କ ଭାଙ୍ଗିବାକୁ ଯାଉଛି ବୋଲି ଚର୍ଚ୍ଚା ହେଉଛି। ଆଇପିଏଲ ସମୟରେ ହାର୍ଦ୍ଦିକ ନତାଶାଙ୍କ ଜନ୍ମଦିନରେ କୌଣସି ମନ୍ତବ୍ୟ ଦେଇ ନ ଥିବା ବେଳେ କଳ୍ପନାଜଳ୍ପନା ବଢ଼ିଥିଲା। ନତାଶା ତାଙ୍କ ବିବାହ ଫଟୋ ଡିଲିଟ୍‌ କରି ପ୍ରଶଂସକଙ୍କ ମଧ୍ୟରେ ସସପେନ୍ସ ସୃଷ୍ଟି କରିଥିଲେ। ଏବେ ନୂଆ ଫଟୋରେ ହାର୍ଦ୍ଦିକ ପାଣ୍ଡ୍ୟା ଜଣେ ସୁନ୍ଦରୀ ଝିଅ ସହିତ ହସୁଥିବା ନଜର ଆସିଛନ୍ତି। ଫଟୋରେ ତାଙ୍କୁ ବହୁତ ଖୁସି ଦେଖି ତାଙ୍କ ପ୍ରଶଂସକମାନେ ଅନୁମାନ କରୁଛନ୍ତି ଯେ, ଏହି ଯୁବତୀ ଜଣକ ତାଙ୍କ ଗର୍ଲଫ୍ରେଣ୍ଡ।

news18 hindi

ହାର୍ଦ୍ଦିକଙ୍କ ସହ ଯେଉଁ ଯୁବତୀ ନଜର ଆସିଛନ୍ତି ସେ ହେଉଛନ୍ତି ପ୍ରାଚୀ ସୋଲାଙ୍କି। ସେ ଜଣେ ଡିଜିଟାଲ କ୍ରିଏଟର ଏବଂ ସୋସିଆଲ ମିଡିଆରେ ତାଙ୍କର ବହୁତ ପ୍ରଶଂସକ ଅଛନ୍ତି। ଡିଜିଟାଲ କ୍ରିଏଟର ହେବା ବ୍ୟତୀତ ସେ ଜଣେ ପ୍ରସିଦ୍ଧ ମେକଅପ୍‌ ଆର୍ଟିଷ୍ଟ ମଧ୍ୟ। ପ୍ରାଚୀ ନିଜେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ହାର୍ଦ୍ଦିକଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋ ଶେୟାର କରିବା ପରେ ସେ ରାତାରାତି ସୋସିଆଲ ମିଡିଆ ସେନ୍ସେସ ପାଲଟିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?