ଟିମ୍‌ ଇଣ୍ଡିଆର ଷ୍ଟାର ଖେଳାଳିଙ୍କ ମଧ୍ୟରେ କିଏ Vegetarian ଆଉ କିଏ Non-vegetarian: ଜାଣନ୍ତୁ ସମ୍ପୂର୍ଣ୍ଣ ଲିଷ୍ଟ୍‌

ନୂଆଦିଲ୍ଲୀ,୨୨।୪:ଖେଳର କୌଶଳ ବୁଝିବା ସହିତ, ଜଣେ କ୍ରିକେଟରଙ୍କୁ ଭଲ ଫିଟନେସ ମଧ୍ୟ ବଜାୟ ରଖିବାକୁ ପଡିବ। ଏହାଦ୍ୱାରା ତାଙ୍କର ପ୍ରଦର୍ଶନ ଭଲ ହୋଇପାରିବ। ଆଜିକାଲି ପ୍ରତ୍ୟେକ କ୍ରିକେଟର ନିଜ ଫିଟନେସକୁ ଗୁରୁତ୍ୱ ଦିଅନ୍ତି, ଏଥିପାଇଁ ସେ ନିଜ ଖାଦ୍ୟର ମଧ୍ୟ ସମ୍ପୂର୍ଣ୍ଣ ଧ୍ୟାନ ଦିଅନ୍ତି।

ଖେଳାଳିଙ୍କ ଖାଦ୍ୟରେ ଆମିଷ ଖାଦ୍ୟ ମଧ୍ୟ ଗୁରୁତ୍ୱପୂର୍ଣ୍ଣ, କିନ୍ତୁ ଭାରତୀୟ କ୍ରିକେଟ ଦଳରେ ଅନେକ କ୍ରିକେଟର ଅଛନ୍ତି, ଯେଉଁମାନେ ସମ୍ପୂର୍ଣ୍ଣ ନିରାମିଷ ଭୋଜନ କରନ୍ତି। ବିରାଟ କୋହଲି, ଶିଖର ଧାୱନ ଇତ୍ୟାଦି ଅନେକ କ୍ରିକେଟର ଅଛନ୍ତି ଯେଉଁମାନେ ପୂର୍ବରୁ ନନ-ଭେଜ ଖାଦ୍ୟ ଖାଉଥିଲେ କିନ୍ତୁ ଏବେ ସେମାନେ ସମ୍ପୂର୍ଣ୍ଣ ଭେଜିଟେରିଆନ୍‌ ହୋଇଗଲେଣି।

ଭାରତୀୟ କ୍ରିକେଟ ଦଳରେ କିଏ Vegetarian ଏବଂ କିଏ Non-vegetarian
ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଟିମ ଇଣ୍ଡିଆର ଯେଉଁ ଖେଳାଳିମାନେ, ନିଜର ଫିଟନେସ ଏବଂ ପାୱାର ହିଟିଂ ପାଇଁ ଜଣାଶୁଣା, ସେମାନେ ସମ୍ପୂର୍ଣ୍ଣ Vegetarian। ରୋହିତ ଶର୍ମା, ବିରାଟ କୋହଲି, ହାର୍ଦ୍ଦିକ ପାଣ୍ଡ୍ୟା, ରବିନ୍ଦ୍ର ଜାଡେଜା ଇତ୍ୟାଦି ଖେଳାଳିମାନେ ସେମାନଙ୍କ ଖାଦ୍ୟରେ କେବଳ ନିରାମିଷ ଖାଦ୍ୟ ଗ୍ରହଣ କରନ୍ତି।

ଦଳରେ ଶାକାହାରୀ କ୍ରିକେଟରମାନେ ହେଉଛନ୍ତି ରୋହିତ ଶର୍ମା, ବିରାଟ କୋହଲି, ଅକ୍ଷର ପଟେଲ, ମନୀଷ ପାଣ୍ଡେ, ଇଶାନ୍ତ ଶର୍ମା, ଶିଖର ଧାୱନ, ହାର୍ଦ୍ଦିକ ପାଣ୍ଡ୍ୟା, ଜସପ୍ରୀତ ବୁମ୍‌ରା, ଭୁବନେଶ୍ୱର କୁମାର, ରବୀନ୍ଦ୍ର ଜାଡେଜା, ଯୁବେନ୍ଦ୍ର ରାଜା ଶର୍ମା, ରିଙ୍କୁ ସିଂ, ମୟଙ୍କ ଅଗ୍ରୱାଲ, ରବି ବିଷ୍ଣୋଇ।

ଏମଏସ ଧୋନୀ, ଶୁବମାନ ଗିଲ, ଯଶସ୍ବୀ ଜୟସ୍ବାଲ, ରିଷଭ ପନ୍ତ ଇତ୍ୟାଦି କ୍ରିକେଟରମାନେ ସେମାନଙ୍କ ଖାଦ୍ୟରେ Non-veg ସାମିଲ କରନ୍ତି। ସୂର୍ଯ୍ୟକୁମାର ଯାଦବ, ଦୀପକ ଚହର, ଅର୍ଜୁନ ତେନ୍ଦୁଲକର ଇତ୍ୟାଦି କ୍ରିକେଟରମାନେ ମଧ୍ୟ ମାଛମାଂସ ଖାଆନ୍ତି।
ଭାରତୀୟ ଦଳରେ Non-vegetarian କ୍ରିକେଟର- ଏମଏସ ଧୋନୀ, ସଞ୍ଜୁ ସାମସନ, ଶୁବମାନ ଗିଲ, କୁଲଦୀପ ଯାଦବ,ରିଷଭ ପନ୍ତ, ଇଶାନ କିଶାନ, ତିଲକ ବର୍ମା, ଶିବମ ଦୁବେ, ଶ୍ରେୟସ ଆୟର, ପୃଥ୍ବୀ ଶ’, ରାହୁଲ ଚହର, ଋତୁରଜ ଗାଇକ୍ୱାଡ, ସୂର୍ଯ୍ୟକୁମାର ଯାଦବ, ଦୀପକ ଚହର, ଅର୍ଜୁନ ତେନ୍ଦୁଲକର, ହର୍ଷିତ ରାଣା, ଭେଙ୍କଟେଶ ଆୟର।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri