Posted inଖେଳ

ଏହି ବଲିଉଡ୍‌ ଅଭିନେତ୍ରୀଙ୍କୁ ବେଶୀ ପସନ୍ଦ କରନ୍ତି ପାକିସ୍ତାନ କ୍ରିକେଟର୍‌

ନିକଟରେ ପାକିସ୍ତାନ କ୍ରିକେଟ ଦଳ ଇଂଲଣ୍ଡ ଗସ୍ତରେ ଯାଇଛି। ସେଠାରେ ଦଳ ଇଂଲଣ୍ଡ ବିପକ୍ଷରେ ୩ଟି ଟେଷ୍ଟ ଏବଂ ୩ଟି ଟି-୨୦ ମ୍ୟାଚ୍‌ ଖେଳିବ। ଏହି ଗସ୍ତ ପୂର୍ବରୁ ହୋଇତତ୍ବା ଏକ ସାକ୍ଷାତକାରରେ ପାକିସ୍ତାନର ପୂର୍ବତନ ଅଧିନାୟକ ସରଫରାଜ ଅହମ୍ମଦ ବଲିଉଡ୍‌ ପ୍ରତି ଥିବା ତାଙ୍କ ଭଲ ପାଇବା ଖୁଲାସା କରିଛନ୍ତି। ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କୁ ସେ ପସନ୍ଦ କରୁଥିବା ପ୍ରକାଶ କରିଛନ୍ତି। ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ ଏବଂ କ୍ୟାଟ୍ରିନା କୈଫଙ୍କ ମଧ୍ୟରୁ ଆପଣ କାହାକୁ ବେଶୀ ପସନ୍ଦ କରନ୍ତି ବୋଲି ପ୍ରଶ୍ନରେ ସଫରରାଜ ଏହା କହିଥିଲେ। ସୂଚନାଯୋଗ୍ୟ, ୨୦୧୯ ବିଶ୍ୱକପ୍‌ ପରେ ସରଫରାଜଙ୍କୁ ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ପଦରୁ ହଟାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିବାଦରେ ଅରେଞ୍ଜ ଜର୍ସି

ମାଞ୍ଚେଷ୍ଟର, ୨୭।୬(ପି.ଟି.)- ଚଳିତ ବିଶ୍ୱକପ୍‌ରେ ଜୁନ ୩୦ରେ ଖେଳାଯିବାକୁ ଥିବା ଏକ ମ୍ୟାଚ୍‌ରେ ଭାରତ ଓ ଆୟୋଜକ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ତେବେ ଏହି...

ଅଷ୍ଟ୍ରେଲିଆ ବ୍ୟାଟ୍‌ କମ୍ପାନୀ ବିରୋଧରେ ମକଦ୍ଦମା ଦାୟକ କଲେ ସଚିନ

ନୂଆଦିଲ୍ଲୀ,୧୪।୬: ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଅଷ୍ଟ୍ରେଲିଆର ଏକ ବ୍ୟାଟ ପ୍ରସ୍ତୁତକାରୀ କମ୍ପାନୀ ବିରୋଧରେ ଦଓ୍ବୋନୀ ମକଦ୍ଦମା ଦାୟର କରିଛନ୍ତି। ଉକ୍ତ କମ୍ପାନୀ ବ୍ୟାଟ୍‌...

ଧାଓ୍ବନ ଶୂନ୍ୟରେ ଆଉଟ; ଦିଲ୍ଲୀକୁ ହରାଇଲା ଜମ୍ମୁ-କଶ୍ମୀର

ସୁରଟ,୧୫।୧୧(ପି.ଟି.)- ଶିଖର ଧାଓ୍ବନ ତାଙ୍କର ପ୍ରଥମ ସୟଦ ମୁସ୍ତାକ ଅଲି ଟି୨୦ ମ୍ୟାଚ୍‌ରେ ଖାତା ଖୋଲିବାକୁ ସକ୍ଷମ ହୋଇ ନାହାନ୍ତି। ଦିଲ୍ଲୀକୁ ୮ ଉଇକେଟରେ ଜମ୍ମୁ-କଶ୍ମୀର...

ପୁଣି ପ୍ରଶଂସକଙ୍କୁ ଚକିତ କଲେ ଅଶ୍ୱିନ

ଚେନ୍ନାଇ,୨୦।୭- ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ପୁଣି ଥରେ ପ୍ରଶଂସକଙ୍କୁ ଚକିତ କରିଛନ୍ତି। ଏଠାରେ ଅଶ୍ୱିନ ଡିଣ୍ଡିଗୁଲ ଡ୍ରାଗନ୍ସ ଓ ଚେପକ ସୁପର ଗିଲ୍‌ସ...

ଭିଟୋରିଙ୍କ ୧୧ ନଂ ଜର୍ସିକୁ ସନ୍ନ୍ୟାସ ଦେଲା ନ୍ୟୁଜିଲାଣ୍ଡ

ଓ୍ବେଲିଂଟନ,୫।୮(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି) ସୋମବାର କିମ୍ବଦନ୍ତୀ ସ୍ପିନର ଡାନିଏଲ ଭିଟୋରିଙ୍କୁ ସମ୍ମାନ ଜଣାଇ ତାଙ୍କ ୧୧ ନଂ ଜର୍ସିକୁ ସନ୍ନ୍ୟାସ ଦେଇଛି। ଫଳରେ ଦେଶର...

ମହିଳା ସିଙ୍ଗଲ୍ସ: ମୁଗୁରୁଜା, କରବର, ହାଲେପଙ୍କ ଅଗ୍ରଗତି

ମେଲବୋର୍ନ, ୨୬।୧(ଏଏଫ୍‌ପି)- ମହିଳା ସିଙ୍ଗଲ୍ସରେ ମଧ୍ୟ ସିଡେଡ ଖେଳାଳିମାନେ ଅଗ୍ରଗତି କରି ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଦୁଇଥର ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରିଥିବା ୨୬...

ଆଇସିସି ନିର୍ଦ୍ଦେଶକୁ ମାନିଲେ ଧୋନୀ

ଲଣ୍ଡନ, ୧୦ା୬ (ପି.ଟି.)-ଭାରତର ଭେଟେରାନ ଉଇକେଟକିପର ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ନିର୍ଦ୍ଦେଶକୁ ମାନିଛନ୍ତି। ରବିବାର ଅଷ୍ଟ୍ରେଲିଆ ବିପକ୍ଷ ବିଶ୍ୱକପ୍‌ ମ୍ୟାଚରେ...

ଆଇଓସି ସଦସ୍ୟ ଭାବେ ବାତ୍ରା ନିର୍ବାଚିତ

ଲାଉସାନେ, ୨୭ା୬ (ପି.ଟି.)- ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ସଭାପତି ନରିନ୍ଦର ବାତ୍ରା ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ଜଣେ ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *