Posted inଫୁରସତ

ଭାରତର ପ୍ରଥମ ମହିଳା ଶିକ୍ଷୟତ୍ରୀ କିଏ ଜାଣନ୍ତି

ଜୀବନର ସର୍ବଶ୍ରେଷ୍ଠ ପୁସ୍ତକ ହେଉଛି ଶିକ୍ଷକ। ଶିକ୍ଷକ କେବଳ ପୁସ୍ତକ ଜ୍ଞାନ ନୁହେଁ ବରଂ ପ୍ରତ୍ୟେକ ଅସ୍ତିତ୍ୱ ସହିତ ଜୀବନରେ ଏକତା ଏବଂ ପରିଚୟ ଚିହ୍ନିବାରେ ସାହାଯ୍ୟ କରନ୍ତି। ଯେତେବେଳେ ବି ସମାଜରେ ଜଣେ ଶିକ୍ଷକଙ୍କ କଥା ଉଠେ, ସେତେବେଳେ ସାବିତ୍ରୀବାଇ ଫୁଲେଙ୍କ କଥା ସର୍ବାଗ୍ରେ ଆସେ। ସେ ନିଜେ ସମାଜରେ ଶିକ୍ଷାର ପଥ ଆଲୋକିତ କରି ଲୋକଙ୍କୁ ଶିକ୍ଷା ଦେବା ଆରମ୍ଭ କରିଥିଲେ ଏବଂ ସେ ମଧ୍ୟ ଭାରତର ପ୍ରଥମ ମହିଳା ଶିକ୍ଷୟତ୍ରୀ ହୋଇଥିଲେ। କିନ୍ତୁ ତାଙ୍କ ସହିତ ଅନ୍ୟ ଏକ ନାମ ମଧ୍ୟ ସାମିଲ ଅଛି। ସେ ହେଉଛନ୍ତି ଫାତିମା ଶେଖ। ସେ ଦେଶର ପ୍ରଥମ ମୁସଲମାନ ମହିଳା ଶିକ୍ଷୟତ୍ରୀ ଥିଲେ। ସେ ସାବିତ୍ରୀବାଇ ଫୁଲେଙ୍କ ସହ ଘନିଷ୍ଠ ଭାବରେ କାର୍ଯ୍ୟ କରିଥିଲେ। ଦଲିତ, ମୁସଲମାନ ମହିଳା ଏବଂ ଶିଶୁମାନଙ୍କୁ ଶିକ୍ଷା ଦେବା ଆରମ୍ଭ କରିଥିଲେ। କେବଳ ଏତିକି ନୁହେଁ, ସେ ୧୮୪୮ରେ ବାଳିକାମାନଙ୍କ ପାଇଁ ଦେଶର ପ୍ରଥମ ବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

ଉଡନ୍ତା ପାଉଁଶ ଗଦା ଉପରେ ବଡ଼ ଧରଣର ଚଢ଼ାଉ

କୁଆଁରମୁଣ୍ଡା,୨୭।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଉଡ଼ନ୍ତା ପାଉଁଶ ଗଦା କରାଯାଉଥିବା ଖବର ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri