Posted inଖେଳ

ଟି-୨୦ ବିଶ୍ୱକପ୍‌ରେ ‘ସିକ୍ସର୍‌ କିଙ୍ଗ୍‌’ କିଏ ଜାଣନ୍ତି? ଜାଣନ୍ତୁ କ’ଣ କହୁଛି ରେକର୍ଡ

ନୂଆଦିଲ୍ଲୀ,୨୦।୧୦: ଟି -୨୦ ବିଶ୍ୱକପ୍‌ର ପ୍ରଥମ ରାଉଣ୍ଡ ଆରମ୍ଭ ହୋଇଛି। ୨୪ ଅକ୍ଟୋବରରେ ଭାରତକୁ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ମ୍ୟାଚ ଖେଳିବାକୁ ପଡିବ। ଟିମ ଇଣ୍ଡିଆ ଗତ ୧୪ ବର୍ଷ ଧରି ଟି -୨୦ ଚାମ୍ପିଅନ ହୋଇନାହିଁ। ଶେଷ ଥର ପାଇଁ ଭାରତ ୨୦୦୭ ମସିହାରେ ଧୋନୀଙ୍କ ଅଧିନାୟକତ୍ୱରେ ଟାଇଟଲ ଜିତିଥିଲା। ଆସନ୍ତୁ ଦେଖିବା ଟୁର୍ନାମେଣ୍ଟର ସବୁଠୁ ବଡ ରେକର୍ଡ ….
କ୍ରିସ ଗେଲ ଟି-୨୦ ବିଶ୍ୱକପ୍‌ରେ ସର୍ବାଧିକ ଛକା ରେକର୍ଡ ରଖିଛନ୍ତି। ଗେଲ ଏପର୍ଯ୍ୟନ୍ତ ୨୮ ଟି ମ୍ୟାଚରେ ୬୦ଟି ଛକା ମାରିଛନ୍ତି। ଭାରତର ଯୁବରାଜ ସିଂ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେ ମୋଟ ୩୩ ଛକା ମାରିଛନ୍ତି।
ଟି -୨୦ ବିଶ୍ୱକପରେ ସର୍ବାଧିକ ରନ ସ୍କୋରରଙ୍କ ରେକର୍ଡ ଶ୍ରୀଲଙ୍କାର ମହେଲା ଜୟବର୍ଦ୍ଧନେଙ୍କ ନାଁରେ ରହିଛି। ସେ ୩୧ଟି ମ୍ୟାଚରୁ ୧୦୧୬ ରନ ସଂଗ୍ରହ କରିଛନ୍ତି । ୯୨୦ ରନ ସହ କ୍ରିସ ଗେଲ ଦ୍ୱିତୀୟ ସ୍ଥାନରେ ଅଛନ୍ତି।
ଅଧିକାଂଶ ମ୍ୟାଚ୍‌ରେ ଅଧିନାୟକତ୍ୱର ରେକର୍ଡ ମହେନ୍ଦ୍ର ସିଂ ଧୋନୀଙ୍କ ନାମରେ ରହିଛି। ସେ ମୋଟ ୩୩ଟି ମ୍ୟାଚରେ ଅଧିନାୟକତ୍ୱ କରିଛନ୍ତି। ୱେଷ୍ଟଇଣ୍ଡିଜର ଡାରେନ ସାମି ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେ ୧୮ଟି ମ୍ୟାଚରେ ଅଧିନାୟକତ୍ୱ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri