Posted inଖେଳ

ଟି-୨୦ ବିଶ୍ୱକପ୍‌ରେ ‘ସିକ୍ସର୍‌ କିଙ୍ଗ୍‌’ କିଏ ଜାଣନ୍ତି? ଜାଣନ୍ତୁ କ’ଣ କହୁଛି ରେକର୍ଡ

ନୂଆଦିଲ୍ଲୀ,୨୦।୧୦: ଟି -୨୦ ବିଶ୍ୱକପ୍‌ର ପ୍ରଥମ ରାଉଣ୍ଡ ଆରମ୍ଭ ହୋଇଛି। ୨୪ ଅକ୍ଟୋବରରେ ଭାରତକୁ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ମ୍ୟାଚ ଖେଳିବାକୁ ପଡିବ। ଟିମ ଇଣ୍ଡିଆ ଗତ ୧୪ ବର୍ଷ ଧରି ଟି -୨୦ ଚାମ୍ପିଅନ ହୋଇନାହିଁ। ଶେଷ ଥର ପାଇଁ ଭାରତ ୨୦୦୭ ମସିହାରେ ଧୋନୀଙ୍କ ଅଧିନାୟକତ୍ୱରେ ଟାଇଟଲ ଜିତିଥିଲା। ଆସନ୍ତୁ ଦେଖିବା ଟୁର୍ନାମେଣ୍ଟର ସବୁଠୁ ବଡ ରେକର୍ଡ ….
କ୍ରିସ ଗେଲ ଟି-୨୦ ବିଶ୍ୱକପ୍‌ରେ ସର୍ବାଧିକ ଛକା ରେକର୍ଡ ରଖିଛନ୍ତି। ଗେଲ ଏପର୍ଯ୍ୟନ୍ତ ୨୮ ଟି ମ୍ୟାଚରେ ୬୦ଟି ଛକା ମାରିଛନ୍ତି। ଭାରତର ଯୁବରାଜ ସିଂ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେ ମୋଟ ୩୩ ଛକା ମାରିଛନ୍ତି।
ଟି -୨୦ ବିଶ୍ୱକପରେ ସର୍ବାଧିକ ରନ ସ୍କୋରରଙ୍କ ରେକର୍ଡ ଶ୍ରୀଲଙ୍କାର ମହେଲା ଜୟବର୍ଦ୍ଧନେଙ୍କ ନାଁରେ ରହିଛି। ସେ ୩୧ଟି ମ୍ୟାଚରୁ ୧୦୧୬ ରନ ସଂଗ୍ରହ କରିଛନ୍ତି । ୯୨୦ ରନ ସହ କ୍ରିସ ଗେଲ ଦ୍ୱିତୀୟ ସ୍ଥାନରେ ଅଛନ୍ତି।
ଅଧିକାଂଶ ମ୍ୟାଚ୍‌ରେ ଅଧିନାୟକତ୍ୱର ରେକର୍ଡ ମହେନ୍ଦ୍ର ସିଂ ଧୋନୀଙ୍କ ନାମରେ ରହିଛି। ସେ ମୋଟ ୩୩ଟି ମ୍ୟାଚରେ ଅଧିନାୟକତ୍ୱ କରିଛନ୍ତି। ୱେଷ୍ଟଇଣ୍ଡିଜର ଡାରେନ ସାମି ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେ ୧୮ଟି ମ୍ୟାଚରେ ଅଧିନାୟକତ୍ୱ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?