Posted inଖେଳ

ଏକଦିବସୀୟ ମ୍ୟାଚ୍‌ରେ ଦ୍ରୁତ ୫୦, ୧୦୦ ମାରିଥିବା ବ୍ୟାଟ୍ସମ୍ୟାନ୍‌ କିଏ ଜାଣନ୍ତି

ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ କ୍ରିକେଟରେ ଅନେକ ରେକର୍ଡ ହାସଲ କରିଛନ୍ତି। ପ୍ରଶଂସକମାନେ ତାଙ୍କୁ ଶ୍ରୀ ୩୬୦, ସୁପରମ୍ୟାନ, ଏବି ଡି ଡାକନ୍ତି। ଫିଲ୍ଡର ଯେକୌଣସି କୋଣକୁ ବଲ ପଠାଇଦେବାର ଦକ୍ଷତା ତାଙ୍କର ଅଛି। ୨୦୧୮, ମେ ୨୩ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବା ଏବି ଡି ଭିଲିୟର୍ସ ଆଜି ନିଜର ୩୭ତମ ଜନ୍ମଦିନ ପାଳନ କରିଛନ୍ତି।
ଫେବୃଆରୀ ୧୭, ୧୯୮୪ରେ ଜନ୍ମ ହୋଇଥିବା ଏବି ଡି ଭିଲିୟର୍ସ ଜଣେ ମହାନ କ୍ରିକେଟର୍‌ ଥିଲେ। ତାଙ୍କ ଅବସର ପରେ ଆଫ୍ରିକୀୟ ଦଳର ପ୍ରଦର୍ଶନ କ୍ରମାଗତ ଭାବରେ ନିମ୍ନ ହୋଇଯାଇଛି। ୧୮ ଜାନୁୟାରୀ ୨୦୧୫ରେ, ଡି ଭିଲିୟର୍ସ ୱେଷ୍ଟଇଣ୍ଡିଜ ବିପକ୍ଷରେ ୩୧ ଟି ବଲରେ ଶତକ ହାସଲ କରିଥିଲେ। ତାଙ୍କର ରେକର୍ଡ ଏବେ ବି ଅବିସ୍ମରଣୀୟ। ସେ ୧୧୪ ଟେଷ୍ଟରେ ୮୭୬୫ ରନ ସ୍କୋର କରିଥିଲେ। ଏଥିରେ ୨୨ ଶତକ ଏବଂ ୪୬ ଅର୍ଦ୍ଧଶତକ ଅନ୍ତର୍ଭୁକ୍ତ। ଏକଦିବସୀୟ କ୍ରିକେଟରେ ୨୨୮ ମ୍ୟାଚ ଖେଳିଥିଲେ। ୨୫ଟି ଶତକ ସହିତ ୯୫୭୭ ରନ ସ୍କୋର କରିଥିଲେ। ଉଭୟ ଏକଦିବସୀୟଏବଂ ଟେଷ୍ଟ ଫର୍ମାଟରେ ଏବିଙ୍କ ଆଭରେଜ୍‌ ୫୦ରୁ ଅଧିକ। ଏବିଡି ଗୋଟିଏ ଓଭରରେ ୩୪ ରନ ସ୍କୋର କରିବା ମଧ୍ୟ ଏକ ରେକର୍ଡ ସୃଷ୍ଟି କରିଛି। ୱେଷ୍ଟଇଣ୍ଡିଜ ବିପକ୍ଷ ୨୦୧୫ ବିଶ୍ୱକପ ମ୍ୟାଚ ସମୟରେ ଡି ଭିଲିୟର୍ସ ଏକ ଓଭରରେ ୩୪ ରନ ସଂଗ୍ରହ କରିଥିଲେ।

ଏବି ଡି ଭିଲିୟର୍ସ ଦ୍ରୁତତମ ଶତକ, ଅର୍ଦ୍ଧଶତକ ଏବଂ ୧୫୦ ରନର ରେକର୍ଡ କରିଛନ୍ତି। ସେ ୧୬ ବଲରେ ୫୦ ରନ, ୩୧ ବଲରେ ଶତକ ହାସଲ କରିଥିଲେ। ସେ ୪୪ ବଲରେ ୧୪୯ ରନ ସଂଗ୍ରହ କରିଥିଲେ। ସେ ୨୦୧୫ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏହି ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri