ବିଶ୍ୱର ସବୁଠୁ ହ୍ୟାଣ୍ଡ୍‌ସମ୍‌ ଆକ୍ଟର କିଏ ଜାଣନ୍ତି: ଏହି ସ୍ଥାନରେ ଅଛନ୍ତି ଶାହରୁଖ

ବଲିଉଡ୍‌ର ବାଦ୍‌ଶାହା ଶାହାରୁଖ ଖାନ ହେଉଛନ୍ତି ଭାରତର ସବୁଠାରୁ ବଡ ତାରକା। ସେ ଅନେକ ଫିଲ୍ମରେ କାମ କରିଛନ୍ତି ଏବଂ ପ୍ରତ୍ୟେକ ଥର ସେ ନିଜର ଆଇକନିକ ଚରିତ୍ର ସହିତ ସମସ୍ତଙ୍କୁ ହୃଦୟ ଜିତିଛନ୍ତି। ଏବେ ବି ଲୋକମାନେ ତାଙ୍କ ଝଲକ ପାଇବା ପାଇଁ ପାଗଳ ହୋଇଯାଆନ୍ତି। ଶାହାରୁଖଙ୍କ ବୟସ ବଢୁଛି କିନ୍ତୁ ସେ ଏବେ ବି ହ୍ୟାଣ୍ଡ୍‌ସମ୍‌ ଅଛନ୍ତି। ସେ ଦୁନିଆର ସବୁଠୁ ସୁନ୍ଦର ଅଭିନେତା ତାଲିକାରେ ମଧ୍ୟ ସ୍ଥାନ ପାଇଛନ୍ତି।

ପ୍ରସିଦ୍ଧ ସେଲିବ୍ରିଟି ପ୍ଲାଷ୍ଟିକ ସର୍ଜନ ଡା. ଜୁଲିଆନ ଡି’ସିଲଭାଙ୍କ ଦ୍ୱାରା କରାଯାଇଥିବା ବୈଜ୍ଞାନିକ ଅଧ୍ୟୟନ ଉପରେ ଆଧାର କରି ସେ ଶ୍ରେଷ୍ଠ ୧୦ ସବୁଠୁ ସୁନ୍ଦର ଅଭିନେତା ତାଲିକା ଚିହ୍ନଟ କରିଛନ୍ତି।

ଏହି ତାଲିକାରେ ଶାହାରୁଖ ଖାନ ୧୦ ନମ୍ବରରେ ଅଛନ୍ତି। ଏହି ତାଲିକାରେ ସେ ଏକମାତ୍ର ଭାରତୀୟ ଅଭିନେତା ଏବଂ ତାଙ୍କର ସ୍କୋର ୮୬.୭୬ ପ୍ରତିଶତ ଥିଲା। ଏହି ତାଲିକାରେ ଆରୋନ ଟେଲର-ଜନସନ ପ୍ରଥମ ସ୍ଥାନରେ ଅଛନ୍ତି। ଦ୍ୱିତୀୟ ସ୍ଥାନରେ ଲୁସିଏନ ଲାଭିସ୍କାଉଣ୍ଟ ଏବଂ ପଲ ମେସ୍କାଲ ତୃତୀୟ ସ୍ଥାନରେ ଅଛନ୍ତି। ରୋବର୍ଟ ପାଟିନ୍ସନ ଏବଂ ଜ୍ୟାକ ଲୋଏନ ଚତୁର୍ଥ ଏବଂ ପାଞ୍ଚ ନମ୍ବରରେ ଅଛନ୍ତି। ଷଷ୍ଠ ସ୍ଥାନରେ ଜର୍ଜ କ୍ଲୁନି ଏବଂ ପରେ ନିକୋଲାସ ହୋଲ୍ଟ ଚାଲର୍‌ସ ମେଲଟନ ଅଷ୍ଟମ ସ୍ଥାନରେ ଏବଂ ଇଡ୍ରିସ ଏଲବା ନଅ ନମ୍ବରରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?