ବଲିଉଡ୍‌ର ସବୁଠୁ ହ୍ୟାଣ୍ଡସମ୍‌ ହିରୋ କିଏ ଜାଣନ୍ତି

ବଲିଉଡର ଭେଟେରାନ ଅଭିନେତା ଧର୍ମେନ୍ଦ୍ର ଏବଂ ସଲମାନ ଖାନଙ୍କ ମଧ୍ୟରେ ସ୍ବତନ୍ତ୍ର ସମ୍ପର୍କ ରହିଛି। ଧର୍ମେନ୍ଦ୍ରଙ୍କ ପ୍ରତି ସଲମାନଙ୍କର ବହୁତ ସମ୍ମାନ ରହିଛି। ରଣଭୀର ସିଂଙ୍କ ଶୋ’ ‘ବିଗ ପିକ୍ଚର୍‌’ର ମଞ୍ଚରେ ପହଞ୍ଚି ଧର୍ମେନ୍ଦ୍ରଙ୍କ ପ୍ରତି ସେ ନିଜର ପ୍ରେମ ବ୍ୟକ୍ତ କରିଥିଲେ। ସଲ୍ଲୁ କହିଥିଲେ ସେ କେବଳ ବଲିଉଡରେ ଧର୍ମେନ୍ଦ୍ରଙ୍କୁ ଫଲୋ କରୁଛନ୍ତି। ସେ ମୋ ଆଦର୍ଶ। ଏହି ଭିଡିଓ ଦେଖିବା ପରେ ଧର୍ମେନ୍ଦ୍ର ନିଜର ପ୍ରତିକ୍ରିୟା ଦେଇ ବଲିଉଡର ଭାଇଜାନଙ୍କ ଉପରେ ନିଜର ଭଲପାଇବା ବଖାଣିଛନ୍ତି।
ସଲମାନ ଖାନ ଚଳିତ ସପ୍ତାହ ଶେଷରେ ରଣଭୀର ସିଂଙ୍କ ସୋ ‘ବିଗ ପିକ୍ଚର୍‌’ର ମଞ୍ଚରେ ନଜର ଆସିବେ। ଏହାର ପ୍ରୋମୋ ଭିଡିଓ ଭାଇରାଲ ହେଉଛି । ଭିଡିଓରେ ସଲମାନ ଧର୍ମେନ୍ଦ୍ରଙ୍କୁ ଆଦର୍ଶ ବୋଲି ବର୍ଣ୍ଣନା କରିଥିଲେ। ଭିଡିଓ ଦେଖିବା ପରେ ଧର୍ମେନ୍ଦ୍ର ନିଜକୁ ଅଟକାଇ ପାର ନାହାନ୍ତି। ସୋସିଆଲ ମିଡିଆରେ ସଲମାନଙ୍କ ପାଇଁ ଏକ ସୁନ୍ଦର ନୋଟ ଶେୟାର କରିଛନ୍ତି। ସେ ଲେଖିଛନ୍ତି, ପ୍ରିୟ ସଲମାନ, ତୁମକୁ ଢେର ସାରା ଭଲପାଇବା। ମୋ ପାଇଁ ଏପରି ଏକ ସୁନ୍ଦର ମନ୍ତବ୍ୟ ପାଇଁ। ତୁମେ ବଲିଉଡର ସବୁଠାରୁ ହ୍ୟାଣ୍ଡସମ୍‌ ଅଭିନେତାମାନଙ୍କ ମଧ୍ୟରୁ ଜଣେ। ମୁଁ ତୁମର ସରଳତାକୁ ଭଲ ପାଏ। ତୁମେ ସର୍ବଦା ସୁସ୍ଥ ରୁହ ଏବଂ ଜୀବନ ସୁଖରେ ପରିପୂର୍ଣ୍ଣ ହେଉ ବୋଲି ସେ କହିଛନ୍ତି।
ସଲମାନ ଖାନ ଏବଂ ଧର୍ମେନ୍ଦ୍ର ପରସ୍ପରର ଅତି ନିକଟତର। ଉଭୟଙ୍କୁ ପ୍ୟାର୍‌ କିୟା ଟୁ ଡରନା କିୟା ଫିଲ୍ମରେ ଏକାଠି ଦେଖିବାକୁ ମିଳଥିଲା। ଏଥିରେ କାଜୋଲ ସଲମାନଙ୍କ ବିପକ୍ଷରେ ଥିଲେ ଏବଂ ସଲମାନଙ୍କ ଭାଇ ଅରବାଜ ଖାନ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri