ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସବୁଠୁ ଧନୀ ପ୍ରାର୍ଥୀ କିଏ ଜାଣନ୍ତି? ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୧୮।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି ବୋଲି ଜଣାପଡିଛି। ଚମ୍ପୁଆ ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ସବୁଠୁ ଧନୀ ପ୍ରାର୍ଥୀ ହୋଇଥିବାବେଳେ ଘଷିପୁରାର ସ୍ବାଧୀନ ପ୍ରାର୍ଥୀ ସୌମ୍ୟରଂଜନ ପଟ୍ଟନାୟକ ଦ୍ବିତୀୟ ବଡ଼ ଧନୀ ପ୍ରାର୍ଥୀ। ସନାତନ ମହାକୁଡ଼ଙ୍କ ମୋଟ ସଂପତ୍ତି ମୂଲ୍ୟ ୨୨୭ କୋଟି ୬୭ ଲକ୍ଷ ଟଙ୍କା। ସେହିପରି ସୌମ୍ୟଙ୍କ ମୋଟ ସଂପତ୍ତି ପରିମାଣ ୧୨୨ କୋଟି ୮୬ ଲକ୍ଷ ଟଙ୍କା। ନୟାଗଡ଼ ଭାଜପା ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ବରୀ ତୃତୀୟ ସର୍ବାଧିକ ଧନୀ ପ୍ରାର୍ଥୀ। ତାଙ୍କର ମୋଟ ସଂପତ୍ତି ପରିମାଣ ୧୨୦ କୋଟି ୫୬ ଲକ୍ଷ ଟଙ୍କା ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚର୍ଚ୍ଚା: ମା’ ପାଟଣେଶ୍ବରୀଙ୍କ ମନ୍ଦିରରେ କେଭି-କଳିକେଶ, ଏକାଠି ବସିଲେ ହୋମଯଜ୍ଞ କଲେ

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଇଷ୍ଟଦେବି ମାଁ ପାଟଣେଶ୍ବରୀଙ୍କ ମନ୍ଦିରକୁ ଶହେ ପଚାଶ ବର୍ଷ (୧୫୦) ପୂରଣ ହୋଇଛି । ତେଣୁ ଯାକଜମକରେ ଦେବାଳୟ ଐତିହ୍ୟ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ମିଳିବ ଫାଇଦା, ଏମାନେ ହେବେ ଉପକୃତ….

ଭୁବନେଶ୍ୱର,୫।୧: ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ…

ନଡ୍ଡା-ଖାର୍ଗେ କଥା କଟାକଟି: ରାହୁଲଙ୍କୁ ନେଇ ହଙ୍ଗାମା

ନୂଆଦିଲ୍ଲୀ,୫।୨: ସଂସଦର ବଜେଟ ଅଧିବେଶନର ସପ୍ତମ ଦିନରେ ମଧ୍ୟ ଗୃହରେ ହୋହଲ୍ଲା ଜାରି ରହିଛି। ଗୁରୁବାର ଲୋକ ସଭା କାର୍ଯ୍ୟ ସକାଳ ୧୧ଟାରେ ଆରମ୍ଭ ହୋଇଥିଲା। କିନ୍ତୁ…

UPI New Rules: ବଦଳିଲା UPI ଟ୍ରାଞ୍ଜାକ୍ସନ ପଦ୍ଧତି, ଜାଣନ୍ତୁ କେଉଁମାନେ ହେବେ ପ୍ରଭାବିତ

ନୂଆଦିଲ୍ଲୀ,୫।୨: ଭାରତରେ ଡିଜିଟାଲ ପେମେଣ୍ଟ ଆମ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି। ପନିପରିବା କିଣିବା ଠାରୁ ଆରମ୍ଭ କରି ଅନଲାଇନ ସପିଂ, ବିଦ୍ୟୁତ୍‌ ବିଲ…

ମମତା ସରକାରଙ୍କୁ ସୁପ୍ରିମକୋର୍ଟ ଝଟକା, ୨୦ ଲକ୍ଷ କର୍ମଚାରୀଙ୍କୁ ୨୫% DA ଦେବାକୁ ନିର୍ଦ୍ଦେଶ

କୋଲକାତା,୫।୨: ପଶ୍ଚିମବଙ୍ଗ ସରକାର ଏବଂ କର୍ମଚାରୀଙ୍କ ମଧ୍ୟରେ ମହଙ୍ଗା ଭତ୍ତା (ଡିଏ) ନେଇ ଦୀର୍ଘ ଦିନ ଧରି ଚାଲିଥିବା ବିବାଦରେ ସୁପ୍ରିମକୋର୍ଟ ଗୁରୁବାର ପ୍ରାୟ ୨୦ ଲକ୍ଷ…

ଧାନ କିଣାକୁ ନେଇ ଅବ୍ୟବସ୍ଥା: ଯୋଗାଣ ଅଧିକାରୀଙ୍କୁ ଅଟକ ରଖିଲେ ଉତ୍ତ୍ୟକ୍ତ ଚାଷୀ

ଲଇକେରା, ୫।୨(ରଞ୍ଜନ କୁମାର ମେହେର ): ଝାରସୁଗୁଡା ଜିଲାରେ ବର୍ତ୍ତମାନ ଧାନ କିଣାକୁ ନେଇ ଘୋର ଅବ୍ୟବସ୍ଥା ଲାଗି ରହିଛି। ଗୁରୁବାର ସକାଳୁ ମଣ୍ଡିକୁ ଟ୍ରାକ୍ଟରରେ ଧାନ…

ପରିବା ବିକ୍ରି ପାଇଁ ଯାଉଥିଲେ ଦମ୍ପତି, ଅଟୋ ଓଲଟି ଚାଲିଗଲା ମହିଳାଙ୍କ ଜୀବନ

ନନ୍ଦପୁର,୫।୨( ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନା ଅଧୀନ କେଚଲା ରାସ୍ତାର ନାରଜିପୁଟ ଗ୍ରାମ ନିକଟରେ ଦୁର୍ଘଟଣା । ନିଜ ଅଟୋରେ ଦମ୍ପତି…

ଆତ୍ମସମର୍ପଣ କଲେ କ୍ୟାଡର ମାଓବାଦୀ ମମିତା: ମିଳିବ ଏତିକି ଟଙ୍କା

କୋରାପୁଟ,୫।୨(ଅମିତାଭ ବେହେରା): ମାଓବାଦୀ ଏସିଏମ କ୍ୟାଡର ମମତା ପଡିଆମି ଓରଫ ମମିତା (୨୬)ଏସଏଲଆର ସହିତ ଗୁରୁବାର କୋରାପୁଟ ଦକ୍ଷିଣାପଶ୍ଚିମାଞ୍ଚଳ ଡିଆଇଜି କନୱାର ବିଶାଳ ସିଂ ନିକଟରେ ଆତ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri