Posted inଜାତୀୟ

ମୋଦି ସରକାରର ସବୁଠୁ ଧନୀ ମନ୍ତ୍ରୀ କିଏ ଜାଣନ୍ତି: ମୋଟ ସମ୍ପତ୍ତି ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୯।୬: କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ଏହି ସମୟରେ ଦେଶର ସବୁଠୁ ଧନୀ ମନ୍ତ୍ରୀ ତଥା ଟିଡିପି ଏମ୍‌ପି ପେମାସାନି ଚନ୍ଦ୍ରଶେଖର ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପୂର୍ବରୁ ସମସ୍ତଙ୍କୁ ନିର୍ବାଚନ ଆୟୋଗଙ୍କୁ ସେମାନଙ୍କ ସମ୍ପତ୍ତି ବିଷୟରେ ସୂଚନା ଦେବାକୁ ପଡେ। ନିର୍ବାଚନ ଆୟୋଗଙ୍କ ସୂଚନା ଅନୁସାରେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଲୋକ ସଭା ଆସନରୁ ତେଲୁଗୁ ଦେଶମ ପାର୍ଟି (ଟିଡିପି) ପ୍ରାର୍ଥୀ ପେମାସାନି ଚନ୍ଦ୍ରଶେଖରଙ୍କ ମୋଟ ସମ୍ପତ୍ତି ୫,୭୮୫,୨୮ କୋଟି ଟଙ୍କା ରହିଛି। ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ମଧ୍ୟରେ ପେମାସାନି ଚନ୍ଦ୍ରଶେଖର ହେଉଛନ୍ତି ସବୁଠାରୁ ଧନୀ ପ୍ରାର୍ଥୀ। ବିଭିନ୍ନ ବ୍ୟବସାୟରେ ସଫଳତା ପାଇବା ପରେ, ୨୦୨୨-୨୩ ବର୍ଷରେ ତାଙ୍କର ଆୟ ୩,୬୮,୮୪୦ ଟଙ୍କା ଥିଲା।
ପେମାସାନି ଚନ୍ଦ୍ରଶେଖରଙ୍କ ସ୍ଥାବର ସମ୍ପତ୍ତି ବିଷୟରେ କହିବାକୁ ଗଲେ, ତାଙ୍କର ଅନ୍ୟାନ୍ୟ ପୁଞ୍ଜି ବିନିଯୋଗ ସହିତ ୨,୩୧୬ କୋଟି ଟଙ୍କା ସମ୍ପତ୍ତି ରହିଛି। ତାଙ୍କ ପତ୍ନୀ କୋନେରୁ ଶ୍ରୀରତ୍ନାଙ୍କର ୨,୨୮୯ କୋଟି ଟଙ୍କା ମୂଲ୍ୟର ସ୍ଥାବର ସମ୍ପତ୍ତି ରହିଛି। ସେମାନଙ୍କର ଅସ୍ଥାବର ସମ୍ପତ୍ତି ଯଥାକ୍ରମେ ୭୨,୦୦,୨୪,୨୪୫ ଟଙ୍କା ଏବଂ ୩୪,୮୨,୨୨,୫୦୭ ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri