ଉଜବେକିସ୍ତାନରେ ୧୮ ଶିଶୁଙ୍କ ମୃତ୍ୟୁ ପରେ ଡବ୍ଲୁଏଚଓର ଆଲର୍ଟ, କାଶ ହେଲେ ବ୍ୟବହାର କରନା କଫ ସିରପ

ନୂଆଦିଲ୍ଲୀ,୧୨ ।୧: ଉଜବେକିସ୍ତାନରେ ଭାରତ ନିର୍ମିତ କଫ ସିରପ ବ୍ୟବହାର କରି ୧୮ ଶିଶୁଙ୍କ ମୃତ୍ୟୁ ଘଟଣା ଏବେବି ଅସ୍ପଷ୍ଟ ରହିଛି । ଏହାକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) କହିଛି ଭାରତର ମ୍ୟାରିୟନ ବାୟୋଟେକ ଦ୍ୱାରା ପ୍ରସ୍ତୁତ ୨ଟି କଫ ସିରପ ଶିଶୁଙ୍କ ପାଇଁ ବ୍ୟବହାର କରାଯିବା ଉଚିତ ନୁହେଁ । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ସୁପାରିଶ କରିଛି ଯେ ଉଜବେକିସ୍ତାନରେ ଶିଶୁଙ୍କ ପାଇଁ ନେଏଡ଼ାର କମ୍ପାନୀ ମ୍ୟାରିୟମ ବାୟୋଟେକ ଦ୍ୱାରା ପ୍ରସ୍ତୁତ ୨ଟି କଫ ସିରପର ବ୍ୟବହାର କରା ନ ଯାଉ । ବୁଧବାର ଏକ ଚିକିତ୍ସା ଉତ୍ପାଦ ଚେତାବନୀରେ ଡବ୍ଲୁଏଚଓ କହିଛି ମ୍ୟାରିୟନ ବାୟୋଟେକ ଦ୍ୱାରା ନିର୍ମିତ ନିମ୍ନମାନର ଚିକିତ୍ସା ଉତ୍ପାଦ ଏମିତି ଉତ୍ପାଦ ଯାହା ଗୁଣବତ୍ତା ମାନଦଣ୍ଡ ଓ ବିଶିଷ୍ଟତାକୁ ପୂରଣ କରିବାରେ ବିଫଳ ।
ସୂଚନାଯୋଗ୍ୟ, ଗତବର୍ଷ ଡିସେମ୍ବରରେ ଉଜବେକିସ୍ତାନର ଅଧିକାରୀ ଦାବି କରିଥିଲେ କି କଫ ସିରପ ଖାଇ ୧୮ ଶିଶୁଙ୍କ ମୃତ୍ୟୁ ହୋଇଛି । ଉଜବେକିସ୍ତାନ ସରକାର ଶିଶୁଙ୍କ ମୃତ୍ୟୁ ପାଇଁ ଭାରତର ଏକ ଔଷଧ କମ୍ପାନୀକୁ ଦୋଷୀ ବୋଲି ଦର୍ଶାଇଥିଲା । ମିଡିଆ ରିପୋର୍ଟରେ ଦାବି କରାଯାଇଥିଲା କି ଫାର୍ମାସ୍ୟୁଟିକାଲ କମ୍ପାନୀ ମ୍ୟାରିୟନ ବାୟୋଟେକ ଦ୍ୱାରା ନିର୍ମିତ ଡକ-୧ ମାସ୍କ ସିରପ ଖାଇ ଶିଶୁଙ୍କ ମୃତ୍ୟୁ ହୋଇଛି । ଏହି ଔଷଧ କମ୍ପାନୀ ୨୦୧୨ରେ ଉଜବେକିସ୍ତାନ ବଜାରରେ ପ୍ରବେଶ କରିଥିଲା । ସୂଚନା ମୁତାବକ ଏହି କମ୍ପାନୀ ଦ୍ୱାରା ପ୍ରସ୍ତୁତ କଫ ସିରପ ଡକ-୧ ମାସ୍କ ସିରପ ଏବେ ଭାରତୀୟ ବଜାରରେ ବିକ୍ରି ହେଉନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?