ୟୁରୋପରେ ଚଳିତ ବର୍ଷ ଗ୍ରୀଷ୍ମରେ ୧୫୦୦୦ ଲୋକଙ୍କର ହୋଇଛି ମୃତ୍ୟୁ: ଡବ୍ଲୁଏଚଓ

ଜେନେଭା,୮ ।୧୧: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ୟୁରୋପର କ୍ଷେତ୍ରୀୟ ନିର୍ଦ୍ଦେଶକ ଡା. ହଂସ ହେନରି କ୍ଲୁଜ ସୋମବାର କହିଛନ୍ତି, ଚଳିତ ବର୍ଷ ୟୁରୋପରେ ଗରମ ଯୋଗୁ ଅତିକମରେ ୧୫,୦୦୦ଙ୍କ ମୃତ୍ୟୁ ହୋଇଛି । କ୍ଲୁଜ ଏକ ବୟାନରେ କହିଛନ୍ତି, ଏବେ ପର୍ଯ୍ୟନ୍ତ ପ୍ରସ୍ତୁତ କରାଯାଇଥିବା ଦେଶର ସଂଖ୍ୟା ଆଧାରରେ ଅନୁମାନ କରାଯାଇଛି କି ୨୦୨୨ରେ ବିଶେଷ ଭାବେ ଗରମ ଯୋଗୁ ୧୫,୦୦୦ ଲୋକଙ୍କ ମୃତ୍ୟୁ ହୋଇଛି । ଏଥିରେ ସ୍ପେନରେ ପ୍ରାୟ ୪,୦୦୦, ପର୍ତ୍ତୁଗାଲରେ ୧,୦୦୦ରୁ ଅଧିକ, ବ୍ରିଟେନରେ ୩,୨୦୦ରୁ ଅଧିକ ଓ ଜର୍ମାନୀରେ ୪,୫୦୦ରୁ ଅଧିକ ମୃତ୍ୟୁ ହୋଇଥିବା କୁହାଯାଇଛି । ସ୍ୱାସ୍ଥ୍ୟ ଅଧିକାରୀଙ୍କ ଦ୍ୱାରା ତିନି ମାସ ମଧ୍ୟରେ ଦିଆଯାଇଥିବା ରିପୋର୍ଟରେ ଏହି ସୂଚନା ରହିଛି ।

ଡବ୍ଲୁଏଚଓର ଆଞ୍ଚଳିକ ନିର୍ଦ୍ଦେଶକ କହିଛନ୍ତି ଯେ, ଉତ୍ତାପ ଯୋଗୁ ଅଧିକାଂଶ ଦେଶରେ ମୃତ୍ୟୁ ସଂଖ୍ୟା ବଢୁଛି ଓ ଆଗକୁ ଏହା ଆହୁରି ବୃଦ୍ଧି ହେବ ବୋଲି ଆଶା କରାଯାଉଛି । ସେ ଆହୁରି ମଧ୍ୟ କହିଛନ୍ତି, ଉଦାହରଣ ସ୍ୱରୂପ ଫ୍ରାନ୍ସର ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ୍ ଷ୍ଟାଟିସଟିକ୍ସ ଆଣ୍ଡ ଇକୋନମିକ ଷ୍ଟଡିଜ(ଆଇଏନ୍‌ଏସଇଇ) ରିପୋର୍ଟ କହିଛି ଯେ ୨୦୧୯ରେ (କୋଭିଡ ୧୯ ମହାମାରୀ ପୂର୍ବରୁ ଗତ ବର୍ଷ) ଏହି ସମୟ ତୁଳନାରେ ଜୁନ ୧ରୁ ଅଗଷ୍ଟ ୨୦୨୨ ମଧ୍ୟରେ ୧୧,୦୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିଲା । ଆଇଏନଏସଇଇ କହିଛି ଏହି ସଂଖ୍ୟା ଜୁନର ମଧ୍ୟଭାଗରେ ସମୟ ପୂର୍ବରୁ ପ୍ରାରମ୍ଭିକ ଉତ୍ତାପ ପରେ ସାମ୍ନାକୁ ଆସିଛି, ଯାହା ସାଧାରଣ ଭାବେ ଜୁଲାଇ ମଧ୍ୟ ଭାଗରେ ହିଟୱେଭ ଆସିବାର ସମ୍ଭାବନା ଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri