ବଲିଉଡ୍‌ର ଏହି ଅଭିନେତ୍ରୀ ଅଜବ କାରଣ ଦର୍ଶାଇ ରିଜେକ୍ଟ କରିଥିଲେ ହଲିଉଡ୍‌ର ବଡ଼ ପ୍ରୋଜେକ୍ଟ

ମୁମ୍ବାଇ: ବଲିଉଡ୍‌ର ଅନେକ ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ହଲିଉଡ୍‌ ଫିଲ୍ମରେ କାମ କରି ବେଶ୍‌ ନାଁ କମାଇଛନ୍ତି। ବେଳେବେଳେ ଏମିତି ହୋଇଛି ଏହି ଅଭିନେତ୍ରୀମାନଙ୍କ ମଧ୍ୟରୁ କେତେଜଣ ହଲିଉଡ୍‌ର ବଡ଼ ପ୍ରୋଜେକ୍ଟର ଫିଲ୍ମକୁ ବି ଅଗ୍ରାହ୍ୟ କରିଥିଲେ। ଏହା ପଛରେ କିଛି କାରଣ ବି ରହିଛି। ଖରାପ ଷ୍ଟାର୍‌ କାଷ୍ଟ୍‌, କାହାଣୀ, ସ୍କ୍ରିପ୍ଟ କିମ୍ବା ନିର୍ଦ୍ଦେଶକଙ୍କ ସାଙ୍ଗରେ କାମ କରିବା ଇତ୍ୟାଦି। କିଛି ସେଲିବ୍ରିଟି ଅଜବ କାରଣ ଦର୍ଶାଇ ବି ହଲିଉଡ୍‌ ଫିଲ୍ମ ରିଜେକ୍ଟ କରିଥିଲେ। ଏକଥା ଜଣାପଡ଼ିବା ପରେ ସୋସିଆଲ ମିଡିଆରେ ୟୁଜରମାନେ ଏହି ସେଲିବ୍ରିଟିଙ୍କୁ ଟ୍ରୋଲ କରିଥିଲେ। ଜାଣନ୍ତୁ କେଉଁ ଅଭିନେତ୍ରୀମାନେ ହଲିଉଡ୍‌ ଫିଲ୍ମକୁ ରିଜେକ୍ଟ କରିଥିଲେ।

ଐଶ୍ୱର୍ଯ୍ୟା ରାୟ ବଚ୍ଚନ:


ହଲିଉଡ୍‌ ଫିଲ୍ମ ‘ଟୟ’ ୨୦୦୪ରେ ରିଲିଜ ହୋଇଥିଲା। ଏହି ଫିଲ୍ମରେ ଐଶ୍ୱର୍ଯ୍ୟାଙ୍କୁ ମୁଖ୍ୟ ଭୂମିକାରେ ଅଭିନୟ ପାଇଁ ଅଫର ମିଳିଥିଲା। ମାତ୍ର ଐଶ୍‌ ଏହି ଫିଲ୍ମକୁ ରିଜେକ୍ଟ କରିଦେଇଥିଲେ। କାରଣ ଅନ୍ତରଙ୍ଗ ସିନ୍‌ କରିବାକୁ ସେ ଅସହଜ ମନେ କରିଥିଲେ। ତେଣୁ ଫିଲ୍ମରେ କାମ କରିବାକୁ ମନା କରିଥିଲେ।

ପ୍ରିୟଙ୍କା ଚୋପ୍ରା:


ଫିଲ୍ମ ‘ଇମ୍ପୋର୍ଟାଲ୍ସ’ରେ ପ୍ରିୟଙ୍କାଙ୍କୁ ମୁଖ୍ୟ ଭୂମିକାରେ ଅଭିନୟ କରିବାକୁ ଅଫର ମିଳିଥିଲା। ପ୍ରିୟଙ୍କା ଏହାକୁ ରିଜେକ୍ଟ କରି ଦେଇଥିଲେ। କାରଣ ତାଙ୍କ ପାଖରେ ଡେଟ୍‌ ନ ଥିଲା। ସେତେବେଳେ ସେ ବଲିଉଡ୍‌ ଫିଲ୍ମ ‘ସାତ୍‌ ଖୁନ୍‌ ମାଫ’ ପ୍ରୋଜେକ୍ଟରେ ବ୍ୟସ୍ତ ଥିଲେ।

ଦୀପିକା ପାଦୁକୋନ:


ଫିଲ୍ମ ‘ଫାଷ୍ଟ ଆଣ୍ଡ୍‌ କ୍ୟୁରିୟସ ସାତ’ରେ ଦୀପିକାଙ୍କୁ ମୁଖ୍ୟ ଭୂମିକାରେ ଅଭିନୟ ପାଇଁ ଅଫର ମିଳିଥିଲା। ସେତେବେଳେ ତାଙ୍କ ନିକଟରେ ସମୟ ନ ଥିବାରୁ ସେ ଏହି ହଲିଉଡ୍‌ ଫିଲ୍ମରେ କାମ କରିବାକୁ ମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri