Posted inଜାତୀୟ

ଦେଶରେ ବଢୁଛି ଟିବି ରୋଗୀଙ୍କ ସଂଖ୍ୟା, ୨୦୨୦ ତୁଳନାରେ ୧୮ ପ୍ରତିଶତ ଅଧିକ

ନୂଆଦିଲ୍ଲୀ/ଜେନେଭା,୨୯ ।୧୦: ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଗୁରୁବାର ଅର୍ଥାତ୍ ୨୭ ଅକ୍ଟୋବରରେ ଗ୍ଲୋବାଲ ଟିବି ରିପୋର୍ଟ ୨୦୨୨ ଜାରି କରିଛି । ଏହି ରିପୋର୍ଟ ଅନୁଯାୟୀ, ଭାରତରେ ୨୦୨୧ରେ ମୋଟ ୨୧.୪ ଲକ୍ଷ ଟିବି ରୋଗୀ ନୋଟିଫାଏ କରାଯାଇଛି ଯାହା ୨୦୨୦ ତୁଳାରେ ୧୮ ପ୍ରତିଶତ ଅଧିକ । ଏହି ସମୟରେ ୨୨ କୋଟିରୁ ଅଧିକ ଲୋକ ଟିବି ଟେଷ୍ଟ କରିଛନ୍ତି ରିପୋର୍ଟରେ ସାରା ବିଶ୍ୱରେ ଟିବିର ଡାଇଗନୋସିସ, ଟ୍ରିଟମେଣ୍ଟ ଓ ରୋଗର ବୋଝ ଉପରେ କରୋନା ମହାମାରୀର ପ୍ରଭାବ ବି ନୋଟ କରାଯାଇଛି । ଭାରତର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଡବ୍ଲୁଏଚଓ ଗ୍ଲୋବାଲ ଟିବି ରିପୋର୍ଟ ୨୦୨୨ ଉପରେ ଧ୍ୟାନ ଦେଇଛି ଓ ସ୍ପଷ୍ଟ କରିଛି କି ଭାରତରେ ବାସ୍ତବ ସମୟ ସହ ଅନ୍ୟ ଦେଶ ତୁଳନାରେ ପ୍ରମୁଖ ମ୍ୟାଟ୍ରିକ୍ସ ଉପରେ ଭଲ ପ୍ରଦର୍ଶନ କରିଛି ।
ସୂଚନାଯୋଗ୍ୟ, ୨୦୨୧ରେ ଭାରତରେ ଟିବି ମାମଲାରେ ପ୍ରତି ୧ ଲକ୍ଷ ଜନସଂଖ୍ୟାରେ ୨୧୦ ଜଣ ଥିଲେ । ୨୦୧୫ରେ ପ୍ରତି ୧ ଲକ୍ଷ ଜନସଂଖ୍ୟାରେ ୨୫୬ ଥିବା ବେଳେ ଏଥିରେ ୧୮ ପ୍ରତିଶତ କମ ଆସିଥିଲା ଯାହା ବିଶ୍ୱ ସ୍ତରରେ ୧୧-୭ ପ୍ରତିଶତ ଅଙ୍କ ଭଲ ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri