ଆଞ୍ଚଳିକ ନିର୍ଦ୍ଦେଶକ ତାକେଶି କାସାଇଙ୍କୁ ବରଖାସ୍ତ କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା,୯।୩ : ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପଶ୍ଚିମ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ପାଇଁ ଥିବା ଏହାର ଆଞ୍ଚଳିକ ନିର୍ଦ୍ଦେଶକ ଡ. ତାକେଶି କାସାଇଙ୍କୁ ବରଖାସ୍ତ କରିଛି। କର୍ମଚାରୀଙ୍କୁ ଅପମାନଜନକ ତଥା ଜାତିଆଣ ମନ୍ତବ୍ୟ ଦେଇଥିବା ତାକେଶିଙ୍କ ବିରୋଧରେ ଅଭିଯୋଗ ହୋଇଥିଲା। ଏହା ପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସହିତ ତାଙ୍କର ଚୁକ୍ତିନାମା ବାତିଲ କରାଯାଇଥିଲା।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର କାର୍ଯ୍ୟନିର୍ବାହୀ ବୋର୍ଡ ଜେନେଭାସ୍ଥିତ ଏହାର ମୁଖ୍ୟାଳୟରେ ଦୁଇ ଦିନିଆ ସ୍ବତନ୍ତ୍ର ଅଧିବେଶନ ଡକାଇ ଜାପାନର କାସାଇଙ୍କ ବିଷୟରେ ଆଲୋଚନା କରିଥିଲେ। ପରେ ତାଙ୍କୁ ହଟାଇବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହାପୂର୍ବରୁ ଜାନୁୟାରୀ ୨୦୨୨ରେ ଅଭିଯୋଗ ଆସିବା ପରେ ତାଙ୍କୁ ନିଲମ୍ବିତ କରାଯାଇଥିଲା।

ପଶ୍ଚିମ ପ୍ରଶାନ୍ତ ପାଇଁ ଆଞ୍ଚଳିକ ନିର୍ଦ୍ଦେଶକ ଭାବରେ ୧ ଫେବୃଆରୀ ୨୦୧୯ ରେ ସେ ଦାୟିତ୍ୱ ଗ୍ରହଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଶ୍ରୀମନ୍ଦିର ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ‘ସମର୍ପଣ’ ନାଁରେ…

ଭୁବନେଶ୍ୱର,୨୦।୨: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ରାଜ୍ୟ ବଜେଟ୍‌ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍‌ରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପାଇଁ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri