ଖ୍ରୀଷ୍ଟମାସ ପାଳନ ନ କରିବାକୁ ଡବ୍ଲୁଏଚଓର ପରାମର୍ଶ

ଜେନେଭା,୨୧ ।୧୨: ପାଖେଇ ଆସୁଛି ଖ୍ରୀଷ୍ଟମାସ ସହ ନୂଆବର୍ଷ । ବିଶ୍ୱବାସି ଏହି ପର୍ବକୁ ପାଳନ କରିବାକୁ ଉତ୍ସୁକତାର ସହ ଅପେକ୍ଷା କରି ରହିଛନ୍ତି । ଗତବର୍ଷ କରୋନା ମହାମାରୀ ପାଇଁ ଏହା ପାଳନ ହୋଇ ନ ଥିବା ବେଳେ ଏବର୍ଷ ବି ଏଥିରେ ଲାଗିଛି ଓମିକ୍ରନ ଗ୍ରହଣ । ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା କରୋନା ଭାଇରସର ନୂଆ ଭାରିଏଣ୍ଟ ଏବେ ବିଶ୍ୱର ବିଭିନ୍ନ ଦେଶରେ କାୟା ବିସ୍ତାର କଲାଣି । ଏହା ଅନ୍ୟ ଭାରିଏଣ୍ଟ ଅପେକ୍ଷା ଦ୍ରୁତ ବେଗରେ ସଂକ୍ରମଣ ହେଉଥିବାରୁ ଏହାକୁ ନେଇ ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଚିନ୍ତା ବଢି ଯାଇଛି । ତେବେ ଓମିକ୍ରନର ଭୟାବହତାକୁ ଦେଖି ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ମୁଖ୍ୟ ଡାକ୍ତର ଟେଡ୍ରୋସ୍ ଏଡନମ ଚଳିତ ବର୍ଷ ସମସ୍ତ ଛୁଟି ବାତିଲ କରିବାକୁ ବିଶ୍ୱବାସୀଙ୍କୁ ପରାମର୍ଶ ଦେଇଛନ୍ତି । ଏହାସହ ଖ୍ରୀଷ୍ଟମାସ ଓ ନୂଆବର୍ଷରେ ଏକାଠି ନ ହେବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି । ଏମିତି କଲେ ଆମେ ଅନେକାଂଶରେ ଓମିକ୍ରନ୍‌ଠାରୁ ଦୂରେଇ ରହିବା ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍‌

ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍‌ ସହ ଯୁଦ୍ଧରେ ରୁଷିଆ ସେନାକୁ...

ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ

ଲଣ୍ଡନ୍‌,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍‌ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri