ଓମିକ୍ରନଠାରୁ ଘାତକ ଏହାର ଛୋଟ ଭାଇ ବିଏ.୨: ଡବ୍ଲୁଏଚଓ

ଜେନେଭା,୧୯ ।୨: ଦେଶରେ କରୋନା ଭାଇରସର ନୂଆ ଭାରିଏଣ୍ଟ ଓମିକ୍ରନର ସଂକ୍ରମଣ ଧିରେ ଧିରେ କମ୍ ହୋଇ ଆସୁଥିବା ବେଳେ ଏବେ ପୁଣିଥରେ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ଚେତାବନି ଦେଇଛି । ଡବ୍ଲୁଏଚଓ କହିଛି ଓମିକ୍ରନର ଏକ ବିଶେଷ ଭାରିଏଣ୍ଟ ବିଏ.୨ରେ ବହୁତ କ୍ଷମତା ରହିଛି । ଏହା କେବଳ ଦ୍ରୁତ ଗତିରେ ବ୍ୟାପୁଛି ତାହା ନୁହେଁ ବରଂ ଏହା ଲୋକଙ୍କୁ ଗମ୍ଭୀର ରୂପରେ ରୋଗାକ୍ରାନ୍ତ ବି କରୁଛି । ଏ ସମ୍ପର୍କରେ ‘ବାୟୋଆରଏକ୍ସିବ’ ନାମକ ଏକ ଜର୍ନାଲର ଏକ ଆର୍ଟିକଲରେ ପ୍ରକାଶ ପାଇଛି । ଯେଉଁଥିରେ କୁହାଯାଇଛି କି ଓମିକ୍ରନର ଏହି ସବ ଭାରିଏଣ୍ଟ ଓମିକ୍ରନଠାରୁ ବହୁ ଗୁଣା କ୍ଷତିକାରକ । ଏଥିରେ କରୋନା ଭ୍ୟାକ୍ସିନ କାମ କରିବ ବୋଲି କୁହାଯାଉଥିବା ବେଳେ ଯେଉଁମାନେ କରୋନା ଭ୍ୟାକ୍ସିନ ନେଇ ନାହାନ୍ତି ସେମାନଙ୍କ ପାଇଁ ଏହା କ୍ଷତିକାରକ ହେବ ବୋଲି ଡବ୍ଲୁଏଚଓ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri