ଭାରତକୁ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍‌ଓ: ଶୀଘ୍ର ହଟାଅନି କରୋନା କଟକଣା…

ଜେନେଭା/ନୂଆଦିଲ୍ଲୀ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌କୁ ଧୀରେଧୀରେ କୋହଳ କରାଯାଉଛି। ତେବେ ଭାରତକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ ଦିଆଯାଇଛି। ଦେଶରେ ଜାରି ରହିଥିବା କରୋନା କଟକଣା ଶୀଘ୍ର ନ ହଟାଇଇବାକୁ ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟ୍ରେଡୋସ୍‌ ଅଧାନୋମ୍‌ ଘେବ୍ରାୟସସ୍‌ ପରାମର୍ଶ ଦେଇଛନ୍ତି। ତରବର ହୋଇ ଅନ୍‌ଲକ୍‌ ପ୍ରକ୍ରିୟା ନ କରିବାକୁ ସେ କହିଛନ୍ତି। ଭାରତରେ ଦେଖାଦେଇଥିବା ଡେଲ୍ଟା(ବି-୧-୬୧୭-୨) ଭାରିଆଣ୍ଟ୍‌ ଅଧିକ ଭୟଙ୍କର। ଏହାର ନୂଆ ମ୍ୟୁଟେଶନ୍‌ ଅଧିକ ବେଗରେ ବ୍ୟାପିବା ସହିତ ତାଣ୍ଡବ ରଚିବ ବୋଲି ସେ ସତର୍କ ସୂଚନା ଦେଇଛନ୍ତି। ଯେଉଁମାନେ ଭାକ୍ସିନ୍‌ ନେଇ ନାହାନ୍ତି ସେମାନଙ୍କ ପାଇଁ ଅଧିକ ବିପଦ ରହିଛି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ ପରେ ଭାରତ ସରକାର ଅନ୍‌ଲକ୍‌ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବାର ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

ISROର ୧୦୦ ସାଇଣ୍ଟିଷ୍ଟ ଚାକିରି ଛାଡିବା ପରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୬।୭: ଭାରତ ସରକାର ISRO ବୈଜ୍ଞାନିକମାନଙ୍କ ପାଇଁ ଇସ୍ତଫା ଏବଂ ଅକାଳ ଅବସର ସମ୍ପର୍କିତ ନିୟମକୁ କଡ଼ାକଡ଼ି କରିଛନ୍ତି। ଏକ ସରକାରୀ ନିର୍ଦ୍ଦେଶରେ ISROରେ ଗ୍ରୁପ A…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri