Posted inଫୁରସତ

ଭାରତର ପ୍ରଥମ ଇଞ୍ଜିନିୟର କିଏ ଥିଲେ? ଜାଣି ନ ଥିବେ ନାମ…

ଭାରତରେ ପ୍ରତି ବର୍ଷ ସେପ୍ଟେମ୍ବର ୧୫କୁ ୟ‘ଇଞ୍ଜିନିୟର୍ସ ଡେ’ ଭାବେ ପାଳନ କରାଯାଏ। ୧୯୬୮ରେ କେନ୍ଦ୍ର ସରକାର ଏହି ଦିନଟିକୁ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ କ’ଣ ଆପଣ ଜାଣନ୍ତି ଭାରତର ପ୍ରଥମ ଇଞ୍ଜିନିୟର କିଏ ଥିଲେ? ହୁଏତ ନା। ଆସନ୍ତୁ ଜାଣିବା।

ଭାରତର ପ୍ରଥମ ଇଞ୍ଜିନିୟର ଥିଲେ ସାର୍‌ ଏମ୍‌ ବିଶ୍ୱେଶ୍ୱରାୟା। ଇଞ୍ଜିନିୟରିଂ ଏବଂ ଶିକ୍ଷା କ୍ଷେତ୍ରରେ ଅବଦାନକୁ ନେଇ ତାଙ୍କୁ ୧୯୫୫ରେ ଭାରତରତ୍ନରେ ସମ୍ମାନିତ କରାଯାଇଥିଲା। ତାଙ୍କର ଜନ୍ମବାର୍ଷିକୀକୁ ଦେଶରେ ଇଞ୍ଜିନିୟର୍ସ ଡେ’ ଭାବେ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ସେବେଠାରୁ ଏହି ଦିନଟିକୁ ସମସ୍ତ ଇଞ୍ଜିନିୟରଙ୍କୁ ସମ୍ମାନିତ କରିବା ଲାଗି ପାଳନ କରାଯାଏ।

ଭାରତ ବ୍ୟତିତ ଶ୍ରୀଲଙ୍କା ଏବଂ ତାଞ୍ଜାନିଆରେ ମଧ୍ୟ ସେପ୍ଟେମ୍ବର ୧୫ରେ ଇଞ୍ଜିନିୟର୍ସ ଡେ’ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?