Posted inଫୁରସତ

ଏମିତି ବ୍ୟକ୍ତି ଯିଏ ପ୍ରତିଦିନ ପିନ୍ଧନ୍ତି ନୂଆ ଡ୍ରେସ୍‌, କାରଣ ଜାଣିଲେ…

ଦୁନିଆରେ ବିଭିନ୍ନ ପ୍ରକାରର ଲୋକ ଅଛନ୍ତି। କେହି କେହି ଅଧିକ ଟଙ୍କା ରୋଜଗାର କରିବାକୁ ଚାହୁଁଥିବାବେଳେ ଆଉ କେହି ବିଳାସପୂର୍ଣ୍ଣ କାର୍‌କୁ ଭଲ ପାଆନ୍ତି। ଅନେକ ଲୋକ ଭଳିକି ଭଳି ଡ୍ରେସ୍‌ ପିନ୍ଧିବାକୁ ବି ଭଲ ପାଆନ୍ତି।

ଏହି ବ୍ୟକ୍ତି ଜଣକ ଡ୍ରେସ୍‌କୁ ଏତେ ଭଲ ପାଆନ୍ତି ଯେ, ସେ ପିନ୍ଧିଥିବା ଡ୍ରେସ୍‌କୁ ଆଉ କେବେ ବି ପିନ୍ଧନ୍ତି ନାହିଁ। ବିଶ୍ୱାସ ନ ହେଲେ ବି ସତ। ଜାଣନ୍ତୁ ଏପରି ବ୍ୟକ୍ତିଙ୍କ ବିଷୟରେ…

ଏହି ବ୍ୟକ୍ତିଙ୍କ ନାମ ଥିଲା ମେହବୁବ ଅଲ୍ଲୀ ଖାନ। ଯିଏ ହାଇଦ୍ରାବାଦର ଶାସକ ଥିଲେ। ବର୍ତ୍ତମାନ ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦର ଷଷ୍ଠ ନିଜାମ ଥିଲେ ମେହେବୁବ୍‌। କୁହାଯାଏ, ଡ୍ରେସ୍‌ ରଖିବା ପାଇଁ ତାଙ୍କର ବିଶ୍ୱର ସର୍ବବୃହତ ଆଲମୀରା ଥିଲା। ତାଙ୍କ ମହଲାର ଦକ୍ଷିଣ ପାର୍ଶ୍ୱରେ ଏକ ୨୪୦ ଫୁଟ ଉଚ୍ଚର ଆଲମୀରା ତିଆରି କରାଯାଇଥିଲା। ଏଥିରେ ଡ୍ରେସ୍‌ ସହିତ ଜୋତା ଏବଂ ଆସବାବପତ୍ରରେ ପୂର୍ଣ୍ଣ ହୋଇ ରହୁଥିଲା।

ମେହେବୁବ୍‌ ହାଇଦ୍ରାବାଦର ଷଷ୍ଠ ନିଜାମ ଥିଲେ। ସେ ୧୮୬୬ ମସିହା ଅଗଷ୍ଟ ୭ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ଡ୍ରେସ୍‌ ପିନ୍ଧିବାରେ ବହୁତ ସୌଖୀନ ଥିଲା। ତେଣୁ ସେ ବିରାଟ ଆଲମୀରା ତିଆରି କରିଥିଲେ। ବର୍ତ୍ତମାନ ଏହା ଏକ ସଂଗ୍ରହାଳୟରେ ପରିଣତ ହୋଇଛି। ଜୋତା ଏବଂ ଡ୍ରେସ୍‌ଗୁଡ଼ିକୁ ଦେଖିଲେ ଜଣାପଡ଼େ ସେଗୁଡିକ କେବଳ ଥରେ ମାତ୍ର ବ୍ୟବହାର ହୋଇଛି। ଏବେ ବି ସେମିତି ନୂଆ ଦିଶୁଛି। ତାଙ୍କର ଏପରି ଅଜବ ସଉକ ସମ୍ପର୍କରେ ଯିଏ ଶୁଣେ ସେ ଆଶ୍ଚର୍ଯ୍ୟ ହୋଇଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri