Posted inଖେଳ

କିଏ ହେବେ ଟିମ୍‌ ଇଣ୍ଡିଆର ବୋଲିଂ କୋଚ: ରେସ୍‌ରେ ଅଛନ୍ତି ଏହି ୩ ବୋଲର

ନୂଆଦିଲ୍ଲୀ,୧୦।୭: ରାହୁଲ ଦ୍ରାବିଡଙ୍କ ପରେ ଗୌତମ ଗମ୍ଭୀର ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ ହୋଇଛନ୍ତି। କେବଳ ଦ୍ରାବିଡ ନୁହଁନ୍ତି, ବ୍ୟାଟିଂ ପ୍ରଶିକ୍ଷକ ବିକ୍ରମ ରାଠୋର, ବୋଲିଂ କୋଚ ପାରାସ ମାମ୍ବ୍ରେ ଏବଂ ଫିଲ୍ଡିଂ କୋଚ ଟି ଦିଲୀପ ମଧ୍ୟ ନିଜ ନିଜ ପଦରୁ ଇସ୍ତଫା ଦେଇଛନ୍ତି। କୋଚ ହେବା ପୂର୍ବରୁ ଗମ୍ଭୀର ଏକ ସର୍ତ୍ତ ରଖିଥିଲେ ଯେ, ସେ ନିଜର ଷ୍ଟାଫ୍‌ ବାଛିବେ। ଗମ୍ଭୀର ବିସିସିଆଇକୁ କିଛି ନାମ ଦେଇଛନ୍ତି। ତେବେ ନିଜେ ଜଣେ ବିଶେଷଜ୍ଞ ବ୍ୟାଟ୍ସମ୍ୟାନ ହୋଇଥିବାରୁ ଗମ୍ଭୀରଙ୍କୁ ବ୍ୟାଟିଂ କୋଚ ଭାବରେ ନିଯୁକ୍ତ ହେବାର କମ ସମ୍ଭାବନା ରହିଛି। ବୋଲିଂ କୋଚକୁ ନେଇ ତିନୋଟି ନାମ ବିଷୟରେ ଅନେକ ଆଲୋଚନା ହେଉଛି। ସେମାନଙ୍କ ମଧ୍ୟରୁ ଜଣେ ୨୦୧୧ରେ ଗମ୍ଭୀରଙ୍କ ସହ ଦିନିକିଆ ବିଶ୍ୱକପ ଜିତିଥିଲେ।
ପୂର୍ବତନ ଦ୍ରୁତ ବୋଲର ଜାହିର ଖାନ ଏବଂ ଲକ୍ଷ୍ମୀପତି ବାଲାଜୀଙ୍କୁ ଜାତୀୟ ଦଳର ବୋଲିଂ କୋଚ ରେସ୍‌ରେ ଆଗରେ ଅଛନ୍ତି। ଏହାସହ ବିନୟ କୁମାର ମଧ୍ୟ ରେସ୍‌ରେ ଅଛନ୍ତି। ବିସିସିଆଇ ବିନୟ କୁମାରଙ୍କ ନାମରେ ଆଗ୍ରହୀ ନୁହେଁ। ଏହା ବ୍ୟତୀତ ଗମ୍ଭୀର ସହକାରୀ କୋଚ ପାଇଁ ଅଭିଷେକ ନାୟାରଙ୍କ ନାମ ମଧ୍ୟ ସୁପାରିଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

ତାମିଲନାଡୁରେ ପୁଣିଥରେ ହେବ ନିର୍ବାଚନ! ଜାତୀୟ ରାଜନୀତିରେ ଚହଳ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତିରେ ଉଷ୍ମତା କେବଳ ମେ ମାସ ଖରା ପାଗ ଯୋଗୁଁ ନୁହେଁ, ବରଂ କ୍ଷମତାର ପରିବର୍ତ୍ତନଶୀଳ ସମୀକରଣରୁ ଉତ୍ପନ୍ନ ହୋଇଛି। ଅଭିନେତାରୁ ରାଜନେତା ହୋଇଥିବା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ଗୋଟିଏ ଟଙ୍କା ବି ଦରମା ନେଉ ନଥିଲେ ମମତା ବାନାର୍ଜୀ, କେମିତି ଚଳୁଥିଲେ ଦିଦି? ଜାଣିଲେ…

କୋଲକାତା,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଆଶ୍ଚର୍ଯ୍ୟଜନକ ଫଳାଫଳ ପରେ, ପ୍ରଶାସନିକ ପୁନର୍ଗଠନ ତୀବ୍ର ହୋଇଛି। ରାଜ୍ୟପାଳ ମେ ୭ ତାରିଖରେ ପଶ୍ଚିମବଙ୍ଗ ବିଧାନସଭାକୁ ଭାଙ୍ଗି ଦେଇ ଏକ…

ତାମିଲନାଡୁରେ DMK-AIADMK ମେଣ୍ଟକୁ ନେଇ ବଡ଼ ଖୁଲାସା କଲେ ଷ୍ଟାଲିନଙ୍କ ପାଖଲୋକ, ବିଜୟ-କଂଗ୍ରେସ ଶୁଣି କାବା!

ଚେନ୍ନାଇ,୮।୫: ତାମିଲନାଡୁରେ କେଉଁ ଦଳ କିମ୍ୱା ମେଣ୍ଟ ସରକାର ଗଠନ କରିବ ସେ ସମ୍ପର୍କରେ ଚିତ୍ର ଅସ୍ପଷ୍ଟ ରହିଛି। ଗୋଟିଏ ପଟେ, ଟିଭିକେ ସର୍ୱାଧିକ ସଂଖ୍ୟକ ଆସନ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

ବିଜୟଙ୍କୁ ନେଇ ବଡ଼ ବୟାନ ଦେଲା କଂଗ୍ରେସ, ଜାତୀୟ ରାଜନୀତିରେ ହଇଚଇ

ଚେନ୍ନାଇ,୮।୫: ଶୁକ୍ରବାର ତାମିଲନାଡୁର ରାଜନୈତିକ ଘଟଣାକ୍ରମ ସମ୍ପର୍କରେ କଂଗ୍ରେସ ଦଳକୁ କଟାକ୍ଷ କରି ଭାରତୀୟ ଜନତା ପାର୍ଟି (ଭାଜପା)ର ସାଧାରଣ ସମ୍ପାଦକ (ସଂଗଠନ) ବି.ଏଲ. ସନ୍ତୋଷ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri