ଲେଖାଶ୍ରୀ ନୁହେଁ, ଏହି ମହିଳାଙ୍କୁ ମିଳିବ ବାଲେଶ୍ୱର ଟିକେଟ୍‌, ହେଲା ଫାଇନାଲ!

ଭୁବନେଶ୍ୱର, ୧୦।୪: ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ମାତ୍ର ୭ ଦିନ ସମୟ ରହିଛି। ହେଲେ ଏପର୍ଯ୍ୟନ୍ତ ସମସ୍ତ ଦଳ ନିଜର ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ଘୋଷଣା କରିନାହିଁ। ଶାସକ ଦଳ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଥିବା ବେଳେ ଭାଜପା ଆହୁରି ୩୫ ବିଧାନସଭା ଆସନ ପାଇଁ ଟିକେଟ ଘୋଷଣା କରିବା ବାକି ରହିଛି । ସେହିପରି ବହୁ ପଛରେ ରହିଛି କଂଗ୍ରେସ । ଦଳ ମାତ୍ର ୪୯ ବିଧାନସଭା ଏବଂ ୮ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ କରିଛି । ତେବେ ଉଭୟ ଦଳ କାହିଁକି ଟିକେଟ୍‌ ଘୋଷଣାରେ ବିଳମ୍ବ କରୁଛନ୍ତି, ତାକୁ ନେଇ ଉଠୁଛି ପ୍ରଶ୍ନ । କୁହାଯାଉଛି, ବର୍ତ୍ତମାନ ଦଳ ଡିଆଁ ପର୍ବ ଚାଲିଥିବାରୁ ଦୁଇ ଦଳ ପ୍ରାର୍ଥୀ ଦେବାରେ ବିଳମ୍ବ କରୁଛନ୍ତି ।

ବିଜେଡି ୨୧ଟିରୁ ୨୦ ଲୋକ ସଭା ଆସନ ପାଇଁ ଟିକେଟ ଘୋଷଣା କରିସାରିଥିବା ବେଳେ ଗୋଟିଏ ଆସନ ବାଲେଶ୍ୱରରୁ ରହିଛି। ଏଠାରୁ ଦଳ କାହାକୁ ପ୍ରାର୍ଥୀ କରିବ ସେନେଇ ସସପେନ୍ସ ରହିଛି। ଲୋକ ସଭାରେ ୩୩ ପ୍ରତିଶତ ଆସନରେ ମହିଳାଙ୍କୁ ପ୍ରାର୍ଥୀ କରିବା ନେଇ ଦଳ ଘୋଷଣା କରିଛି । ତେଣୁ ବାଲେଶ୍ୱର ଆସନ ପାଇଁ ଯଦି ବିଜେଡି ମହିଳା ପ୍ରାର୍ଥୀ ଘୋଷଣା କରେ, ତା’ ହେଲେ ଏହି କୋଟା ପୂରଣ ହୋଇଯିବ । ଆଉ ଏହି ଆସନ ପାଇଁ କେତେବେଳେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତିଙ୍କ ବୋହୂ ବର୍ଷା ସୋନିଙ୍କ ନାଁ ଚର୍ଚ୍ଚା ହେଉଛି ତ କେତେବେଳେ ଲେଖାଶ୍ରୀ ସାମନ୍ତସିଂହାରଙ୍କ ନାଁ ଚର୍ଚ୍ଚା ହେଉଛି । କିନ୍ତୁ ଦଳ ଏ ପର୍ଯ୍ୟନ୍ତ ନାଁ ଘୋଷଣା କରିନାହିଁ । ଏହାରି ମଧ୍ୟରେ ଦଳ ଲେଖାଶ୍ରୀଙ୍କୁ ମଇଦାନକୁ ଆଣିପାରେ ବୋଲି କଳ୍ପନାଜଳ୍ପନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

ହାତୀ ମୃତ୍ୟୁ ଘଟଣା:୩ ଶିକାରୀ ଗିରଫ,ଏବେ ବି ଡେପୁଟି ରେଞ୍ଜର ଫେରାର…

ବାଲିଗୁଡ଼ା,୨୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡର ବେଲଘର ରେଞ୍ଜ ଅନ୍ତର୍ଗତ ମୁଣ୍ଡୁଟି ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ୩ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri