Posted inଜାତୀୟ

କିଏ ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ, ସସପେନ୍ସ ଜାରି: ଶେଖାଓ୍ବତଙ୍କ ପରେ ବାବା ବାଲକନାଥଙ୍କୁ ଦିଲ୍ଲୀ ଡାକରା…

ନୂଆଦିଲ୍ଲୀ/ଜୟପୁର,୪।୧୨ : ରାଜସ୍ଥାନ ବିଧାନସଭା ନିର୍ବାଚନରେ ଚମତ୍କାର ବିଜୟ ପରେ, ବର୍ତ୍ତମାନ କିଏ ମୁଖ୍ୟମନ୍ତ୍ରୀ ହେବ ସେନେଇ ସସପେନ୍ସ ଜାରି ରହିଛି। ଭାଜପା ପକ୍ଷରୁ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଚେହେରା ନେଇ କିଛି ପ୍ରଚାର କରି ନ ଥିଲା।

ବର୍ତ୍ତମାନ ବିଜୟ ପରେ ମୁଖ୍ୟମନ୍ତ୍ରୀ ଚେହେରାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ତିଜାରା ଆସନରେ ଜିତିଥିବା ବାବା ବାଲକନାଥଙ୍କୁ ଦିଲ୍ଲୀ ଡକାଯାଇଛି। କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କୁ ଦିଲ୍ଲୀ ଡକାଯାଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ଦୌଡରେ ବାଲକନାଥ, ଗଜେନ୍ଦ୍ର ସିଂ, ଓମ ର୍ବିଲା, ଅର୍ଜୁନ ମେଘୱାଲ ଏବଂ ଦିୟା କୁମାରୀଙ୍କ ନାମକୁ ନେଇ ଆଲୋଚନା ହେଉଛି।

ରାଜସ୍ଥାନରେ ମୁଖ୍ୟମନ୍ତ୍ରୀଙ୍କ ଚେହେରାକୁ ନେଇ ପ୍ରୟାସ ଜୋରଦାର ହୋଇଛି। ଅରୁଣ ସିଂ ସିପି ଯୋଶୀଙ୍କୁ ଭେଟିବାକୁ ପହଞ୍ଚିଛନ୍ତି। ରାଜ୍ୟ ସଭାପତି ଏବଂ ଦାୟିତ୍ୱରେ ଥିବା ନେତାଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ଅଶ୍ୱିନୀ ବୈଷ୍ଣବ ବଡ଼ ଘୋଷଣା: କୃଷକ ହେବେ….

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ୨୦୨୭...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

GEN-Z ବିଦ୍ରୋହ ପାଇଁ ନେପାଳକୁ ଦେବାକୁ ପଡ଼ିଲା ବହୁମୂଲ୍ୟ, ୪୨ ବିଲିୟନ ଡଲାର ଅର୍ଥନୀତିକୁ ୫୮୬ ନିୟୁତ ଡଲାର କ୍ଷତି

କାଠମାଣ୍ଡୁ,୧୨।୧୨: GEN-Z ଯୁବକମାନଙ୍କ ନେତୃତ୍ୱରେ ସେପ୍ଟେମ୍ବରରେ ହୋଇଥିବା ଦୁର୍ନୀତି ବିରୋଧୀ ଆନ୍ଦୋଳନରେ ନେପାଳକୁ ବହୁ କ୍ଷତି ସହିବାକୁ ପଡିଲା। ଜେନ-ଜେଡ ଆନ୍ଦୋଳନ ଦ୍ୱାରା ହୋଇଥିବା ହିଂସା,...

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri