Posted inଜାତୀୟ

କିଏ ହେବେ ଲୋକ ସଭାର ଉପବାଚସ୍ପତି, ଚର୍ଚ୍ଚାରେ…

ନୂଆଦିଲ୍ଲୀ,୩।୭: ଓମ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ଏବେ ଉପବାଚସ୍ପତି କିଏ ହେବେ ତାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି । ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନରେ ବାଚସ୍ପତି ପରେ ଉପବାଚସ୍ପତି ପଦକୁ ନେଇ ସରକାର ଏବଂ ବିରୋଧି ଦଳ ମଧ୍ୟରେ କଥା କଟାକଟି ଲାଗିଛି।

ଏସବୁ ମଧ୍ୟରେ ଖବର ଆସିଛି ଯେ ତୃଳମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ ଏହି ପଦ ପାଇଁ ଏସପିଙ୍କ ଅବଧେଶ ପ୍ରସାଦଙ୍କ ନାମ ରଖିଛନ୍ତି। ସୋମବାର ଆମ ଆଦମୀ ପାର୍ଟି ଟିଏମସିର ପ୍ରସ୍ତାବକୁ ସମର୍ଥନ କରିଛି। ଏଏପିର ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂ କହିଛନ୍ତି ଯେ ଅବଧେଶ ପ୍ରସାଦଙ୍କୁ ଡେପୁଟି ସ୍ପିକର କରାଯିବା ଉଚିତ୍‌ ଏବଂ ଟିଏମସିର ଦାବି ଯଥାର୍ଥ ଅଟେ।

ଅନ୍ୟପଟେ, ଓମ ବିର୍ଲା ଲୋକ ସଭା ପରିଚାଳନା ପାଇଁ ଏକ ପ୍ୟାନେଲ ଗଠନ କରିଛନ୍ତି। ଯେଉଁମାନେ ତାଙ୍କ ଉପସ୍ଥିତିରେ ଲୋକ ସଭା ବାଚସ୍ପତି ଭାବରେ ପରିଚାଳନା ଦାୟିତ୍ୱ ତୁଲାଇବେ ।


Enter your email to get our daily news in your inbox.

All Right Reserved By Dharitri.Com

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri