ମୋହନ ସରକାରରେ କିଏ ହେବେ ମନ୍ତ୍ରୀ; କାହାକୁ ମିଳିବ ସୁଯୋଗ? ରେସ୍‌ରେ ଅଛନ୍ତି ଏସବୁ ହେଭିଓ୍ବେଟ୍‌..

ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ମୋହନ ମାଝୀ ଶପଥ ନେବେ। ଏହାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ବେଳେ ମୋହନଙ୍କ ସମ୍ଭାବ୍ୟ ମନ୍ତ୍ରିମଣ୍ଡଳରେ କାହାକୁ ମିଳିବ ସୁଯୋଗ ସେନେଇ ଚର୍ଚ୍ଚା ଜୋର ଧରିଛି। ଆଶାୟୀ ବିଧାୟକମାନେ ଫୋନ କଲ୍‌ ଅପେକ୍ଷାରେ ଅଛନ୍ତି।

ତେବେ ସମ୍ଭାବ୍ୟ ମନ୍ତ୍ରୀ ରେସ୍‌ରେ ଆଗରେ ରହିଛନ୍ତି ଅନେକ ହେଭିୱେଟ। ସେମାନେ ହେଲେ ସୁରେଶ ପୂଜାରୀ, ଜୟ ନାରାୟଣ ମିଶ୍ର, ରବି ନାଏକ ଓ ସୂରମା ପାଢୀ। ସେହିଭଳି ନୂଆ ମୁହଁ ଭାବେ ଚର୍ଚ୍ଚାରେ ରହିଛନ୍ତି ପୃଥ୍ବୀରାଜ ହରିଚନ୍ଦନ, ସୂର୍ଯ୍ୟବଂଶୀ ସୂରଜ, ଲକ୍ଷ୍ମଣ ବାଗ, ସମ୍ପଦ ସ୍ବାଇଁ ଓ ଦୁର୍ଗା ପ୍ରସନ୍ନ ନାୟକ, ସନାତନ ବିଜୁଳି, ଅମର ନାୟକ, ବିଭୁତି ଜେନା, ସିଦ୍ଧାନ୍ତ ମହାପାତ୍ର, ମୁକେଶ ମହାଲିଙ୍ଗ, ଅଶ୍ୱିନୀ ଷଡଙ୍ଗୀ, ଇରାଶିଷ ଆଚାର୍ଯ୍ୟ, ଆକାଶ ଦାସନାୟକ ଓ ବାବୁ ସିଂଙ୍କୁ ବି ଗୁରୁତ୍ୱପୂର୍ଣ୍ଣ ବିଭାଗ ମିଳିପାରେ ବୋଲି କୁହାଯାଉଛି।

ପ୍ରକାଶ ଯେ, ରାଜ୍ୟ ମନ୍ତ୍ରିମଣ୍ଡଳରେ ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ସର୍ବାଧିକ ୨୧ ଜଣ ମନ୍ତ୍ରୀ ରହିପାରିବେ। ଏଥିରେ ଅଭିଜ୍ଞ, ନବାଗତଙ୍କୁ ମିଶାଇ ସବୁ ସଂସଦୀୟ କ୍ଷେତ୍ରକୁ ଯେଭଳି ପ୍ରତିନିଧିତ୍ୱ ମିଳିବ, ତା’ଉପରେ ଗୁରୁତ୍ୱ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ପଡିକାଲଙ୍କ ବିସ୍ଫୋରକ ବ୍ୟାଟିଂ, ହାରିଲା ଗୁଜରାଟ

ବେଙ୍ଗାଲୁରୁ, ୨୪।୪- ଗୁଜରାଟ ଟାଇଟନ୍ସ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ନିକଟରୁ ୫ ଉଇକେଟରେ ପରାଜିତ ହୋଇଛି। ଗୁଜରାଟ ୨୦…

ସୀମାରେ ହଠାତ୍‌ ଅନ୍ଧାର: ପଞ୍ଜାବରୁ କଶ୍ମୀର ପର୍ଯ୍ୟନ୍ତ ‘ବ୍ଲାକ୍‌ଆଉଟ୍‌’ ହାଇ ଆଲର୍ଟ, ରାତି ୧୦ଟାରେ ସାବଧାନ…!

ଚଣ୍ଡିଗଡ଼/ଶ୍ରୀନଗର,୨୪।୪: ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ଶୁକ୍ରବାର ରାତିରେ ପଞ୍ଜାବ ଏବଂ ଜମ୍ମୁ-କଶ୍ମୀରର ସମସ୍ତ ଜିଲାରେ ‘ସିଭିଲ ଡିଫେନ୍ସ ଏୟାର୍‌ ରେଡ୍‌/ବ୍ଲାକଆଉଟ୍‌’ ମକ୍‌ ଡ୍ରିଲ୍‌ ଅନୁଷ୍ଠିତ…

ଯୁବତୀଙ୍କ ସହ ଗଢ଼ି ଉଠିଲା ପ୍ରେମ ସମ୍ପର୍କ, ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର; OISF ଯବାନଙ୍କୁ ବାନ୍ଧିଲା…

ସୁନ୍ଦରଗଡ,୨୪।୪(ଜୟ ନାରାୟଣ ମେଣ୍ଡୁଳି): ବିବାହର ପ୍ରତଶ୍ରୁତି ଦେଇ ଜଣେ ଯୁବତୀଙ୍କୁ ବଳତ୍କାର କରିଥିବା ଅଭିଯୋଗରେ ସଦରଥାନା ପୋଲିସ ଏମ୍‌ସିଏଲ୍‌ରେ କାର୍ଯ୍ୟରତ ଓଡିଶା ଶିଳ୍ପାଞ୍ଚଳ ସୁରକ୍ଷା ପୋଲିସ (ଓଆଇଏସ୍‌ଏଫ୍‌)…

Paytm ଗ୍ରାହକଙ୍କୁ ବଡ଼ ଝଟ୍‌କା! RBI ରଦ୍ଦ କଲା ବ୍ୟାଙ୍କିଂ ଲାଇସେନ୍ସ, ଏବେ ଆଉ…

ମୁମ୍ବାଇ,୨୪।୪: ଡିଜିଟାଲ କାରବାର କ୍ଷେତ୍ରରେ ଦେଶର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ପେଟିଏମ୍‌ ପେମେଣ୍ଟ ବ୍ୟାଙ୍କ ଲିମିଟେଡକୁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ପକ୍ଷରୁ ଏକ ବଡ଼ ଶକ୍ତ…

ସଲମାନ ହିରୋ, ବିବେକ ଭିଲେନ୍‌; ବକ୍ସ ଅଫିସରେ ମୁହାଁମୁହିଁ ହେବେ…

ମୁମ୍ବାଇ: ୨୦୨୭ ମସିହା ଇଦ୍‌ ଅବସରରେ ବକ୍ସ ଅଫିସରେ ଏକ ବଡ଼ ଧରଣର ମହାଲଢ଼େଇ ଦେଖିବାକୁ ମିଳିବ। ବଲିଉଡର ସୁଲତାନ ସଲମାନ ଖାନଙ୍କ ଆଗାମୀ ଆକ୍ସନ ଫିଲ୍ମ…

RCBକୁ ବହୁତ ବଡ଼ ଝଟ୍‌କା: ୧୧ ଛକା ମାରିଥିବା ଖେଳାଳି ଦଳରୁ ବାହାର, ଡେବ୍ୟୁ କଲେ…

ବେଙ୍ଗାଲୁରୁ,୨୪।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ରଜତ ପାଟିଦାର ଟସ ଜିତି ପ୍ରଥମେ ଗୁଜରାଟକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି। ତେବେ ମ୍ୟାଚ୍‌ ଆରମ୍ଭରୁ ହିଁ ଆରସିବି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଆଲୋଚନା କଲେ, ଦାବିପତ୍ର ଦେଲେ

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଶୁକ୍ରବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ସ୍ଥାନୀୟ…

ଯୁଦ୍ଧ ଭିତରେ ଚମକାଇ ଦେଲେ ନେତାନ୍ୟାହୁ, ମେଡିକାଲ ରିପୋର୍ଟ କଲେ ସାର୍ବଜନୀନ! ଗୁରୁତର ରୋଗରେ…

ଜେରୁଜେଲମ,୨୪।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ତାଙ୍କର ବାର୍ଷିକ ଚିକିତ୍ସା ରିପୋର୍ଟ ସାର୍ବଜନୀନ କରି ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛନ୍ତି। ଯୁଦ୍ଧ ଏବଂ କୂଟନୀତିର କେନ୍ଦ୍ରସ୍ଥଳରେ ଥିବା ନେତାନ୍ୟାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri