Posted inଜାତୀୟ

କିଏ ହେବେ ରାଜସ୍ଥାନର ଆଗାମୀ ମୁଖ୍ୟମନ୍ତ୍ରୀ, ଗେହଲଟ୍‌ କଲେ ଖୁଲାସା

ନୂଆଦିଲ୍ଲୀ,୨୫।୯: ଆଜିଠାରୁ କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନପତ୍ର ଆରମ୍ଭ ହୋଇଛି। ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଅଧ୍ୟକ୍ଷ ପଦ ପାଇଁ ପ୍ରମୁଖ ଦାବିଦାର। ଏପରି ପରିସ୍ଥିତିରେ ରାଜସ୍ଥାନରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରବିବାର ଜୈଶଲମେରର ତାନୋଟ ମାତାଙ୍କୁ କରିବାକୁ ଯାଇଥିବା ଗେହଲଟ ରାଜସ୍ଥାନର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ସେ ନେଇ ସୂଚନା ଦେଇଛନ୍ତି।
ଗେହଲଟ୍‌ କହିଛନ୍ତି, କଂଗ୍ରେସ ମୋତେ ବହୁତ କିଛି ଦେଇଛି। ବର୍ତ୍ତମାନ ମୁଁ ଚାହୁଁଛି ନୂଆ ପିଢି ରାଜସ୍ଥାନର ଦାୟିତ୍ୱ ମିଳୁ। ଯଦିଓ ମୁଁ ଦିଲ୍ଲୀ ଯାଉଛି, ରାଜସ୍ଥାନ ପ୍ରତି ମୋର ଅଦମ୍ୟ ପ୍ରେମ ସବୁଦିନ ପାଇଁ ରହିବ। ମୁଁ ଗତ ଅଗଷ୍ଟ ମାସରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଇସ୍ତଫା ପତ୍ର ଦେଇଥିଲି କିନ୍ତୁ ସେ ମୋତେ ଏହି ପଦରେ ରହିବାକୁ କହିଥିଲେ। ବିଧାନସଭା ଦଳର ବୈଠକ ପରେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ନିଷ୍ପତ୍ତି ନିଆଯିବ।
ସୂଚନାଯୋଗ୍ୟ, ରବିବାର ରାଜସ୍ଥାନ କଂଗ୍ରେସ ବିଧାୟକ ଦଳର ଏକ ବୈଠକ ଡକାଯାଇଛି। ଏଠାରେ ସମସ୍ତ କଂଗ୍ରେସ ବିଧାୟକ ସର୍ବସମ୍ମତି କ୍ରମେ ମୁଖ୍ୟମନ୍ତ୍ରୀ ପଦବୀ ସମ୍ପର୍କରେ ଗୋଟିଏ ନାମ ନେଇ ନିଷ୍ପତ୍ତି ନେଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?