କିଏ ହେବେ ରାଜ୍ୟ ଭାଜପା ସଭାପତି? କାହିଁକି ଏମିତି କହିଲେ ମନମୋହନ…

ଭାଜପା ରାଜ୍ୟ ସଭାପତିକୁ ନେଇ ମାନସ ମନ୍ଥନ ଚାଲିଥିବା ବେଳେ ଦିଲ୍ଲୀରେ ଡେରା ପକାଇଛନ୍ତି ରାଜ୍ୟ ଭାଜପା ଟିମ୍ । ଆଗକୁ ରାଜ୍ୟ ଭାଜପାର ପୁନର୍ଗଠନ ହେବାକୁ ଥିବାବେଳେ ଚାଲିଛି କସରତ । ୧୫ ତାରିଖ ସୁଦ୍ଧା ରାଜ୍ୟରେ 37ଟି ସାଙ୍ଗଠନିକ ଜିଲ୍ଲାର ନିର୍ବାଚନ ଶେଷ ହେବା ପରେ ରାଜ୍ୟଭାଜପା ସଭାପତି ଚୟନ କରାଯିବ । ତେବେ ରାଜ୍ୟରେ କ୍ଷମତାରେ ଥିବା ଦଳର କିଏ ହେବ ପରବର୍ତ୍ତୀ ରାଜ୍ୟ ମୁଖିଆ । ନା,ଦଳ ମନମୋହନଙ୍କୁ ରିପିଟ କରିବ ପଦ୍ମ କ୍ୟାମ୍ପ, ସେନେଇ ଚର୍ଚ୍ଚା ଜାରି ରହିଛି । ଏ ଭିତରେ ଭାଜପା ସଭାପତି ମନମୋହନ ସାମଲ ବଡ଼ ସୂଚନା ଦେଇଛନ୍ତି।ସେ କହିଛନ୍ତି୨ ଥର ସଭାପତି ହୋଇ ବ୍ରେକ୍‌ ନେଇ ପୁଣି ହେଇ ପାରିବେ। ଦଳର ସଙ୍ଗଠନ ଏହାକୁ ନେଇ ନିଷ୍ପତ୍ତି ନେବ ବୋଲି ସେ କହିଛନ୍ତି।

ନିକଟରେ ଦିଲ୍ଲୀରେ ରାଜ୍ୟ ଭାଜପାର ବଡ଼ ବୈଠକ ବସିଥିଲା । ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର , ସହ-ପ୍ରଭାରୀ ଲତା ଉସେଣ୍ଡି, ସଂଗଠନ ମନ୍ତ୍ରୀ ମାନସ ମହାନ୍ତିଙ୍କ ସମେତ କୋର କମିଟିର ସଦସ୍ୟ ଏହି ବୈଠକରେ ଉପସ୍ଥିତ ଥିଲେ । ୧୫ ତାରିଖ ସୁଦ୍ଧା ରାଜ୍ୟରେ ସମସ୍ତ ୩୭ଟି ସାଙ୍ଗଠନିକ ଜିଲାର ନିର୍ବାଚନ ଶେଷ ହେବାକୁ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏହାପରେ ରାଜ୍ୟ ସଭାପତି ଚୟନ କାର୍ଯ୍ୟକ୍ରମ । ଏହା ପୂର୍ବରୁ ରାଜ୍ୟ ନେତାଙ୍କ ଦିଲ୍ଲୀରେ ଡେରାକୁ ନେଇ ରାଜ୍ୟ ସଭାପତି ସମ୍ପର୍କରେ ଆଲୋଚନା ହୋଇପାରେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି

ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri