ଓଡ଼ିଶାରେ କିଏ ଗଢିବ ସରକାର? ଆସିଲା ଏକ୍‌ଜିଟ୍‌ ପୋଲ୍‌

ଭୁବନେଶ୍ୱର,୨।୬: ସାଧାରଣ ନିର୍ବାଚନ ୨୦୨୪ ପାଇଁ ସମସ୍ତ ପର୍ଯ୍ୟାୟ ଭୋଟଗ୍ରହଣ ଶେଷ ହୋଇଛି। ଆସନ୍ତା ୪ରେ ଭୋଟ ଫଳାଫଳ ପ୍ରକାଶ ପାଇବ। ଏହାପର୍ବୂରୁ ବିଭିନ୍ନ ଗଣମାଧ୍ୟମ ଏବଂ ସର୍ଭେ ସଂସ୍ଥା ପକ୍ଷରୁ ଏକ୍‌ଜିଟ୍‌ ପୋଲ୍‌ ତଥ୍ୟ ପ୍ରକାଶ ପାଇଛି। ଏହି କ୍ରମରେ ଓଡ଼ିଶାରେ ୨୧ ଲୋକ ସଭା ଆସନ ମଧ୍ୟରୁ ଭାଜପା ଅଧିକ ସଂଖ୍ୟାରେ ଆସନ ହାତେଇବ ବୋଲି ଅନୁମାନ କରାଯାଉଛି। ସେହିପରି ବିଧାନସଭାରେ ଭାଜପା ଏବଂ ବିଜେଡି ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିବ। ଇଣ୍ଡିଆ ଟୁଡେ ଆକ୍ସିସ ପକ୍ଷରୁ କରାଯାଇଥିବା ସର୍ଭେ ଅନୁଯାୟୀ, ଓଡ଼ିଶା ବିଧାନସଭାରେ ଭାଜପା ୬୨-୮୦ ଆସନ ହାତେଇବାକୁ ଯାଉଛି। ବିଜେଡି ୬୨-୮୦ ଆସନ ମଧ୍ୟରେ ସୀମିତ ରହିବ। କଂଗ୍ରେସ ମାତ୍ର ୫ରୁ ୮ଟି ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିବ ବୋଲି ଏକ୍‌ଜିଟ୍‌ ପୋଲ୍‌ରେ କୁହାଯାଉଛି। ବିଜେଡି ଏବଂ ଭାଜପାର ଭୋଟ ପ୍ରତିଶତ ଯଥାକ୍ରମେ ୪୨ ଏବଂ ୪୨ ପ୍ରତିଶତ ରହିବାକୁ ଥିବାବେଳେ କଂଗ୍ରେସର ମାତ୍ର ୧୨ ପ୍ରତିଶତ ରହିବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri