ଓଡ଼ିଶାରେ କିଏ ଗଢିବ ସରକାର? ଆସିଲା ଏକ୍‌ଜିଟ୍‌ ପୋଲ୍‌

ଭୁବନେଶ୍ୱର,୨।୬: ସାଧାରଣ ନିର୍ବାଚନ ୨୦୨୪ ପାଇଁ ସମସ୍ତ ପର୍ଯ୍ୟାୟ ଭୋଟଗ୍ରହଣ ଶେଷ ହୋଇଛି। ଆସନ୍ତା ୪ରେ ଭୋଟ ଫଳାଫଳ ପ୍ରକାଶ ପାଇବ। ଏହାପର୍ବୂରୁ ବିଭିନ୍ନ ଗଣମାଧ୍ୟମ ଏବଂ ସର୍ଭେ ସଂସ୍ଥା ପକ୍ଷରୁ ଏକ୍‌ଜିଟ୍‌ ପୋଲ୍‌ ତଥ୍ୟ ପ୍ରକାଶ ପାଇଛି। ଏହି କ୍ରମରେ ଓଡ଼ିଶାରେ ୨୧ ଲୋକ ସଭା ଆସନ ମଧ୍ୟରୁ ଭାଜପା ଅଧିକ ସଂଖ୍ୟାରେ ଆସନ ହାତେଇବ ବୋଲି ଅନୁମାନ କରାଯାଉଛି। ସେହିପରି ବିଧାନସଭାରେ ଭାଜପା ଏବଂ ବିଜେଡି ମଧ୍ୟରେ କଡ଼ା ମୁକାବିଲା ଦେଖିବାକୁ ମିଳିବ। ଇଣ୍ଡିଆ ଟୁଡେ ଆକ୍ସିସ ପକ୍ଷରୁ କରାଯାଇଥିବା ସର୍ଭେ ଅନୁଯାୟୀ, ଓଡ଼ିଶା ବିଧାନସଭାରେ ଭାଜପା ୬୨-୮୦ ଆସନ ହାତେଇବାକୁ ଯାଉଛି। ବିଜେଡି ୬୨-୮୦ ଆସନ ମଧ୍ୟରେ ସୀମିତ ରହିବ। କଂଗ୍ରେସ ମାତ୍ର ୫ରୁ ୮ଟି ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିବ ବୋଲି ଏକ୍‌ଜିଟ୍‌ ପୋଲ୍‌ରେ କୁହାଯାଉଛି। ବିଜେଡି ଏବଂ ଭାଜପାର ଭୋଟ ପ୍ରତିଶତ ଯଥାକ୍ରମେ ୪୨ ଏବଂ ୪୨ ପ୍ରତିଶତ ରହିବାକୁ ଥିବାବେଳେ କଂଗ୍ରେସର ମାତ୍ର ୧୨ ପ୍ରତିଶତ ରହିବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri