Posted inଖେଳ

ଟି-୨୦ ବିଶ୍ୱକପ୍‌ ପୂର୍ବରୁ କୋହଲି କଲେ ଖୁଲାସା

ଦୁବାଇ,୧୯।୧୦: ଭାରତ ଟି -୨୦ ବିଶ୍ୱକପ ୨୦୨୧ର ପ୍ରଥମ ଅଭ୍ୟାସ ଅପ୍‌ ମ୍ୟାଚରେ ଇଂଲଣ୍ଡକୁ ୭ ଉଇକେଟରେ ପରାସ୍ତ କରିଛି। କ୍ୟାପଟେନ ବିରାଟ କୋହଲି ଏହି ମ୍ୟାଚ ପୂର୍ବରୁ ସ୍ପଷ୍ଟ କରିଛନ୍ତି ଯେ ଟି -୨୦ ବିଶ୍ୱକପରେ ଓପନ୍‌ କରିବା ପରିବର୍ତ୍ତେ ସେ ତିନି ନମ୍ବରରେ ବ୍ୟାଟିଂ କରିବେ। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଲୋକେଶ ରାହୁଲ ଏବଂ ରୋହିତ ଶର୍ମା ଓପନର୍‌ ଭୂମିକାରେ ନଜର କରିବେ। ଅକ୍ଟୋବର ୨୪ ରେ ଚିର-ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ୬ ଜଣ ବ୍ୟାଟ୍ସମ୍ୟାନଙ୍କ ଖେଳିବା ନେଇ ପଚରାଯିବା ପରେ କୋହଲି କିଛି କହିବାକୁ ମନା କରିଥିଲେ।
ଇଂଲଣ୍ଡ ବିପକ୍ଷ ଅଭ୍ୟାସ ଅପ ମ୍ୟାଚ ପୂର୍ବରୁ ଟସ୍‌ ବେଳେ କୋହଲି କହିଛନ୍ତି, ଆଇପିଏଲ ପୂର୍ବରୁ ଜିନିଷ ଅଲଗା ଥିଲା, ଏବେ ଲୋକେଶ ରାହୁଲଙ୍କ ବ୍ୟତୀତ ଅନ୍ୟ କାହାକୁ ଅର୍ଡର ଶୀର୍ଷରେ ଦେଖିବା କଷ୍ଟକର। ସେହି ସ୍ଥାନ ପାଇଁ ରୋହିତଙ୍କ ବିଷୟରେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ । ସେ ଜଣେ ବିଶ୍ୱ ସ୍ତରୀୟ ଖେଳାଳି । ମୁଁ ତିନି ନମ୍ବରରେ ବ୍ୟାଟିଂ କରିବି । ଏହା ହେଉଛି ଏକମାତ୍ର ଖବର ଯାହା, ମୁଁ ଟୁର୍ନାମେଣ୍ଟ ପୂର୍ବରୁ ଆପଣଙ୍କୁ ଦେଇପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ରେ ଏହି ୪ ରାଶି ହେବେ ମାଲାମାଲ: ଚାରିଆଡ଼ୁ ମିଳିବ ଶୁଭ ଫଳ

ସନାତନ ଧର୍ମରେ ଶନି ଦେବଙ୍କୁ ନ୍ୟାୟର ଦେବତା ଭାବରେ ପୂଜା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଗ୍ରହ ଭାବରେ ବିବେଚନା କରାଯାଏ, ଯାହା ଏହାର…

ଏହିମାନେ ପାଇବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରକାଶ ପାଇଲା ତାଲିକା, ଲିଷ୍ଟରେ ଅଛନ୍ତି…

କେସିଙ୍ଗା,୨୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ବାଦ୍‌ ଦିଆଯାଇଥିବାକୁ ନେଇ ଜିଲାପାଳଙ୍କ ନିକଟରେ ଇତିମଧ୍ୟରେ ଅଭିଯୋଗ ହୋଇଛି। ପ୍ରଧାନମନ୍ତ୍ରୀ…

ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

ଆନ୍ଦୋଳନର ୩୪ ଦିନ: ଆଗକୁ କ’ଣ ହେବ? ସରକାରଙ୍କ ଚିନ୍ତା ବଢାଇଲା CJPର ଯୋଜନା

ନୂଆଦିଲ୍ଲୀ,୨୩।୭: ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନର ୩୪ ଦିନ ପୂରଣ ହେବା ପରେ ମଧ୍ୟ ପ୍ରଦର୍ଶନକାରୀଙ୍କ ଉତ୍ସାହ କମିନାହିଁ। କକ୍ରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜୀତ୍‌…

ପେପର୍‌ ଲିକ୍‌ ଘଟଣାରେ ମୋଦି କଲେ ବଡ଼ ଘୋଷଣା, ଜାତୀୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୩ା୭: ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶ୍ନପତ୍ର ଲିକ୍ (Paper Leak) ମାମଲାକୁ ନେଇ ସୃଷ୍ଟି ହୋଇଥିବା ବିବାଦର ସମାଧାନ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଶ୍ନପତ୍ର…

ସିଜେପି ବିକ୍ଷୋଭ ସ୍ଥଳ ନିକଟରେ ହିଂସା: ଟେକାମାଡ଼ରେ ୫ ପୋଲିସ ଆହତ

ନୂଆଦିଲ୍ଲୀ,୨୩ା୭: ନୂଆଦିଲ୍ଲୀର ଯନ୍ତରମନ୍ତରସ୍ଥିତ ବିକ୍ଷୋଭ ସ୍ଥଳ ନିକଟରେ ବୁଧବାର ସନ୍ଧ୍ୟାରେ ହିଂସାକାଣ୍ଡ ଘଟିଛି। ବିକ୍ଷୋଭକାରୀଙ୍କ ଟେକାମାଡ଼ରେ ୨ ଜଣ ଏସିପିଙ୍କ ସମେତ ୫ ପୋଲିସ ଆହତ ହୋଇଛନ୍ତି।…

କିଡ୍‌ନୀ ରୋଗରେ ପୁଣି ଜଣେ ଚାଷୀଙ୍କ ମୃତ୍ୟୁ: ଚିକିତ୍ସା ଅଭାବକୁ ନେଇ ପୁଣି ଉଠିଲା ପ୍ରଶ୍ନ

ସୋନପୁର,୨୩।୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାର ୧୦ ଜିପିଏଲ୍‌ଏଫ୍‌ (ଗ୍ରାମ ପଞ୍ଚାୟତସ୍ତରୀୟ ସଂଘ) ପ୍ରୋସେସିଂ ମେଶିନ କିଣିବା ନାମରେ ଠକାମିର ଶିକାର ହୋଇଛନ୍ତି। ଏଜେନ୍ସି କୋଟିଏ ଟଙ୍କା ବର୍ଷେ…

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: NEET-UG ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି। ଜନ୍ତର-ମନ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri