Posted inଜାତୀୟ

କିଏ ଛୁଇଁବ କୁହୁକ ସଂଖ୍ୟା ୧୨୨

ପାଟନା,୯।୧୧: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ମଙ୍ଗଳବାର ଆରମ୍ଭ ହେବ। ରାଜ୍ୟର ମୋଟ ୨୪୩ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ଲାଗି କୁହୁକ ସଂଖ୍ୟା ୧୨୨ ରହିଛି। ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଏହି କୁହୁକ ସଂଖ୍ୟା ଛୁଇଁବାକୁ ସକ୍ଷମ ନା ଯୁବନେତା ତେଜସ୍ବୀ ଯାଦବ ଦୌଡ଼ରେ ବିଜୟୀ ହେବେ ସେ ନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇବାରେ ଲାଗିଛି। ସମ୍ପ୍ରତି ରାଜ୍ୟରେ ନୀତିଶ ସରକାରଙ୍କ ସ୍ଥିତି ଭଲ ନ ଥିବା କୁହାଯାଉଛି। ତେବେ ଫଳାଫଳ ପ୍ରକାଶ ପାଇବା ପରେ କାହା ସମପକ୍ଷରେ ଜନମତ ରହିଛି ତାହା ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ବିଭୀଷିକାର ଭୟଙ୍କର ରୂପ: ଭାସିଯାଇଥିବା ଏକ ଶିଶୁର କରୁଣ ଚିତ୍ର

ନୂଆଦିଲ୍ଲୀ,୧୮ା୭: ପ୍ରବଳ ବର୍ଷା ଯୋଗୁ ଭାରତର ଉତ୍ତର-ପୂର୍ବ ରାଜ୍ୟରେ ବନ୍ୟା ବିଭୀଷିକା ଭୟଙ୍କର ରୂପ ଧାରଣ କରିଛି। କେବଳ ବିହାରରେ ୪୪ଜଣ ମୃତ୍ୟୁବରଣ କରିଥିବାବେଳେ ୭୦...

ରତନ ଟାଟାଙ୍କୁ ଭାରତରତ୍ନ ଦେବାକୁ ଦାବି: ରତନ କହିଲେ ଆପଣଙ୍କ ଭାବନକୁ ସ୍ୱାଗତ କରୁଛି 

ନୂଆଦିଲ୍ଲୀ, ୬ ।୨: ସୋସିଆଲ ମିଡିଆରେ ଜଣାଶୁଣା ଉଦ୍ୟୋଗପତି ରତନ ଟାଟାଙ୍କୁ ଭାରତରତ୍ନ ଦେବାକୁ ବାଦି ଉଠିଛି । ଏହାକୁ ନେଇ ଟାଟା ତାଙ୍କର ପ୍ରତିକ୍ରିୟା...

ଦେଶ ନିର୍ମାଣରେ ଶିକ୍ଷକଙ୍କର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୫।୯: ଗୁରୁ ଦିବସ ଅବସରରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦେଶର ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦେଶ ନିର୍ମାଣରେ ଶିକ୍ଷକଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ସୋନିଆ...

ଗୁଜରାଟରେ ସପ୍ତାହେ ମଧ୍ୟରେ ଘଟିଛି ଦୁଇଟି ହିଂସାକାଣ୍ଡ

ଅହମଦାବାଦ,୭।୫: ଲାଉଡ୍‌ସ୍ପିକର ବ୍ୟବହାରକୁ ନେଇ ଗୁଜରାଟରେ ସପ୍ତାହେ ମଧ୍ୟରେ ଦୁଇଟି ହିଂସାକାଣ୍ଡ ଘଟିଛି। ଏଥିରେ ଜଣଙ୍କର ପ୍ରାଣହାନୀ ଘଟିଛି। ଅହମଦାବାଦର ବାଭଲା ତାଲୁକ ଅନ୍ତର୍ଗତ ମିଠାପୁର...

ଆଭ୍ୟନ୍ତରୀଣ ସୁରକ୍ଷା ପାଇଁ ପ୍ରସ୍ତୁତ ହେଉଛି ଡାଟାବେସ୍‌…

ନୂଆଦିଲ୍ଲୀ, ୨୧।୪ : କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର କହିଛନ୍ତି ଯେ ବୋମା ବିସ୍ଫୋରଣ, ଆତଙ୍କବାଦୀ ପାଣ୍ଠି, ନକଲି ମୁଦ୍ରା, ନିଶା କାରବାର, ହାୱଲା,...

ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ୍‌ ପଠାଇଲେ ଶିକ୍ଷକ, ପରିବାର ଲୋକେ ଦେଲେ ଏମିତି ଶିକ୍ଷା

ଜୟପୁର,୨୪ା୭: ଆଜି ସମଗ୍ର ଦେଶରେ ପାଳିତ ହେଉଛି ଗୁରୁପୂର୍ଣ୍ଣିମା। ଆଜି ପରି ପବିତ୍ର ଦିନରେ ଜଣେ ଗୁରୁଙ୍କ କୁତ୍ସିତ କାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ରାଜସ୍ଥାନର...

ଅଭିନେତା ଶାହରୁଖ ଖାନଙ୍କ ପୁଅ ଗିରଫ

ମୁମ୍ବାଇ,୩।୧୦: ପ୍ରସିଦ୍ଧ ଅଭିନେତା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟାନ ଶେଷରେ ଗିରଫ ହୋଇଛନ୍ତି। ତାଙ୍କୁ ଏନ୍‌ସିବି ରବିବାର ଗିରଫ କିରଛି। କ୍ରୁଜ୍‌ ରେଭ ପାର୍ଟିରେ ସାମିଲ...

କରୋନା ଭାଇରସ୍‌: ପାରୋଲରେ ଆସିବେ ଲାଲୁ!

ରାଞ୍ଚି,୭।୪: କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ଝାରଖଣ୍ଡ ସରକାର ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ବିହାରର ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ...

Advertisement
Archives

Model This Week