Posted inଖେଳ

କିଏ ଜିତିବ ବାଜି: ଶେଷ ଦିନରେ ଇତିହାସ ରଚିପାରେ ଭାରତ

ଚେନ୍ନାଇ,୯।୨: ଭାରତ ଓ ଇଂଲଣ୍ଡ ମଧ୍ୟରେ ଏଠାରେ ଚାଲିଥିବା ଚାରିମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ରୋଚକ ସ୍ଥିତିରେ ପହଞ୍ଚିଛି। ଶେଷ ଦିନରେ ମ୍ୟାଚ ଜିତିବା ପାଇଁ ଭାରତକୁ ୩୮୧ ରନ ଏବଂ ଇଂଲଣ୍ଡକୁ ୯ ଉଇକେଟ ଦରକାର। ତେବେ ଶେଷ ଦିନରେ ଭାରତ ଏପର୍ଯ୍ୟନ୍ତ ୨ ଉଇକେଟ୍‌ ହରାଇ ୫୮ ରନ୍‌ କରିଛି। ଭ୍ରମଣକାରୀ ଇଂଲଣ୍ଡ ଟିମ ଦ୍ୱିତୀୟ ଇନିଂସରେ ୧୭୮ ରନରେ ଅଲଆଉଟ ହୋଇ ଭାରତ ଆଗରେ ୪୨୦ ରନର ବିଶାଳ ଟାର୍ଗେଟ ଛିଡା କରିଛି। ଲକ୍ଷ୍ୟର ପିଛା କରୁଥିବା ଭାରତ ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ଗୋଟିଏ ଉଇକେଟ ହରାଇ ୩୯ ରନ କରିଛି। ରୋହିତ୍‌ ଶର୍ମା ପୁଣିଥରେ ନିରାଶ କରି ମାତ୍ର ୧୨ ରନ କରି ଆଉଟ୍‌ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୁଦ୍ଧଦ୍ୱାର ମ୍ୟାଚ ଯୋଗୁ ଫାଇଦାରେ ରହିବ ଓ୍ବେଷ୍ଟଇଣ୍ଡିଜ

ମାଞ୍ଚେଷ୍ଟର, ୧୫ା୬ (ପି.ଟି.)-ଆସନ୍ତା ମାସରେ ଅନ୍ତର୍ଜାତୀୟ କ୍ରିକେଟ ଫେରିବ। ସେତେବେଳେ ଇଂଲଣ୍ଡ ବିପକ୍ଷ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜ ଫାଇଦାରେ ରହିବ ବୋଲି କହିଛନ୍ତି ଭ୍ରମଣକାରୀ ଦଳ କୋଚ୍‌...

ଦିନେ ଭାରତୀୟ ଦଳକୁ କରୁଥିଲେ ହଇରାଣ: ଏବେ ଦେଶ ଛାଡି ଭାରତ ପାଇଁ ଖେଳିବେ କ୍ରିକେଟ୍‌

ନୂଆଦିଲ୍ଲୀ,୩୦।୮: ଏସିଆ କପ ୨୦୧୮ର ଏକ ମ୍ୟାଚ ପ୍ରତ୍ୟେକ ଭାରତୀୟ ପ୍ରଶଂସକଙ୍କ ପାଇଁ ସ୍ମରଣୀୟ। କ୍ରିକେଟ୍‌ର ଶିଶୁ କୁହାଯାଉଥିବା ହଂକଂ ଭଳି ଦଳ ଗ୍ରୁପ ମ୍ୟାଚରେ...

କି ଦୋଷ କଲେ ଅନୁଷ୍କା ଶର୍ମା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଆଜିକାଲି ତାଙ୍କ ଗର୍ଭାବସ୍ଥାକୁ ଉପଭୋଗ କରୁଛନ୍ତି। ତେବେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ଖରାପ ପ୍ରଦର୍ଶନ...

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...

ଶୁଟିଂରେ ଭାରତକୁ ସ୍ବର୍ଣ୍ଣ-ରୌପ୍ୟ ପଦକ…

ଟୋକିଓ ,୪।୯: ଟୋକିଓ ପାରାଲିମ୍ପିକ ଗେମ୍ସରେ ଶନିବାର ଭାରତକୁ ଶୁଟିଂରେ ସ୍ବର୍ଣ୍ଣ ଓ ରୌପ୍ୟ ପଦକ ମିଳିଛି। ଶୁଟର ମନୀଷ ନରୱାଲ ଭାରତ ପାଇଁ ସ୍ବର୍ଣ୍ଣ...

ଏଫଆଇଏଚ ହକି ପ୍ରୋ ଲିଗ୍‌: ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ, ୧୯।୨- ଚଳିତ ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ଭାରତର ଆଗାମୀ ପ୍ରତିଦ୍ୱନ୍ଦ୍ୱୀ ହେଉଛି ବିଶ୍ୱର ୨ ନମ୍ବର ଦଳ ଅଷ୍ଟ୍ରେଲିଆ। ଚଳିତ ମାସ ୨୧...

ପାକିସ୍ତାନର କ୍ରମାଗତ ଦ୍ୱିତୀୟ ବିଜୟ

ରାଓ୍ବଲପିଣ୍ଡି : ଜିମ୍ବାଓ୍ବେ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ରେ ପାକିସ୍ତାନ ୮ ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଘରୋଇ ଦଳ କ୍ରମାଗତ ଦ୍ୱିତୀୟ...

ବିଶ୍ୱ ଫର୍ନାଣ୍ଡୋଙ୍କୁ ୫ ଉଇକେଟ ସଫଳତା

ଜୋହାନ୍ସବର୍ଗ, ୫ା୧ (ଏପି)-ବିଶ୍ୱ ଫର୍ନାଣ୍ଡୋଙ୍କ ୫ ଉଇକେଟ ସଫଳତା ସତ୍ତ୍ୱେ ସ୍ଥାନୀୟ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା...

Advertisement
Archives

Model This Week