Posted inଖେଳ

କିଏ ଜିତିବ ଦ୍ୱିତୀୟ ସେମିଫାଇନାଲ, ଭାରତ ସହ ଖେଳିବ କିଏ ଫାଇନାଲ, କ’ଣ କହୁଛି ଜ୍ୟୋତିଷଙ୍କ ଭବିଷ୍ୟବାଣୀ…

କୋଲକାତା,୧୬।୧୧ : ବିଶ୍ୱକପ କ୍ରିକେଟ ୨୦୨୩ର ଦ୍ୱିତୀୟ ସେମିଫାଇନାଲ ଗୂରୁବାର ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଯାଉଛି। ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ଦ୍ୱିତୀୟ ସେମିଫାଇନାଲରେ କିଏ ଜିତିବ ଏବଂ କିଏ ଭାରତ ସହ ଫାଇନାଲରେ ମୁହାଁମୁହିଁ ହେବ ସେ ନେଇ କିଛି ଜ୍ୟୋତିଷମାନେ ଭବିଷ୍ୟବାଣୀ କରିଛନ୍ତି।

ଜ୍ୟୋତିର୍ବିଦ୍‌ ଡ. ସଞ୍ଜିବ କୁମାର ଶର୍ମାଙ୍କ ଅନୁସାରେ ଯଦି ଦକ୍ଷିଣ ଆଫ୍ରିକା ଦଳ ପ୍ରଥମେ ଟସ ଜିତି ଏବଂ ବ୍ୟାଟିଂ କରେ ତେବେ ସ୍କୋର ୨୮୦ ରନରୁ ଅଧିକ ସ୍କୋର କରିବା ଜରୁରୀ। ତେବେ ଏହି ଦଳ ଜିତିବାର ସମ୍ଭାବନା ବହୁତ ଭଲ ହେବ।

ଜ୍ୟୋତିର୍ବିଦ୍‌ ଡ. ସଞ୍ଜିବ କୁମାର ଶର୍ମାଙ୍କ ଅନୁସାରେ ଯଦି ଦକ୍ଷିଣ ଆଫ୍ରିକା ଦଳ ପ୍ରଥମେ ଟସ ଜିତି ଏବଂ ବ୍ୟାଟିଂ କରେ ତେବେ ସ୍କୋର ୨୮୦ ରନରୁ ଅଧିକ ସ୍କୋର କରିବା ଜରୁରୀ। ତେବେ ଏହି ଦଳ ଜିତିବାର ସମ୍ଭାବନା ବହୁତ ଭଲ ହେବ

ଯଦି ଅଷ୍ଟ୍ରେଲିଆ ଦଳ ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରିବାକୁ ଆସେ, ତେବେ ଏହା ଅତି କମରେ ୧୫ ରନ ବ୍ୟବଧାନରେ ମ୍ୟାଚ ହାରିବ।

ଯଦି ଅଷ୍ଟ୍ରେଲିଆ ଦଳ ପ୍ରଥମେ ବ୍ୟାଟିଂ କରେ ଏବଂ ସ୍କୋର ୨୭୦ ରନ ତଳେ ରୁହେ ତେବେ ପରାତିତ ହେବାର ସମ୍ଭାବନା ବହୁତ ଅଧିକ । ଏହି ପରିସ୍ଥିତିରେ ଯେତେବେଳେ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଇନିଂସରେ ବ୍ୟାଟିଂ କରିବ ୪୮ ଓଭରରେ ମ୍ୟାଚ ଜିତିଯିବ।

ଏହି ମ୍ୟାଚ ବ୍ୟାଟିଂ ଅପେକ୍ଷା ବୋଲରଙ୍କ ପାଇଁ ଅଧିକ ଲାଭଦାୟୀ ହେବ। ଏହା ଏକ ଭଲ ରୋମାଞ୍ଚକର ମ୍ୟାଚ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri