Advertisement
Posted inଜାତୀୟ

ବୁଲା କୁକୁରଙ୍କୁ ଖାଇବାକୁ ଦେଉଥିବା ବ୍ୟକ୍ତି ତାଙ୍କର ଦାୟିତ୍ୱ ନେବା ଆବଶ୍ୟକ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୬।୧୧ : ବୁଲା କୁକୁରଙ୍କୁ ଖାଇବାକୁ ଦେଉଥିବା ବ୍ୟକ୍ତି ତାଙ୍କର ଦାୟିତ୍ୱ ନେବେ ବୋଲି ବୁଧବାର ସୁପ୍ରିମ୍‌କୋର୍ଟ ଏକ ମାମଲାର ବିଚାର କରି କହିଛନ୍ତି। ଏନେଇ ବମ୍ବେ ହାଇକୋର୍ଟଙ୍କର ନାଗପୁର ବେଞ୍ଚ୍‌ ପକ୍ଷରୁ ବୁଲା କୁକୁରଙ୍କୁ ଖାଇବାକୁ ନେଇ ଜାରି ହୋଇଥିବା ନିର୍ଦ୍ଦେଶ ବିରୋଧରେ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ଶୀର୍ଷ କୋର୍ଟ କହିଛନ୍ତି। ନାଗପୁର ବେଞ୍ଚ୍‌ ବୁଲା କୁକୁରଙ୍କୁ ଖାଇବାକୁ ଦେବାକୁ ମନା କରିଥିଲେ।

 

ବିଚାରପତି ସଞ୍ଜିବ ଖାନା ଏବଂ ଜେକେ ମାହେଶ୍ୱରୀଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ବୁଲା କୁକୁରଙ୍କ ପ୍ରତି ଦୟା ଦେଖାଇ ଖାଇବାକୁ ଦେଉଥିବା ବ୍ୟକ୍ତି ସେମାନଙ୍କର ପାଳନ ଦାୟିତ୍ୱ ନେବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

କରତାରପୁର କରିଡର: ଭାରତର ପ୍ରସ୍ତାବକୁ ମାନିଲା ପାକିସ୍ତାନ

ନୂଆଦିଲ୍ଲୀ,୧୪।୭: କରତାରପୁର କରିଡରକୁ ନେଇ ରବିବାର ପାକିସ୍ତାନର ଓ୍ବାଘା ସୀମାରେ ଚାଲିଥିବା ବୈଠକ ଶେଷ ହୋଇଛି। ଏହି ବୈଠକରେ ଭାରତ ଯେଉଁ ପ୍ରସ୍ତାବ ରଖିଥିଲା ତାହାକୁ...

ପୁଣି ସାଧାରଣ ନାଗରିକଙ୍କୁ ଟାର୍ଗେଟ କଲେ ଆତଙ୍କବାଦୀ

ଶ୍ରୀନଗର,୧୭।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ସୁଧୁରିବାର ନାଁ ନେଉନାହାନ୍ତି। ସାଧାରଣ ଲୋକଙ୍କ ମନରେ ଆତଙ୍କ ସୃଷ୍ଟି କରିବାକୁ ସେମାନେ ପୁଣି ଥରେ ସେମାନଙ୍କୁ ଟାର୍ଗେଟ କରିଛନ୍ତି। ଆତଙ୍କବାଦୀମାନେ...

କୋଭିଡ ସେଣ୍ଟର ଘୋଟାଲା: ମୁମ୍ବାଇର ଚା’ ବାଲାଙ୍କୁ ଦିଆଯାଇଛି ୧୦୦ କୋଟି ଟଙ୍କାର ଠିକା

ମୁମ୍ବାଇ,୧୩ ।୨: କରୋନା ମହାମାରୀକୁ ମୁକାବିଲା କରିବାକୁ ସରକାରଙ୍କ ତରଫରୁ ଗଢିଉଠିଥିଲା କୋଭିଡ ସେଣ୍ଟର । ଏହି କ୍ରମରେ ପୁଣେରେ ୧୦୦ କୋଟି ଟଙ୍କା ବ୍ୟୟରେ...

ଦେଶରେ ଦୈନିକ ୮୨ ମର୍ଡର

ନୂଆଦିଲ୍ଲୀ,୧।୯: ଭାରତରେ ୨୦୨୧ରେ ଦୈନିକ ହାରାହାରି ୮୨ ଜଣଙ୍କୁ ହତ୍ୟା କରାଯାଇଥିବା ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ରିପୋର୍ଟରୁ ଜଣାପଡ଼ିଛି। ପ୍ରତି ୧ ଲକ୍ଷ...

ଚଣ୍ଡିଗଡ଼ରେ ୨୧ ଫୁଟ ଉଚ୍ଚର ରାବଣ

ଚଣ୍ଡିଗଡ଼,୪।୧୦: ସମଗ୍ର ଦେଶରେ ଦୁର୍ଗାପୂଜା ପାଳନ କରାଯାଉଥିବା ବେଳେ ଶୁକ୍ରବାର ଷଷ୍ଠୀ ହୋଇଥିବାରୁ ବିଭିନ୍ନ ମଣ୍ଡପ ଗୁଡିକରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଚଳିତ ବର୍ଷ ଦଶହାର...

ଅନ୍ନଦାତା ଖଲିସ୍ତାନୀ କିନ୍ତୁ ପୁଞ୍ଜିପତି ଶ୍ରେଷ୍ଠ ବନ୍ଧୁ: ରାହୁଲ

ନୂଆଦିଲ୍ଲୀ,୧୫।୧୨: କୃଷି ଆଇନ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ କଂଗ୍ରେସ ପକ୍ଷରୁ ଲଗାତାର ଟାର୍ଗେଟ୍‌ କରାଯାଉଛି। ମଙ୍ଗଳବାର ରାହୁଲ ଗାନ୍ଧୀ ଟୁଇଟ୍‌ କରି କହିଛନ୍ତି...

ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…

ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍‌ ପସନ୍ଦ...

ଘର ଖାଲି କରିବାକୁ ଏୟାର ଇଣ୍ଡିଆ କର୍ମଚାରୀଙ୍କୁ ନିର୍ଦ୍ଦେଶ, ହରତାଳ କରିବେ କର୍ମଚାରୀ…

ନୂଆଦିଲ୍ଲୀ,୧୪।୧୦: ଏୟାର ଇଣ୍ଡିଆର ନିଲାମ ପରେ ଏହାର କର୍ମଚାରୀଙ୍କ ଉପରେ ଏବେ ସଙ୍କଟ ଘନେଇବାରେ ଲାଗିଛି। ଏୟାର ଇଣ୍ଡିଆ ଟାଟା ସନ୍ସଙ୍କ ହାତକୁ ଯିବା ପରେ...

Advertisement
Archives

Model This Week