‘ଓମିକ୍ରନ’କୁ ନେଇ ଡବ୍ଲୁଏଚ୍‌ଓର ଚେତାବନୀ

ଜେନେଭା,୨୯।୧୧: କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରନ’କୁ ନେଇ ସାରା ବିଶ୍ୱ ଭୟଭୀତ ହୋଇଛି। ବିଭିନ୍ନ ଦେଶଗୁଡିକ ଆଗୁଆ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିସାରିଲେଣି। ଏବେ ଏହାକୁ ନେଇ ଚେତାବନୀ ଦେଇଛି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)। ଓମିକ୍ରନକୁ ‘ହାଇ ରିସ୍କ’ ବୋଲି କହିଛି ଡବ୍ଲ୍ୟୁଏଚ୍‌ଓ। ଏହା ସମଗ୍ର ବିଶ୍ୱରେ ବ୍ୟାପିବା ଅଶଙ୍କା ମଧ୍ୟ ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ଏହାର ଗମ୍ଭୀର ପରିଣାମ ଦେଖିବାକୁ ମିଳିପାରେ ବୋଲି ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ କୁହାଯାଇଛି।ମିଳିତ ଜାତିସଂଘର ସ୍ବାସ୍ଥ୍ୟ ଏଜେନ୍ସି ଏକ ଟେକ୍ନିକାଲ ନୋଟ ଜାରି କହିଛି ଯେ ଓମିକ୍ରନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଯଦି ଏହା ଘଟେ ତେବେ ଏହାର ଗମ୍ଭୀର ପରିଣାମ ସାମ୍ନାକୁ ଆସିପାରେ।
ସୂଚନାଯୋଗ୍ୟ, ୨୪ ନଭେମ୍ବରରେ ଦକ୍ଷିଣ ଆଫ୍ରିକାରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) କୁ ପ୍ରଥମେ ଓମିକ୍ରନ ଭାରିଆଣ୍ଟ ରିପୋର୍ଟ କରାଯାଇଥିଲା। ଏପର୍ଯ୍ୟନ୍ତ ଏହା ବେଲଜିୟମ, ହଂକଂ ଏବଂ ଇସ୍ରାଏଲ ସମେତ ଅନ୍ୟାନ୍ୟ ଦେଶରେ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲର୍ଡସରେ ଇତିହାସ ରଚିଲା ଟିମ୍‌ଇଣ୍ଡିଆ: ୧୪୨ ବର୍ଷ ପରେ…

ଲର୍ଡସ,୧୩।୭: ଲର୍ଡସରେ ଭାରତ ଇଂଲଣ୍ଡକୁ ୨୭୦ ରନରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରିଛି। ୧୪୨ ବର୍ଷର ଇତିହାସରେ ଲର୍ଡସରେ ଖେଳାଯାଇଥିବା ଏହା ପ୍ରଥମ ମହିଳା…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ଆପାର୍ଟମେଣ୍ଟ ତଳୁ ମିଳିଲା ମୃତଦେହ

ଭୁବନେଶ୍ୱର,୧୩।୭: ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ ତଳୁ ଜଣେ ବ୍ୟକ୍ତିଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ଜଣାପଡି ନାହିଁ।…

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri