କିଏ ଏହି କୁନି ଶିଶୁ, ଯାହାର ଚେହେରା ମିଶୁଛି କରୀନାଙ୍କ ପୁଅ ସହ

କରୀନା କପୁର ଏବଂ ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ପୁଅ ତୈମୁର ଅଲ୍ଲୀ ଖାନ୍‌ ଷ୍ଟାର୍‌ କିଡ୍‌ ଭାବେ ଲୋକପ୍ରିୟତା ରହିଛି। ସୋସିଆଲ ମିଡିଆରେ ଏବେ ତୈମୁରଙ୍କ ଚେହେରା ପରି ଆଉ ଜଣେ କୁନି ଶିଶୁର ଫଟୋ ଭାଇରାଲ ହେଉଛି। ଏମିତିରେ ବି ଫଟୋଗ୍ରାଫରମାନେ ତୈମୁରଙ୍କ ପ୍ରତି ସବୁବେଳେ ନଜର ରଖିଥାନ୍ତି। ଏବେ ତୈମୁରଙ୍କ ଅବିକଳ ଚେହେରାର ଫଟୋ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି।

ଏହି କୁନି ଶିଶୁର ନାଁ ହେଲା ଜରୟାନ୍‌ ଥାପର। ସେଲିବ୍ରିଟି ଫଟୋଗ୍ରାଫର ବିରଲ ଭୟାନୀ ଏହି ଫଟୋ ଶେୟାର କରିଛନ୍ତି। ଜାରୟାନଙ୍କ ଏହା ପ୍ରଥମ ଫଟୋ। ସେ ସିନା ଥାପର ନାମକ ଜଣେ ମହିଳାଙ୍କର।

ପ୍ରଶଂସକମାନେ ତୈମୁରଙ୍କ ଚେହେରା ସହ ମିଶୁଥିବା ଜାରୟାନଙ୍କ ଫଟୋକୁ ପସନ୍ଦ କରିଛନ୍ତି। ଜଣେ ୟୁଜର ଲେଖିଛନ୍ତି, କାହା ପିଲା ସହ କାହାକୁ ତୁଳନା କରନ୍ତୁ ନାହିଁ। ଆଉ ଜଣେ ୟୁଜର ଲେଖିଛନ୍ତି, ତୈମୁରଙ୍କ ଫରକ ପଡ଼ିବନି।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri