ରାଧେଙ୍କ ଘରୁ ମିଳିଥିବା ଫୋନ୍‌ କାହାର

ଭବାନୀପାଟଣା,୨୨।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଶୁକ୍ରବାର କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ହତ୍ୟାକାଣ୍ଡ ମାମଲାରେ ଗିରଫ ଅନ୍ୟତମ ଅଭିଯୁକ୍ତ ରାଧେ ଚଣ୍ଡୀଙ୍କ ଘରୁ ଏକ ବ୍ୟାଗ ମିଳିଛି। ଉକ୍ତ ବ୍ୟାଗ୍‌ରେ ଗୋଟିଏ ମୋବାଇଲ ଫୋନ, ଚାର୍ଜର, ୩ ହଳ ମହିଳା ଡ୍ରେସ ଓ କିଛି ଔଷଧ ଥିବା ଜଣାପଡ଼ିଛି। ତେବେ ଏହି ଫୋନ ମୃତ ମମିତା ମେହେରଙ୍କ ବୋଲି ସନ୍ଦେହ କରାଯାଉଛି। ଏ ନେଇ ପୋଲିସ କିଛି ସ୍ପଷ୍ଟ କରିନାହିଁ। ଏହି ବ୍ୟାଗ୍‌ଟି ରାଧେଙ୍କ ଘରେ ଥିଲା। ବ୍ୟାଗ୍ଟିକୁ କେ.ଗାଁ ଥାନା ପୋଲିସ ନେଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୮ ଖଣ୍ଡ ଭୋଟରେ ଜିତିଲେ କମଲୁ

ରାଇଘର, ୧୧।୮(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅଧୀନ ପରିଚିପାରା ପଞ୍ଚାୟତ ସମିତି ସଭ୍ୟ ଉପନିର୍ବାଚନରେ ଭାଜପା ସମର୍ଥିତ ପ୍ରାର୍ଥୀ କମଲ ଗଣ୍ଡ ବିଜୟୀ...

ଜଙ୍ଗଲ ଭିତରେ ନିଆଁ, ବାହାରେ ଶିକାରୀ

ସଜନାଗଡ଼,୧।୪: ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ୩ ଦିନ ହେବ ନିଆଁ ଜଳୁଥିବାରୁ ବନ୍ୟଜନ୍ତୁ ଜୀବନ ବିକଳରେ ଏଣେତେଣେ ଘୂରି ବୁଲୁଛନ୍ତି। ଫଳରେ ଏହା...

ସଙ୍କଟ ଟାଳିବ ସଚେତନତା: ଜିଲାପାଳ

ଢେଙ୍କାନାଳ ଅଫିସ, ୫।୪-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ସମସ୍ତଙ୍କ ପାଇଁ ସତର୍କ ଘଣ୍ଟି ବଜାଇଛି। ସତର୍କତା, ସଚେତନତା, ସାମାଜିକ ଦୂରତ୍ୱ ହିଁ ଏହି ମହାମାରୀ...

ସହକାରୀ ଆର୍‌ଆଇଙ୍କୁ ମରଣାନ୍ତକ ଆକ୍ରମଣ: ୪ ଗିରଫ

ସଜନାଗଡ଼, ୮।୩(ଡି.ଏନ.ଏ.)-ନୀଳଗିରି ତହସିଲ ବେଗୁନିଆ ପଞ୍ଚାୟତ ଅଧୀନ ଡୁମଗଣ୍ଡିରା ଗ୍ରାମରୁ ଦିନରାତି ହଜାର ହଜାର ଟ୍ରିପ ବାଲି ଚୋରାରେ ଚାଲାଣ କରାଯାଉଥିବା ଅଭିଯୋଗ ହୋଇଥିଲା। ଗତ...

ଆଦିବାସୀଙ୍କୁ ଆବସ ପ୍ରଦାନରେ ଚଞ୍ଚକତା: ଭାଜପା ପକ୍ଷରୁ ବ୍ଲକ୍‌ କାର୍ଯ୍ୟାଳୟ ଘେରାଉ

ତେଲକୋଇ,୨୦ା୨(ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ୍‌ ଆଦିବାସୀ ବହୁଳ ଅଞ୍ଚଳରେ ଯୋଗ୍ୟ ଆଦିବାସୀ ହିତାଧିକାରୀଙ୍କୁ ଆବାସ ଆବଣ୍ଟନରେ ଅଣଦେଖା କରାଯାଇଥିବା ଭାଜପା ଅଭିଯୋଗ କରିଛି। ଏ...

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ

ସୋର,୨।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଏହି ଦୁର୍ଘଟଣାରେ...

ଜିଲାରେ ଆମ୍ବୁଲାନ୍ସ ସେବା ବିପର୍ଯ୍ୟସ୍ତ: ଠିକ୍‌ ସମୟରେ ରୋଗୀଙ୍କୁ ମିଳୁନି

ନୟାଗଡ଼ ଅଫିସ,୧୦ା୮: ନୟାଗଡ଼ ଜିଲାରେ ଆମ୍ବୁଲାନ୍ସ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଆବଶ୍ୟକ ମୁତାବକ ଆମ୍ବୁଲାନ୍ସ ନ ଥିବାରୁ ଠିକ୍‌ ସମୟରେ ରୋଗୀଙ୍କୁ ସେବା ମିଳିପାରୁନି। ଏଥିଯୋଗୁ...

ଶ୍ରମ ଆଇନ ବିରୋଧରେ ନାଲ୍‌କୋରେ ବିକ୍ଷୋଭ

ବଅଁରପାଳ,୨୨ା୫(ଡି.ଏନ୍‌.ଏ.): ଶ୍ରମ ଆଇନ୍‌ ବିରୋଧରେ ଶୁକ୍ରବାର ନାଲ୍‌କୋ ସ୍ମେଲଟର ଓ ସିପିପି ପ୍ଲାଣ୍ଟ ସମ୍ମୁଖରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶ୍ରମିକମାନଙ୍କ...

Advertisement
Archives

Model This Week