ରାଧେଙ୍କ ଘରୁ ମିଳିଥିବା ଫୋନ୍‌ କାହାର

ଭବାନୀପାଟଣା,୨୨।୧୦(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମହାଲିଙ୍ଗସ୍ଥିତ ଘରୋଇ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ଶୁକ୍ରବାର କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ଏହି ହତ୍ୟାକାଣ୍ଡ ମାମଲାରେ ଗିରଫ ଅନ୍ୟତମ ଅଭିଯୁକ୍ତ ରାଧେ ଚଣ୍ଡୀଙ୍କ ଘରୁ ଏକ ବ୍ୟାଗ ମିଳିଛି। ଉକ୍ତ ବ୍ୟାଗ୍‌ରେ ଗୋଟିଏ ମୋବାଇଲ ଫୋନ, ଚାର୍ଜର, ୩ ହଳ ମହିଳା ଡ୍ରେସ ଓ କିଛି ଔଷଧ ଥିବା ଜଣାପଡ଼ିଛି। ତେବେ ଏହି ଫୋନ ମୃତ ମମିତା ମେହେରଙ୍କ ବୋଲି ସନ୍ଦେହ କରାଯାଉଛି। ଏ ନେଇ ପୋଲିସ କିଛି ସ୍ପଷ୍ଟ କରିନାହିଁ। ଏହି ବ୍ୟାଗ୍‌ଟି ରାଧେଙ୍କ ଘରେ ଥିଲା। ବ୍ୟାଗ୍ଟିକୁ କେ.ଗାଁ ଥାନା ପୋଲିସ ନେଇ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ କୋର୍ଟରେ ହାଜର ହେଲେ ଧଳସାମନ୍ତ ଭ୍ରାତା

କଟକ ଅଫିସ, ୨୫ା୧୨:ଗ୍ୟାଙ୍ଗଷ୍ଟର ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ ପୋଲିସ କଟକ ଏସ୍‌ଡିଜେଏମ୍‌(ସଦର) କୋର୍ଟରେ ଗୁରୁବାର ହାଜର କରିଛି। ଉଭୟଙ୍କୁ ୩ଦିନ ରିମାଣ୍ଡରେ ନେବାକୁ...

୪୪୧ ପ୍ରାର୍ଥତ୍ପତ୍ର ନାକଚ

ଭଦ୍ରକ ଅଫିସ, ୨୪।୧: ଭଦ୍ରକ ଜିଲାରେ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ମୋଟ ୧୦,୦୧୪ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ୪୪୧ ପ୍ରାର୍ଥତ୍ପତ୍ର...

ଦୁଇ ଭାଇ ସରପଞ୍ଚ ପ୍ରାର୍ଥୀ

ପାରଳାଖେମୁଣ୍ଡି, ୭ା୨(ଡି.ଏନ୍‌.ଏ.) ଗଜପତି ଜିଲା ଗୁମ୍ମା ବ୍ଲକ ଭୁବନି ପଞ୍ଚାୟତରେ ସରପଞ୍ଚ ପଦବୀ ପାଇଁ ୨ ଭାଇଙ୍କ ସମେତ ମୋଟ ୮ ଜଣ ପ୍ରାର୍ଥୀ ହୋଇଛନ୍ତି।...

ଗର୍ଭବତୀ,ଶିଶୁ ଯତ୍ନ ସମ୍ପର୍କିତ ଆଲୋଚନା ଚକ୍ର

ଯାଜପୁର ଟାଉନ,୨୬।୯(ଡି.ଏନ୍‌.ଏ.): ଗର୍ଭବତୀ ଓ ପ୍ରସୂତି ମହିଳା ଏବଂ ଶିଶୁଙ୍କ ଯତ୍ନ ସମ୍ପର୍କିତ ଏକ ଆଲୋଚନା ଚକ୍ର ଜିଲାପରିଷଦ ସଭାଗୃହରେ ବୁଧବାର ଅନୁଷ୍ଠିତ ହୋଇଛି। ଜିଲା...

କରୋନା ଯୋଦ୍ଧାଙ୍କୁ ମିଳୁନି ଦରମା

ଅନୁଗୋଳ ଅଫିସ, ୧୯।୪ – କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସ୍ତୁତ ଥିବା ୧୦୪ ଜଣ ଆଉଟସୋର୍ସିଂ କର୍ମଚାରୀଙ୍କୁ ୩ ମାସ...

ଗାଡ଼ି ଖରାପ ହୋଇଗଲା, ବରଗଡ଼ରେ ଅଟକିଲେ ପ୍ରବାସୀ ଶ୍ରମିକ

ବରଗଡ଼ ଅଫିସ୍‌,୧୫।୫: ଅଧାବାଟରେ ଗାଡ଼ି ଅଚଳ ହୋଇଯିବାରୁ ପ୍ରବାସୀ ଶ୍ରମିକଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ଶୁକ୍ରବାର ଏଭଳି...

ପ୍ରକଳ୍ପ ଥାଇ ମିଳୁନି ପାଣି

ବଇଣ୍ଡା,୭ା୫(ଡି.ଏନ.ଏ.) ଗ୍ରାମାଞ୍ଚଳର ଲୋକଙ୍କୁ ପାଇପ୍‌ ପାଣି ଯୋଗାଇ ଦେବାକୁ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ପ୍ରକଳ୍ପମାନ ନିର୍ମାଣ କରୁଛନ୍ତି। ଏଥିପାଇଁ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ...

ଗରିବଙ୍କୁ ରାଶନ ସାମଗ୍ରୀ ବାଣ୍ଟିଲେ ଅରିନ୍ଦମ

କଟକ ଅଫିସ,୩୦।୪: କରୋନାକୁ ନେଇ ଉପୁଜିଥିବା ସ୍ଥିତିକୁ ଦୃଷ୍ଟିରେ ରଖି ଗରିବ ଅସହାୟ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି ଚଳଚ୍ଚିତ୍ର ଅଭିନେତା ତଥା ବିଜେଡି ନେତା...

Advertisement
Archives

Model This Week