ରୁଷିଆ-ୟୁକ୍ରେନ ମଧ୍ୟରେ କାହା ପକ୍ଷ ନେବ ଭାରତ, ରହିଛି ସମସ୍ତଙ୍କ ନଜର

କ୍ୱିଭ୍‌,୨୮ା୨: ସୋମବାର ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ମିଳିତ ଜାତିସଂଘର ସାଧାରଣ ସଭାର ବୈଠକ ଅନୁଷ୍ଠିତ ହେଉଛି। ସୁରକ୍ଷା ପରିଷଦର ବୈଠକ ପରେ ଯୁଦ୍ଧ ବନ୍ଦ କରିବା ପାଇଁ ମିଳିତ ଜାତିସଂଘର ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ସମଗ୍ର ବିଶ୍ୱବାସୀଙ୍କ ନଜର ଏହା ଉପରେ ରହିଛି। ଦୁଇ ଦେଶ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଏଥିରେ ସମସ୍ତଙ୍କ ନଜର ଭାରତ, ଚାଇନା ଏବଂ ୟୁଏଇ ଉପରେ ରହିଛି। ଏହାର ମୁଖ୍ୟ କାରଣ ହେଉଛି, ଏହି ତିନି ଦେଶ ସୁରକ୍ଷା ପରିଷଦରେ ମତଦାନରେ ଭାଗ ନେଇ ନାହାନ୍ତି। ଏଭଳି ପରିସ୍ଥିତିରେ ପୁଣିଥରେ ସମସ୍ତଙ୍କ ନଜର ଭାରତ ଉପରେ ରହିଛି। ଅନ୍ୟପକ୍ଷରେ ୟୁକ୍ରେନ ରାଷ୍ଟ୍ରପତି ଏବଂ ଭାରତରେ ୟୁକ୍ରେନ ରାଷ୍ଟ୍ରଦୂତ ଅସ୍ତ୍ରବିରତି ଉଲ୍ଲଂଘନ ପାଇଁ ସହଯୋଗ ପାଇଁ ଆବେଦନ କରିଛନ୍ତି। ମିଳିତ ଜାତିସଂଘର ସାଧାରଣ ସଭାରେ ଭାରତର ସ୍ଥିତି କ’ଣ ତାହା ଦେଖିବା ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?