ଗୁଗଲରୁ କାହିଁକି ଛଟେଇ ହେଲେ ୧୨ ହଜାର କର୍ମଚାରୀ, ପ୍ରକାଶ କଲେ ସିଇଓ ସୁନ୍ଦର ପିଚାଇ…

ମୁମ୍ବାଇ,୧୬।୧୨ : ଡିସେମ୍ବର ୨୦୨୨ ଶେଷ ଏବଂ ୨୦୨୩ ଆରମ୍ଭ ମଧ୍ୟରେ ଗୁଗଲରୁ ପ୍ରାୟ ୧୨ ହଜାର କର୍ମଚାରୀଙ୍କୁ ଛଟେଇ କରାଯାଇଥିଲା। ଗୁଗଲ କମ୍ପାନୀର ଇତିହାସରେ ଏହା ସବୁଠାରୁ ବଡ ଛଟେଇ ଥିଲା। ଏଥି ସହିତ, କମ୍ପାନୀର ସିଇଓ ସୁନ୍ଦର ପିଚାଇଙ୍କ ବିବୃତ୍ତି ୨୦୨୩ ବର୍ଷ ଶେଷରେ ଏହି ରିଟ୍ରଞ୍ଚମେଣ୍ଟ ଉପରେ ବାହାରିଛି। ଏଥିରେ ସେ କହିଛନ୍ତି କମ୍ପାନୀ କାହିଁକି ଏତେ ସଂଖ୍ୟକ କର୍ମଚାରୀଙ୍କୁ ବରଖାସ୍ତ କଲା ଏବଂ ଏହି ନିଷ୍ପତ୍ତି ନେବା ପରେ ସେ କିପରି ଅନୁଭବ କରିଥିଲେ? ୧୨ ହଜାର କର୍ମଚାରୀଙ୍କୁ ବରଖାସ୍ତ କରିବା ତାଙ୍କ ଜୀବନର ସବୁଠାରୁ କଠିନ ନିଷ୍ପତ୍ତି ବୋଲି ସେ ବର୍ଣ୍ଣନା କରିଛନ୍ତି। ଗୁଗଲ ଏବଂ ଏହାର ପ୍ୟାରେଣ୍ଟ କମ୍ପାନୀ ଆଲଫାବେଟ ବୈଠକରେ ସିଇଓ ସୁନ୍ଦର ପିଚାଇ ଏହା କହିଛନ୍ତି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଗୁଗୁଲର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା, ଯାହାର ଅଡିଓ ରେକର୍ଡିଂ ସାମ୍ନାକୁ ଆସିଛି। ଏହି ଅନୁଯାୟୀ, ବୈଠକ ସମୟରେ ଜଣେ କର୍ମଚାରୀ ପିଚାଇଙ୍କୁ ଏକ ପ୍ରଶ୍ନ ପଚାରିଥିଲେ କମ୍ପାନୀ ୨୦୨୩ ବର୍ଷ ଆରମ୍ଭରେ କାର୍ଯ୍ୟ ଶକ୍ତି ହ୍ରାସ କରିବାକୁ ନିଷ୍ପତ୍ତି ନେଇଛି। ଏହି ନିଷ୍ପତ୍ତି କମ୍ପାନୀର ଲାଭ ଏବଂ କ୍ଷତି ଉପରେ କ’ଣ ପ୍ରଭାବ ପକାଇଲା? ଏହାର ଉତ୍ତରରେ ପିଚାଇ କହିଛନ୍ତି ୧୨ ହଜାର କର୍ମଚାରୀଙ୍କୁ ବରଖାସ୍ତ କରିବା ସବୁଠାରୁ କଷ୍ଟସାଧ୍ୟ କାର୍ଯ୍ୟ ଥିଳା। କିନ୍ତୁ କମ୍ପାନୀର ଭବିଷ୍ୟତ ଏବଂ ଆର୍ଥିକ ଅନିଶ୍ଚିତତା ଲାଗି ଏହି ନିଷ୍ପତ୍ତି ନେବାକୁ ପଡିଥିଲା। ଯେତେବେଳେ କି କମ୍ପାନୀ ଏହାକୁ ଏକ ଉତ୍ତମ ଉପାୟରେ ମୁକାବିଲା କରିପାରିଥାନ୍ତା। ଏହି ନିଷ୍ପତ୍ତି ନେବା କମ୍ପାନୀରେ କାର୍ଯ୍ୟ କରୁଥିବା ଅନ୍ୟ କର୍ମଚାରୀଙ୍କ ମନୋବଳକୁ ହ୍ରାସ କରିଥିଲା, ଯାହାକି ବହୁ ମାସ ପରେ ବହୁ କଷ୍ଟରେ ବୃଦ୍ଧି କରିବାରେ ସଫଳ ହୋଇଥିଲା ।

 


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri