Posted inଫୁରସତ

ଘଣ୍ଟା ବିଜ୍ଞାପନରେ କାହିଁକି ଦେଖିବାକୁ ମିଳେ ୧୦:୧୦ ସମୟ…

ବିଜ୍ଞାପନ ଦେବାର ଅର୍ଥ ଲୋକଙ୍କୁ ସାମଗ୍ରୀ ବିଷୟରେ ଅବଗତ କରାଇବା ଏବଂ ସେମାନଙ୍କୁ ଦ୍ରବ୍ୟର କ୍ରେତା କରିବା। କିନ୍ତୁ ବିଜ୍ଞାପନ ସହିତ ଜଡ଼ିତ କିଛି ରହସ୍ୟ ରହିଛି, ଯାହା ବିଷୟରେ ଆମେ ଜାଣିନାହୁଁ। ଆପଣ ନିଶ୍ଚିତ ଘଣ୍ଟା ବିଜ୍ଞାପନ ଦେଖିଥିବେ। ଏଥିରେ ସବୁବେଳେ ୧୦:୧୦ ଅର୍ଥାତ ୧୦ଟା ବାଜି ୧୦ ମିନିଟ୍‌ ସମୟ ଦେଖାଏ। ଏହାର କାରଣ ଜାଣିଛନ୍ତି କି? ଯଦି ନା ତେବେ ଜାଣନ୍ତୁ ଏ ସମ୍ପର୍କରେ…

ମନୋବିଜ୍ଞାନ ଦୃଷ୍ଟିକୋଣରୁ ସମୃଦ୍ଧତାକୁ ଗୁରୁତ୍ୱ ଦିଆଯାଏ। ମଣିଷ ଜିନିଷଗୁଡିକ ଦେଖିବାକୁ ପସନ୍ଦ କରେ ଯାହା ସମୃଦ୍ଧ ଅଟେ। ୧୦:୧୦ରେ ଘଣ୍ଟାର କଣ୍ଟାଗୁଡ଼ିକ ଅଧିକ ସନ୍ତୁଳିତ। ୧୦ଟା ୧୦ରେ ଦେଖିଲେ ଘଣ୍ଟା ହସୁଥିବା ପରି ଦେଖାଯାଏ। ଏଭଳି ପରିସ୍ଥିତିରେ ଗ୍ରାହକଙ୍କୁ ଏକ ସକାରାତ୍ମକ ବାର୍ତ୍ତା ପଠାଯାଏ ଏବଂ ବିଜ୍ଞାପନ ସକାରାତ୍ମକ ହୋଇଥାଏ।

ଏହା ମଧ୍ୟ କୁହାଯାଏ, ଯେତେବେଳେ ଜନ୍‌ ଆବ୍ରାହମ ଲିଙ୍କନଙ୍କ ମୃତ୍ୟୁ ହୋଇଥିଲା ସେତେବେଳେ ଘଣ୍ଟାରେ ରାତି ୧୦ଟା୧୦ ହୋଇଥିଲା। ସେହିପରି ଆଉ ଏକ କାରଣ ହେଲା ହିରୋସିମା ଏବଂ ନାଗାସାକି ଉପରେ ଯେତେବେଳେ ବୋମା ବିସ୍ଫୋରଣ ହୋଇଥିଲା ସେତେବେଳେ ଘଣ୍ଟାରେ ବି ୧୦ଟା ୧୦ ମିନିଟ୍‌ ହୋଇଥିଲା। ତେଣୁ ଏହି ସମୟକୁ ଗୁରୁତ୍ୱ ମନେ କରାଯାଏ। ତେଣୁ ଘଣ୍ଟା ବିଜ୍ଞାପନରେ ଗ୍ରାହକଙ୍କୁ ଆକୃଷ୍ଟ ଆଉ ସମୟାନୁବର୍ତ୍ତିତା କରିବା ପାଇଁ ଏହି ସମୟ ସୂଚାଇ ଦିଆଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?