କାହିଁକି ଶ୍ରୀମନ୍ଦିର ଉପରେ ବାରମ୍ବାର ଉଡୁଛି ଡ୍ରୋନ୍‌: ୭ ଶହ ଜଣ ନେଲେଣି ଫୋନ୍‌

ପୁରୀ,୨୧।୨: ଶ୍ରୀମନ୍ଦିର ଉପରେ ବେଆଇନ ଭାବେ ୧୦ ଥର ଡ୍ରୋନ ଉଡ଼ିଛି। ଏନେଇ ଗୃହରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଲିଖିତ ଉତ୍ତର ରଖିଛନ୍ତି। ୨୦୨୪ଜୁନ୍‌ ଏଯାବତ୍‌ ଡ୍ରୋନ ଉଡ଼ିବାର ୧୦ଟି ମାମଲା ରୁଜୁ ହୋଇଛି। ୨ଟି ମାମଲାର ଫାଇନାଲ ଫର୍ମ ପ୍ରଦାନ ହୋଇଛି। ୮ଟିର ତଦନ୍ତ ଜାରି ରହିଛି।

କାଚ ବୋତଲ ବଦଳରେ ମୋଟା କାଗଜ ଖୋଳରେ ମିଳିବ ମଦ

 

ଶ୍ରୀମନ୍ଦିର ଭିତରକୁ ୭୦୦ ଜଣ ବ୍ୟକ୍ତି ଫୋନ ନେଇ ପ୍ରବେଶ କରିଛନ୍ତି। ଏନେଇ ୯ଟି ମାମଲା ରୁଜୁ ସହ ୭ଟିର ଫଇସଲା ହୋଇଛି ଓ ୨ଟିର ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବାୟତ୍ତ ଶାସନ ଦିବସ: ସଶକ୍ତ ନଗର ଶାସନ, ସମୃଦ୍ଧ ଓଡ଼ିଶାର ସଂକଳ୍ପ

ସ୍ବାୟତ୍ତ ଶାସନ ଦିବସ ଆମ ଗଣତାନ୍ତ୍ରିକ ବ୍ୟବସ୍ଥାର ସେହି ମୌଳିକ ଆଦର୍ଶକୁ ପୁନର୍ଜୀବିତ କରିବାର ଏକ ମହାର୍ଘ୍ୟ ଅବସର, ଯେଉଁଠି ଶାସନ କ୍ଷମତାର କେନ୍ଦ୍ରବିନ୍ଦୁ ଲୋକସେବା ବନ୍ଦ…

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri