କାହିଁକି ପ୍ରେମ ସମ୍ପର୍କରେ ଆସିଥାଏ ତିକ୍ତତା

ପ୍ରେମରେ ମନମାଳିନ୍ୟ ଓ ଛୋଟ ଛୋଟ ଝଗଡ଼ା ଲାଗି ରହିଥାଏ। ଏହି ସମ୍ପର୍କରେ ଆଗକୁ ବଢ଼ିବା ଯେତିକି ସହଜ ହୋଇଥାଏ ସମ୍ପର୍କକୁ ବାନ୍ଧିରଖିବା କଷ୍ଟକର ହେଇଯାଏ। ମାତ୍ର ଛୋଟ ଛୋଟ କଥାରେ ସମ୍ପର୍କ ଭାଙ୍ଗିଦେବା ଫଳରେ ଉଭୟେ ପ୍ରେମୀଯୁଗଳଙ୍କ ଉପରେ ଏହାର ପ୍ରଭାବ ପଡିଥାଏ। ତେବେ ଏପରି କିଛି କାରଣ ରହିଛି ଯାହା ସମ୍ପର୍କକୁ ଭାଙ୍ଗି ଦେଇଥାଏ ଜାଣନ୍ତୁ ସେ ସମ୍ପର୍କରେ।

ଅନ୍ୟ ସ୍ଥାନକୁ ଯିବା ମାତ୍ରେ ସାଥିକୁ ଭୁଲିଯିବା: କିଛି ଲୋକ ଏପରି ଅଛନ୍ତି ଯେଉଁମାନଙ୍କୁ ଅନ୍ୟସ୍ଥାନ ବୁଲିଯିବା ପସନ୍ଦ ହୋଇଥାଏ। ମାତ୍ର ଏପରି କିଛି ଲୋକ ଅଛନ୍ତି ଯେ ଅନ୍ୟସ୍ଥାନକୁ ଯାଇ ପାର୍ଟନରଙ୍କୁ ଭୁଲିଯାଇଥାନ୍ତି। ତେବେ ଏହି ଅଭ୍ୟାସ ଅପଣଙ୍କ ସାଥୀ ସହ ଗଢ଼ିଉଠିଥିବା ପ୍ରେମ ସମ୍ପର୍କକୁ ଭାଙ୍ଗି ଦିଏ।

ବ୍ୟସ୍ଥତା: ନିଜ କାମକୁ ନେଇ ବ୍ୟସ୍ଥ ରହିବା ପ୍ରାୟ ସମସ୍ତଙ୍କୁ ପସନ୍ଦ ହୋଇଥାଏ। ନିଜ କାମକୁ ପ୍ରାଥମିକତା ଦେବା ଜରୁରୀ ହୋଇଥାଏ। ମାତ୍ର ବେଳେ ବେଳେ ଆବଶ୍ୟକତାଠାରୁ ଆପଣଙ୍କ ଅଧିକ ବ୍ୟସ୍ଥତା ଏହି ସମ୍ପର୍କରେ ମନମାଳିନ୍ୟ ସୃଷ୍ଟି କରିଥାଏ। ଯାହା ସମ୍ପର୍କ ଭାଙ୍ଗିବାର ଗୋଟେ କାରଣ ହୋଇଯାଏ।

ମେସେଜର ରିପ୍ଲାଏ ନ ଦେଲେ: ଇଣ୍ଟରନେଟ୍‌ ସମାଜରେ ଅନ୍‌ଲାଇନ୍‌ ଥାଇ ମଧ୍ୟ ପାର୍ଟନରଙ୍କ ମେସେଜ୍‌କୁ ନଜର ଅନ୍ଦାଜ କରିବା ବା କୌଣସି ମେସେଜ ନ ଦେବା ଏହା ମଧ୍ୟ ଏକ କାରଣ।

ଗୁରୁତ୍ୱ: ଏପରି କେତେ ଜଣ ପାର୍ଟନର ଅଛନ୍ତି ଯେଉଁ ମାନେ ପାର୍ଟନରଙ୍କ କଥାକୁ ଗୁରୁତ୍ୱ ଦେଇ ନଥାନ୍ତି । ସେହି ପରିସ୍ଥିତିରେ ସମ୍ପର୍କ ଭାଙ୍ଗିଯିବା ସହଜ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri